-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲାରେ ମାଟ୍ରୀକପରୀକ୍ଷା ରେଜଲ୍ଟ,୯୪.୩୯% ପାହାର

27-May-2024



ବଲାଙ୍ଗିର(ପ୍ରେରଣା ଖବର ): ବଲାଙ୍ଗୀର ଜିଲ୍ଲାରେ ଚଳିତବର୍ଷ ମାଟ୍ରିକବୋର୍ଡ ପରୀକ୍ଷା ରେଜଲ୍ଟ ଆଶାନୁରୂପ ହୋଇନଥିବା ଜଣାଯାଇଛି । ରାଜ୍ୟର ୩୦ଟି ଜିଲ୍ଲା ମଧ୍ୟରେ ବଲାଙ୍ଗୀର ଜିଲ୍ଲା ତଳପଟୁ ୩ନମ୍ବର ରହିଛି । ଜିଲ୍ଲାର ପାସହାର ମାତ୍ର ୯୪.୩୯% ରହିଛି । ତେବେ ଏ୧ ଗ୍ରେଡରେ ଜିଲ୍ଲାର ୨୬ଜଣ ରହିଥିବା ବେଳେ ସେଥିରୁ ୨୧ଜଣ ଏକ  ନିର୍ଦ୍ଦିଷ୍ଟ ଘରୋଇ ସଂଗଠନର ସ୍କୁଲ ରହିଥିବା ବେଳେ ସରକାରୀ ସ୍କୁଲରୁ ମାତ୍ର ୫ଜଣ ଛାତ୍ରଛାତ୍ରୀ ରହିଛନ୍ତି । ଜିଲ୍ଲାର ସରକାରୀ ସ୍କୁଲଗୁଡିକର ସ୍ଥିତି ଦେଖିଲେ ଅବିଭାବକଙ୍କ ମଧ୍ୟରେ ନୈରାଶ୍ୟ ଖେଳିଯାଉଛି । ସରକାର ଅନେକଗୁଡିଏ ଯୋଜନା କରି ସରକାରୀ ସ୍କୁଲରେ ଶିକ୍ଷାର ମାନ ବଢାଇ କ୍ୱାଲିଟି ଏଜୁକେସନ ଦେବାକୁ କହୁଛନ୍ତି । କିନ୍ତୁ ଗ୍ରାଉଣ୍ଡଜିରୋରେ ତାହା ଫେଲ ମାରିଯାଉଛି । ଶିକ୍ଷାବିଭାଗ ସୂତ୍ରରୁ ମିଳିଥିବା ତଥ୍ୟରୁ ଜଣାଯାଇଛି ଯେ,ଚଳିତବର୍ଷ ୨୦୨୪ ମାଟ୍ରିକବୋର୍ଡରେ ଜିଲ୍ଲାର ୩୬୫ଟି ସ୍କୁଲର ୨୪ହଜାର୪୧୭ଜଣ ଛାତ୍ରଛାତ୍ରୀ ପଞ୍ଜିକୃତ ହୋଇଥିଲେ । ସେଥିରୁ ୨୩ହଜାର୭୪୧ଜଣ ପରୀକ୍ଷାର୍ଥି ପରୀକ୍ଷା ଦେଇଥିଲେ । ସେଥିରୁ ସମୁଦାୟ ୯୪.୩୯% ପରୀକ୍ଷାର୍ଥି ପାସ କରିଛନ୍ତି । ବଲାଙ୍ଗୀର ସହରର କଦମପଡା ସରସ୍ୱତୀ ଶିଶୁମନ୍ଦିରର ଛାତ୍ରୀ ସୋହାନୀ ନାଏକ ମୋଟ୯୪.୬୬ % ମାର୍କ ରଖି ଜିଲ୍ଲାର ଟପ୍ପର ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସରସ୍ୱତୀ ଶିଶୁବିଦ୍ୟାମନ୍ଦିରର ୨୦ଜଣ ଓ ବିଶ୍ୱାତ୍ମାବିଦ୍ୟାମନ୍ଦିରର ୧ଜଣ,ସରକାରୀ ବିଦ୍ୟାଳୟ ମଧ୍ୟରେ ଦେଓଗାଁ ଧଣ୍ଡାମାଳ ପଞ୍ଚାୟତ ହାଇସ୍କୁଲରୁ ୨ଜଣ ,ସଇଁତଳା ବଡମାଳ ହାଇସ୍କୁଲରୁ ୧ଜଣ,କୁଇକେଡା ରେଙ୍ଗାଲି ହାଇସ୍କୁଲରୁ ୧ଜଣ,ଟିଟିଲାଗଡ ମହେଶ୍ୱର ହିନ୍ଦିହାଇସ୍କୁଲରୁ ୧ଜଣ ଏ୧ ଗ୍ରେଡରେ ରହିଥିବା ଜଣାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026

You Might Also Like