-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||     

HOME   ଜୀବନଶୈଳୀ

ଅନ୍ୟ ମାନଙ୍କ ପାଇଁ ପ୍ରେରଣାର ଉତ୍ସ - ଗରିବ ଅସହାୟ ମାନଙ୍କ ସୁଖ ଦୁଃଖରେ ସାଥି ହେଲେ ଦୁଷ୍ମନ୍ତ

27-Dec-2020



ଖଣ୍ଡପଡା, ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା) -ସମାଜସେବୀ ତଥା ରାଜନେତା ଦୁଷ୍ମନ୍ତ ସ୍ୱାଇଁଙ୍କ ଖଣ୍ଡପଡାବାସୀଙ୍କ ପାଇଁ ଅଭିନଵ ପ୍ରୟାସ ଜାରି ରହିଛି | ଖଣ୍ଡପଡା ନିର୍ବାଚନ ମଣ୍ଡଳୀର ପ୍ରତ୍ୟେକ ଗ୍ରାମ କୁ ସାହାଯ୍ୟର ହାତ ବଢ଼ାଇଲେ ସମାଜସେବୀ ଦୁଷ୍ମନ୍ତ | ବର୍ତମାନ ଶୀତ ର ପ୍ରକୋପ ଅସହ୍ୟ ହୋଇ ପଡ଼ିଥିବା ବେଳେ ଶ୍ରୀଯୁକ୍ତ ସ୍ୱାଇଁ ପ୍ରତେକ ଗ୍ରାମ ବୁଲି ଗରିବ, ଅସହାୟ, ବୃଦ୍ଧ, ବୃଦ୍ଧା ମାନଙ୍କୁ କରୁଛନ୍ତି କମ୍ବଳ ବଣ୍ଟନ | ପ୍ରକାଶଥାଉକି ଗତକାଲି ଅପରାହ୍ନ ପ୍ରାୟ ୩ ଘଟିକା ସମୟରେ ଦୁଷ୍ମନ୍ତ ପଂହଁଚିଥିଲେ ନୟାଗଡ଼ ଜିଲ୍ଲା ଖଣ୍ଡପଡା ନିର୍ବାଚନ ମଣ୍ଡଳୀ ର କୁମ୍ଭାରପଡ଼ା ଗ୍ରାମରେ କମଳ ବଣ୍ଟନ ସହିତ ଗ୍ରାମବାସୀ ଙ୍କ ଦୁଃଖ ଦୁର୍ଦଶା ବିଷୟରେ ବୁଝିବା ପାଇଁ | କୁମ୍ଭାରପଡ଼ା ଗ୍ରାମରେ ଶତାଧିକ ଗରିବ, ଅସହାୟ, ବୃଦ୍ଧ ବୃଦ୍ଧା ମାନଂକୁ ଦ୍ୱାର ଦ୍ୱାର ବୁଲି କରାଯାଇଥିଲା କମଳ ବଣ୍ଟନ | ଏପରିକି କମଳ ବଣ୍ଟନ ସମୟରେ ମା ମଙ୍ଗଳା କ୍ରିକେଟ କ୍ଲବ ର ସଦସ୍ୟ ମାନଙ୍କ ଅଭିଯୋଗ ରକ୍ଷା କରିବାକୁ ଯାଇ ସେ ଖେଳପଡିଆ ଉନ୍ନତିକରଣ ପାଇଁ କିଛି ସହାୟତା ରାଶି ପ୍ରଦାନ କରିବାର ପ୍ରତିଶୃତି ଦେଇଛନ୍ତି | ଏକ ଭଜନ ମାତୃ ମଣ୍ଡଳୀ କୁ ବାଦ୍ୟଯନ୍ତ୍ର ପ୍ରଦାନ କରିବାର ପ୍ରତିଶୃତି ମଧ୍ୟ ଦେଇଛନ୍ତି | ଭଙ୍ଗା ଚାଳ ଛପର ଘର ଗୁଡିକର ଏକ ତାଲିକା ପ୍ରସ୍ତୁତ କରିଛନ୍ତି ଶ୍ରୀଯୁକ୍ତ ସ୍ୱାଇଁ | ଏହି ପ୍ରୟାସ ଜାରି ରହିଥିବା ବେଳେ ଅନେକ ବୃଦ୍ଧ ବୃଦ୍ଧା ଅସହାୟ ମାନଙ୍କ ଆଶୀର୍ବାଦ ର ବର୍ଷା ହୋଇଛି ଶ୍ରୀଯୁକ୍ତ ଦୁଷ୍ମନ୍ତ ସ୍ୱାଇଁ ଙ୍କ ଶିର ରେ | 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026

You Might Also Like

                               
  ଜୀବନଶୈଳୀ  

ସାଇକେଲ ଏକ ପରିଚୟ