-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||     

HOME   ଜିଲ୍ଲା

ବୀରମହାରାଜପୁରରେ ତିନି ଦଳର ଦୃଢୋକ୍ତି ଆମେ ଜିତିବୁ(ଭୋଟ ସରିଲା,ଚାଲିଛି କର୍ମୀଙ୍କ ଅଙ୍କକଷା)

25-May-2024



ବିନିକା(ହିମାଂଶୁ ଶେଖର ପୁଟେଲ)ବୀରମହାରାଜପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ଗତ ୨୦ତାରିଖ ଦିନ ମତଦାନ ହୋଇଥିଲା ।ଇଭିଏମ ଅଚଳ,କା ଭା ବାକ ବିତଣ୍ଡା କୁ ଛାଡ଼ିଦେଲେ ଏଠାରେ ଭୋଟଦାନ ଶାନ୍ତି ଶୃଙ୍ଖଳା ସହ ସମ୍ପନ୍ନ ହୋଇଛି।ଏବେ କର୍ମୀଙ୍କ ଠାରୁ ଆରମ୍ଭ କରି ରାଜନେତାଙ୍କ ପର୍ଯ୍ୟନ୍ତ ସଭିଁଏ ଅଙ୍କ କଷିବାରେ ଲାଗିଛନ୍ତି ।କେତେ ଭୋଟରେ ପ୍ରତିଦ୍ବନ୍ଦୀ ମାତ ଖାଇବେ ସେନେଇ ଏବେ ସବୁ ପ୍ରାର୍ଥୀ ହିସାବ କିତାବ କରୁଛନ୍ତି ।କେତେକ ବୁଥ ରେ ମତଦାନ କୁ ନେଇ ଦ୍ଵନ୍ଦ ଓ ଆଶଙ୍କା ମଧ୍ୟ ସୃଷ୍ଟି ହୋଇଛି।କେଉଁ ଦଳର ପ୍ରାର୍ଥୀଙ୍କୁ କେଉଁଠୁ କେତେ ଭୋଟ ମିଳିବ, କେତେ ଭୋଟରେ ପ୍ରାର୍ଥୀ ବିଜୟୀ ହେବେ,ବିରୋଧୀଙ୍କ ଭିତରେ କିଏ ପ୍ରଥମ ହେବ,ସ୍ଵାଧୀନ ପ୍ରାର୍ଥୀଙ୍କ ସ୍ଥାନ କେଉଁ ନମ୍ବର ରେ ରହିବ,ଏପରି ନାନା ପ୍ରଶ୍ନ ଏବେ ସାଧାରଣ ଲୋକଙ୍କ ଭିତରେ ଜୋରଦାର ଆଲୋଚନା ହେଉଛି । ଚା ଖଟି ଠାରୁ ଆରମ୍ଭ କରି ପାନ ଦୋକାନ,କ୍ଲବ ଘର,ବିଭିନ୍ନ ଛକ ଏପରିକି ବିଭିନ୍ନ ସ୍ଥାନରେ ଲୋକ ଜମାଟ ବାନ୍ଧିଲେ ଚଳିତ ସାଧାରଣ ନିର୍ବାଚନର ଫଳାଫଳକୁ ନେଇ ଚର୍ଚ୍ଚା କରୁଥିବା ଦେଖିବାକୁ ମିଳୁଛି।ଚର୍ଚା ଏପରି ହେଉଛି ଯେ ନିଜ ନିଜ ଜିତିବା ନେଇ ଯୁକ୍ତିତର୍କ ହେଉଥିବା ଜଣାପଡିଛି ।ବିଜେଡ଼ି କର୍ମୀ ଦାବୀ କରୁଛନ୍ତି ଆମ ନେତା ପଦ୍ମନାଭ ବେହେରା ନିଶ୍ଚୟ ବିଜୟୀ ହେବେ ଏବଂ ଚତୁର୍ଥ ଇନିଙ୍ଗସ ଆରମ୍ଭ କରିବେ ।ବିଜେପି ସମର୍ଥକ କର୍ମୀ ମାନେ ମୋଦି ଲହର ସାରା ଓଡ଼ିଶାରେ ବୋହିଛି ।ଯେଉଁ ଆଡେ ପଚାରିବ ଭୋଟର ପଦ୍ମ ଫୁଲକୁ ଭୋଟ ଦେଇଥିବା କହୁଛନ୍ତି।ତେଣୁ ଏଥର ଆମ ପ୍ରାର୍ଥୀ ରଘୁନାଥ ଜଗଦଲାଙ୍କ ବିଜୟ ସୁନିଶ୍ଚିତ ବୋଲି ଦାବି କରୁଛନ୍ତି ।ଅନ୍ୟ ପକ୍ଷରେ ମାଟିର ଛୁଆ ପ୍ରଦୀପ ସେଠୀ କଂଗ୍ରେସ ଦଳରୁ ପ୍ରଥମ କରି ନିର୍ବାଚନ ମୈଇଦାନରେ ଥିବାରୁ ତାଙ୍କ ପ୍ରତି ଲୋକଙ୍କ ସହାନୁଭୂତି ଭୋଟ ପଡ଼ିଛି ।ତେଣୁ ଉଭୟ ବିଜେଡ଼ି/ବିଜେପି ପ୍ରାର୍ଥୀଙ୍କ ବିଜୟରେ କଂଗ୍ରେସ ପ୍ରାର୍ଥୀ କଣ୍ଟା ସାଜିବେ ଏବଂ ରାଜନୀତି ଅଭିଜ୍ଞତା କ୍ଷେତ୍ରରେ ଚକମା ଦେଖାଇ ପାରନ୍ତେ ବୋଲି ତାଙ୍କ କର୍ମୀ ମହଲରେ ଆଲୋଚନା ପର୍ଯ୍ୟାଲୋଚନା ହେଉଛି ।ସେ ଯାହା ବିହେଉ ଏଥର କମ ବ୍ୟବଧାନରେ ହେଲେ ମଧ୍ୟ ବିଜେଡ଼ି ଦଳର ବିଜୟ ହେବ ବୋଲି କର୍ମୀ ଆଶା ବାନ୍ଧିଛନ୍ତି ।ତେବେ ଆସନ୍ତା ଜୁନ ୪ତାରିଖରେ ନିର୍ବାଚନ ଫଳାଫଳ ଘୋଷଣା ହେବା ପରେ ଚାଲିଥିବା ସବୁ ଅଙ୍କ ସ୍ୱଷ୍ଟ ହେବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026

You Might Also Like