-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ରାଜ୍ୟ

ଭୁବନେଶ୍ୱରରେ ଭୋଟ୍ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

25-May-2024

ଭୁବନେଶ୍ୱରରେ ଭୋଟ୍ ଦେଲେ କେନ୍ଦ୍ରମନ୍ତ୍ରୀ -

ଭୁବନେଶ୍ୱର/ସମ୍ବଲପୁର, ମଇ ୨୫ – ଓଡ଼ିଶାର ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ସମ୍ବଲପୁର ଲୋକସଭା ପ୍ରାର୍ଥୀ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ତାଙ୍କ ଧର୍ମପତ୍ନୀ ମ୍ରିଦୁଳା ଟି ପ୍ରଧାନ ୨୦୨୪ ଲୋକସଭା ଓ ବିଧାନସଭା ଆସନ ପାଇଁ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି । ଭୁବନେଶ୍ୱର ଉତ୍ତର ବିଧାନସଭା ନିର୍ବାଚନମଣ୍ଡଳୀ ଅଧୀନରେ ଚନ୍ଦ୍ରଶେଖରପୁର ଡିଏଭି ସ୍କୁଲ କ୍ୟାମ୍ପସ-୨ରେ ବୁଥ୍ ନଂ ୫୯ରେ ଭୋଟ୍ ଦେଇଛନ୍ତି ।

ଏହି ଅବସରରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ଗଣତନ୍ତ୍ରର ଏହି ମହାନ ପର୍ବରେ ସାମିଲ ହୋଇ ମୁଁ ବେଶ୍ ଆନନ୍ଦିତ । ଭାରତର ଗଣତନ୍ତ୍ର ଦୁନିଆର ପ୍ରଭାବଶାଳୀ ଓ ପାରଦର୍ଶୀ ମଧ୍ୟ । ଲୋକତନ୍ତ୍ରରେ ପ୍ରତ୍ୟେକ ଭୋଟ୍ ଗୁରୁତ୍ୱପୂର୍ଣ୍ଣ । ପ୍ରଜାତନ୍ତ୍ରରେ ଭୋଟ୍ ଠାରୁ ପ୍ରଭାବଶାଳୀ ଆଉ କିଛି ନୁହେଁ । ସମ୍ବଲପୁର ଓ ଭୁବନେଶ୍ୱର ସମେତ ସାରା ରାଜ୍ୟରେ ନିଜ ମତାଧିକାର ସାବ୍ୟସ୍ତ କରିବା ପାଇଁ ଲୋକଙ୍କ ମଧ୍ୟରେ ବହୁତ ଉତ୍ସାହ ରହିଛି । ସମସ୍ତେ ଭୋଟ୍ ଦେବା ସହ ଆମର ଗଣତନ୍ତ୍ରକୁ ଆହୁରି ସଶକ୍ତ କରନ୍ତୁ । ମହିଳା ଓ ଯୁବ ଭୋଟରଙ୍କୁ ଅଧିକ ସଂଖ୍ୟାରେ ଭୋଟ୍ ଦେବାକୁ ସେ ନିବେଦନ କରିଛନ୍ତି ।

କେନ୍ଦ୍ରମନ୍ତ୍ରୀ ଆହୁରି କହିଛନ୍ତି ଯେ, ଲୋକମାନେ ଆଜି ପରିବର୍ତ୍ତନ ମୁହାଁ ହୋଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯାହା ନିବେଦନ କରିଛନ୍ତି, ଓଡ଼ିଶାବାସୀ ତାଙ୍କ ଉପରେ ଆଶୀର୍ବାଦ କରିବେ । ଦେଶରେ ମୋଦୀଙ୍କ ନେତୃତ୍ୱରେ ତୃତୀୟ ଥର ବିଜେପିର ସରକାର ହେବ । ଓଡ଼ିଶାର ୨୧ଟି ଲୋକସଭାରୁ ୨୧ ଲୋକସଭା ବିଜେପି ଜିତିବ । ଓଡ଼ିଶାରେ ମଧ୍ୟ ବିଜେପି ବହୁମତ ହାସଲ ନୂଆ ସରକାର ଗଠନ କରିବ । ମୋଦୀ ସରକାରରେ ଗରିବ, ଯୁବକ, ମହିଳା, କୃଷକ, ବଞ୍ଚିତ ବର୍ଗର ଲୋକମାନଙ୍କ କଲ୍ୟାଣ ହେବ ।

ଏହା ପୂର୍ବରୁ ଶ୍ରୀ ପ୍ରଧାନ ସମ୍ବଲପୁରରେ ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ୱରୀ ମନ୍ଦିରରେ ପ୍ରଥମେ ଦର୍ଶନ କରିଥିଲେ । ପରେ ସମ୍ବଲପୁର ସଂସଦୀୟ କ୍ଷେତ୍ରର ବିଭିନ୍ନ ନିର୍ବାଚନମଣ୍ଡଳୀରେ ବୁଥରୁ ବୁଥ ବୁଲି ଜନସାଧାରଣ ଓ କାର୍ଯ୍ୟକର୍ତ୍ତାଙ୍କୁ ଭେଟିଥିଲେ । ସମ୍ବଲପୁର ଲୋକସଭା ଓ ବିଧାନସଭା ଆସନ ଗୁଡ଼ିକରେ ବିଜେପି ପ୍ରାର୍ଥୀ ବିଜୟୀ ହେବା ନେଇ ଶ୍ରୀ  ପ୍ରଧାନ ଦୃଢୋକ୍ତି ପ୍ରକାଶ କରିଛନ୍ତି ।

ପ୍ରଧାନ

News Comment

Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like