-+91-9937148622 |

prerana_bgr@rediffmail.com |

  Sunday 3rd May 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   (03-May-2026)       ||      ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   (03-May-2026)       ||      ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   (03-May-2026)       ||      *ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   (03-May-2026)       ||      *ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   (03-May-2026)       ||      ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   (03-May-2026)       ||      ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   (03-May-2026)       ||      ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   (03-May-2026)       ||      କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା    (03-May-2026)       ||      ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   (03-May-2026)       ||      ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   (03-May-2026)       ||      ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   (03-May-2026)       ||      *ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   (03-May-2026)       ||      *ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   (03-May-2026)       ||      ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ    (02-May-2026)       ||      ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   (02-May-2026)       ||      ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   (02-May-2026)       ||      ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   (02-May-2026)       ||      +୩ପରୀକ୍ଷାରେ ସଫଳତା : ଶ୍ରେଷ୍ଠ ୧୦ରେ ପାର୍ବତୀଗିରି ମହିଳା ମହାବିଦ୍ୟାଳୟର ୩ଜଣ ଛାତ୍ରୀ   (02-May-2026)       ||      ଅଗ୍ନିକାଣ୍ଡ ନେଲା ମା ଓ ଭାଇ ଙ୍କ ଜୀବନ   (02-May-2026)       ||     

HOME   ଜିଲ୍ଲା

ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ନର୍ଲା ହାଇସ୍କୁଲ ଛାତ୍ରୀ ଶୁଭ ଦର୍ଶିନୀ ବେରୁକ ବ୍ଲକ ଟ୍ଟପର

26-May-2024



ନର୍ଲା( ଚିନ୍ତାମଣି ନାଏକ )
 କଳାହାଣ୍ଡି ଜିଲ୍ଲା ନର୍ଲା ହାଇସ୍କୁଲ ଛାତ୍ରି ଶୁଭଦର୍ଶିନୀ ବେରୁକ ଚଳିତବର୍ଷ ମାଧ୍ୟମିକ ଶିକ୍ଷା ପରିଷଦ ଓଡିଶା ତରଫରୁ  ବର୍ଷ 2024 ର ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶିତ ହୋଇଅଛି. ଏହି  ପରୀକ୍ଷା ଫଳ ରେ କଳାହାଣ୍ଡି ଜିଲ୍ଲାର 95.86 ପ୍ରତିଶତ ପାସ୍ ହାର ଥିଲାବେଳେ ଜିଲାରେ ମୋଟ 6 ଜଣ ଛାତ୍ର ଛାତ୍ରୀ 90 ପ୍ରତିଶତ ରୁ ଉର୍ଦ୍ଧ ତଥା ଏ ୱାନ ଗ୍ରେଡ୍ ପାଇଁ ସଫଳତା ହାସଲ କରିଥିବା ବେଳେ,ସେଥି ମଧ୍ୟରୁ ନର୍ଲା ହାଇ ସ୍କୁଲ୍ ର ଶୁଭ ଦର୍ଶିନୀ ବେରୁକ ବ୍ଲକ ରେ ସର୍ବାଧିକ 519 ମାର୍କ ଅର୍ଥାତ୍ 86.5 ପ୍ରତିଶତ ପାଇ ବ୍ଲକ ସ୍ତରରେ  ପ୍ରଥମ ସ୍ଥାନ ଅଧିକାର କରିଛନ୍ତି. ନର୍ଲା ସରକାରୀ ହାଇସ୍କୁଲ ରେ ଅଧୟନ କରୁଥିବା କୁମାରୀ ବେରୁକ ତାଙ୍କର ସଫଳତା ପଛରେ କଠିନ ପରିଶ୍ରମ ଏବଂ ମା ରାମବତୀ ପାତ୍ର ଓ ବାପା କ୍ଷମା ସାଗର ବେରୁକ ଙ୍କ ମାର୍ଗ ଦର୍ଶନ ଏବଂ ସ୍କୁଲ ର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଙ୍କ ଅବଦାନ ରହିଥିବା ପ୍ରକାଶ କରିଛନ୍ତି ବ୍ଲକ ରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଶୁଭ ଦର୍ଶିନୀ ଙ୍କୁ ବିଭିନ୍ନ ମହଲରୁ ସୁବେଛା ର ସୁଅ ଛୁଟିଛି


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   03-May-2026
  ଜିଲ୍ଲା  
ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   03-May-2026
  ରାଜ୍ୟ  
ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   03-May-2026
  ଜିଲ୍ଲା  
*ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   03-May-2026
  ଜିଲ୍ଲା  
*ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   03-May-2026
  ରାଜ୍ୟ  
ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   03-May-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   03-May-2026
  ଜିଲ୍ଲା  
ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   03-May-2026
  ଜିଲ୍ଲା  
କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା   03-May-2026
  ଜିଲ୍ଲା  
ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   03-May-2026
  ଜିଲ୍ଲା  
ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   03-May-2026
  ଜିଲ୍ଲା  
ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   03-May-2026

You Might Also Like