-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ନିର୍ବାଚନ ଡିୟୁଟିରେ ଥିବାଶିକ୍ଷକଙ୍କ ମୃତ୍ୟୁ ଘଟଣା, କୁଟାସିଂହା କ୍ଳଷ୍ଟର ସ୍ତରୀୟ ଶୋକ ସଭା

25-May-2024



ସାଲେଭଟା(ପ୍ରେରଣା ଖବର):ବଲାଙ୍ଗିର ଜିଲ୍ଲା ଆଗଲପୁର (ଡୁଡୁକା) ପଟୁଆପାଲି ଗ୍ରାମର ଶିକ୍ଷକ ଶୁଶିଳକୁମାର ଆଚାର୍ଯ୍ୟ ନିର୍ବାଚନ ଡିୟୁଟିରେ ଥିବା ସମୟରେ ଅକାଳ ମୃତ୍ୟୁ ଯୋଗୁଁ କ୍ଳଷ୍ଟର ସ୍ତରୀୟ ଶୋକ ସଭା ଅନୁଷ୍ଠିତ ହୋଇଛି । କୁଟାସିଂହା କ୍ଳଷ୍ଟର ସିଆରସିସି ନିରଞ୍ଜନ ପଧାନଙ୍କ ସଭାପତିତ୍ୱରେ ପଟୁଆପାଲି ଗ୍ରାମରେ ଥିବା ସରକାରୀ ପ୍ରଥମିକ ବିଦ୍ୟାଳୟ ଠାରେ ଏକ ଶୋକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ପଟୁଆପାଲ ଗ୍ରା.ପ ସରପଂଚ ରବିଚନ୍ଦ୍ର ବସ୍ତିଆ,ହାଇସ୍କୁର ପ୍ରଧାନ ଶିକ୍ଷକ ପ୍ରଶାନ୍ତ କୁମାର ପଧାନ, ଅବସରପ୍ରାପ୍ତ ଶିକ୍ଷକ ମହେନ୍ଦ୍ର କାଲସାଏ, ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ରାମଚନ୍ଦ୍ର ବାଗ ସମେତ କୁଟାସିଂହା କ୍ଳଷ୍ଟର ଅନ୍ୟ ସମସ୍ତ ଶିକ୍ଷକ ବୃନ୍ଦ ଯୋଗଦାନ କରିଥିଲେ । ସ୍ୱର୍ଗତ ଆଚାର୍ଯ୍ୟଙ୍କ ଆତ୍ମାର ସତ୍‌ଗତି ପାଇଁ ନିରବ ପ୍ରାର୍ଥନା କରାଯାଇଥିଲା । ଏଥିରେ ଉପସ୍ଥିତ ଶିକ୍ଷକ ମାନେ ମୃତ୍ୟୁବରଣ କରିଥିବା ଶିକ୍ଷକଙ୍କ ସୃୃତିଚାରଣ କରିଥିଲେ । ସରକାରଙ୍କ ତରଫରୁ ପରିବାର ବର୍ଗଙ୍କୁ ସମସ୍ତ ସୁବିଧା ସୁଯୋଗ ତୁରନ୍ତ ଯୋଗାଇଦେବାପାଇଁ ଦାବି କରାଯାଇଥିଲା । ଏସଂପର୍କରେ ରାଜ୍ୟପାଲଙ୍କ ଉଦେଶ୍ୟରେ ଆଗଲପୁର ଶିକ୍ଷାଅଧିକାରୀଙ୍କ ଜରୀଆରେ ଏକ ଦାବିପତ୍ର ପ୍ରଦାନ କରିବାକୁ ସ୍ଥିରିକୃତ ହୋଇଛି । ଏଠାରେ ସୁଚନା ଯୋଗ୍ୟଯେ ଟିଟିଲାଗଡରେ ମୃତ୍ୟୁବରଣ କରିଥିବା ଶ୍ରୀଯୁକ୍ତ ଆଚାର୍ଯ୍ୟ ବକଟୀ ଗ୍ରାମର ବାସିନ୍ଦା ଅଟନ୍ତି । ପଟୁଆପାଲି ପ୍ରାଥମିକ ବିଦ୍ୟାଳୟ ରେ ସହକାରୀ ଶିକ୍ଷକ ଭାବରେ କାର୍ଯ୍ୟକରିଆସୁଥିବା ବେଳେ କି଼ିଛିବର୍ଷ ହେଲା ଲୋଇସିଂହାରେ ରହି ଆସୁଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like