-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ପ୍ରକୃତିବନ୍ଧୁ ତଥା ରାଜ୍ୟ ପୁରସ୍କାରପ୍ରାପ୍ତ ଶିକ୍ଷକ ଦିଗାମ୍ବର ନାଏକ ଙ୍କ ପୁତ୍ରବଧୂ ଙ୍କ ନିଆଁ ରେ ପୋଡି ଅକାଳ ମୃତ୍ୟୁ

25-May-2024



ବଲାଙ୍ଗିର (ଚିତ୍ରସେନ ବେହେରା ): ବଲାଙ୍ଗୀର ଜିଲ୍ଲା  ପୁଇଁତଳା ବ୍ଲକ କୁରୁଲ ରାମଜୀ ହାଇସ୍କୁଲର ଅବସରପ୍ରାପ୍ତ ପ୍ରକୃତିବନ୍ଧୁ ତଥା ରାଜ୍ୟ ପୁରସ୍କାରପ୍ରାପ୍ତ ଶିକ୍ଷକ ଦିଗାମ୍ବର ନାଏକ ଙ୍କ ପୁତ୍ରବଧୂ ଶୁଭଶ୍ରୀ ନାଏକ ଙ୍କ  ନିଆଁ ରେ ପୋଡି ଆକସ୍ମିକ ଭାବେ ଗତ  ୨୪ତାରିଖ ସକାଳେ କଟକ ସ୍ଥିତ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲରେ ଚିକିତ୍ସିତ ଅବସ୍ଥାରେ ପରପାରିକି ଚାଲିଗଲେ | ଗତ ୨୦୨୦ ଫେବୃଆରୀ ୧୬ ତାରିଖରେ ତାଙ୍କର ବିବାହ ପୋଲିସ ବିଭାଗରେ କାର୍ଯ୍ୟରତ ବିଶ୍ୱଜିତ ଙ୍କ ସହ ହୋଇଥିଲା  | ତାଙ୍କର ଏକ ତିନି ବର୍ଷର କନ୍ୟାସନ୍ତାନକୁ ଓ ପରିବାରବର୍ଗକୁ ଛାଡି ଅତି ଅଳ୍ପ ସମୟରେ ସଂସାର ତ୍ୟାଗକରୀ ଛାଡି ଚାଲି ଯିବାର ଖବର ସମସ୍ତଙ୍କୁ ମର୍ମାହତ କରିଛି l ମ୍ରୁତ୍ୟୁ ଖବର ପାଇ ୮୪ଘର ଅଘରିଆ ସମାଜ ର କର୍ମକର୍ତ୍ତା, ଆତ୍ମୀୟ ସ୍ୱଜନ, ପୋଲିସ ବିଭାଗ ର କର୍ମକର୍ତ୍ତା ତଥା ଗ୍ରାମବାସୀ ତାଙ୍କ ଶବାଧାରରେ ପ୍ରାୟ ୫୦୦ରୁ ଉର୍ଧ୍ଵ ଲୋକ  ଯୋଗଦେଇ ଥିଲେ l ସନ୍ଧ୍ୟା ୮ ଘଣ୍ଟା ସମୟରେ କୁରୁଲ ଶ୍ମଶାନ ଘାଟ ଠାରେ ଅନ୍ତେଷ୍ଟି କ୍ରିୟା ସମ୍ପନ୍ନ କରିଥିଲେ | ଶ୍ୱଶୁର ଦିଗାମ୍ବର ନାଏକ ଦାହ କରିଥିବା ବେଳେ କ୍ରିୟା ସଂସ୍କାରରେ କାକା ଶୁର ଶ୍ଵେତାମ୍ବର ନାଏକ  ଓ ପରିବାର,ଜ୍ଞାତି କୁଟୁମ୍ବ ଉପସ୍ଥିତ ରହି ଥିଲେ lଶୁଭଶ୍ରୀ ଙ୍କ ଅକାଳ ମୃତ୍ୟୁରେ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like