-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||     

HOME   ଜିଲ୍ଲା

ଖବର ପ୍ରସାରଣ ପରେ ଭାଙ୍ଗିଦେଲେ ସୂଚନା ଫଳକ.... ମୁହଁ ଖଳିବାକୁ ନିରବ ବ୍ଲକ ପ୍ରଶାସନ

24-May-2024



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,)
ଗଣମାଧ୍ୟମରେ ଖବର ପ୍ରସାରଣ ଦିନକ ପରେ *"ତଥ୍ୟ ଲୁଚାଇବା ପାଇଁ ନିର୍ମାଣ ହୋଇଥିବା ସୂଚନା ଫଳକକୁ ଭାଙ୍ଗି ଦିଆଯାଇଛି .... ଏ ବିଷୟରେ ମୁହଁ ଖଳିବାକୁ ନିରବ ବ୍ଲକ ପ୍ରଶାସନ"*।ଗାଁ ଗହଳିର ଉନ୍ନତି ପାଇଁ ସରକାର ଦେଉଛନ୍ତି କୋଟି କୋଟି ଟଙ୍କା କିନ୍ତୁ ବ୍ଲକ ପ୍ରଶାସନର ଆନ୍ତରିକତା ଆବାହବାରୁ ଅଟକି ରହୁଛି କାମ।ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଡାବୁଗାଁ ବ୍ଲକ ଡ଼ଙ୍ଗରିଗୁଡା ପଞ୍ଚାୟତର  ପିଡବ୍ଲୁଡି ରାସ୍ତାରୁ ଦଶମୁଣ୍ଡିଆ ରାସ୍ତା ଉନ୍ନତି ଏଵଂ କଲଭଟ ନିର୍ମାଣ ପାଇଁ  ମନରେଗା ଯୋଜନରେ ୫ଲକ୍ଷ୍ୟ ଟଙ୍କା  ୨୦୨୨-୨୩ରେ କୋଡ଼ିଙ୍ଗ ହୋଇ ଦୁଇ ବର୍ଷ ବିତି ଯାଇଥିଲେ ମଧ୍ୟ କେବଳ ସୂଚନା ଫଳକ କାର୍ଯ୍ୟ ଅଟକି ରହିଛି ।ଏହି କାମ ବିଷୟରେ ଡାବୁଗାଁ ଦାୟିତ୍ୱ ରେ ଥିବା ଏପିଓ ବାର୍ନବାସ ନାୟକଙ୍କୁ ପଚାରିବାରୁ ସେ କହିଥିଲେ ଯେ ଏହି କାମରେ ମାଟି କାମରେ 38 ହଜାର ଟଙ୍କା ଖର୍ଚ୍ଚ ହୋଇଛି । *କିନ୍ତୁ ସୂଚନା ଲୁଚାଇବା ପାଇଁ ସୂଚନା ଫଳକରେ ଭୁଲ ୱାର୍କ କୋଡ଼ ଲେଖା ଯାଇଥିବା ଦେଖିବାକୁ ମିଳିଥିଲା।* ଏହି ରାସ୍ତାରେ ଏଭଳି କଣସି ମାଟି କାମ ହଇ ନାହିଁ।ଅଧିକ ଜାଣିବା ପାଇଁ ଡାବୁଗାଁ ବିଡ଼ିଓ ଶରତ ମାଝୀଙ୍କୁ ଯୋଗାଯୋଗ କରିବା ପାଇଁ ଚେଷ୍ଟା କରିଥିଲୁ କିନ୍ତୁ ଯୋଗାଯୋଗ ହଇ ନଥିଲା କିନ୍ତୁ ଦୁଃଖର ଶହ କହିବାକୁ ପଡୁଛି ତଥ୍ୟ ଲୁଚାଇବାକୁ ଚେଷ୍ଟା କରି ଏହି ସ୍ଥାନରେ ଥିବା ସୂଚନା ଫୋଳକକୁ ସମ୍ପୂର୍ଣ୍ଣ ଭାଙ୍ଗି ଦେଇଛନ୍ତି। ଏଭଳି କ୍ଷେତ୍ରରେ ଜିଲ୍ଲା ପ୍ରଶାସନ ଧ୍ୟାନ ଦେଇ ତୁରନ୍ତ ପଦକ୍ଷେପ ନେବା ଆବଶ୍ୟକ ହୋଇ ପଡୁଛି। କାରଣ ଜିଲ୍ଲା ପ୍ରଶାସନ ତଦନ୍ତ ଆରମ୍ବ କଲେ ଧୀରେ ଧୀରେ ବ୍ଲକ ପ୍ରଶାସନର ଘୁମର ଖାଳିବ ।

ବିଦ୍ରୋ:-ଧୀରେ ଧୀରେ ବ୍ଲକ ପ୍ରଶାସନର ଖାଳୁଛି ଘୁମର.. ପରଦା ଫାସ ହେବକି ଭିତରି କଥା???*


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026

You Might Also Like