-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||     

HOME   ଜିଲ୍ଲା

୪୨ ମୌଜା ବିକାଶ ପରିଷଦ ପକ୍ଷରୁ ମାଟ୍ରିକ ଟପ୍ପରଙ୍କୁ ଅଭିନନ୍ଦନ ଓ ସମ୍ୱର୍ଦ୍ଧନା

27-May-2024



କଟକ(ପ୍ରେରଣା ଖବର):  ୪୨ମୌଜାର ଅଗ୍ରଣୀ ସ୍ବେଛାସେବୀ ସଂଗଠନ ୪୨ମୌଜା ବିକାଶ ପରିଷଦର ସଭାପତି ଆଡଭୋକେଟ କେଶବ ଚନ୍ଦ୍ର କରଙ୍କ ପ୍ରସ୍ତାବ କ୍ରମେ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ସର୍ବୋଚ୍ଚ ନମ୍ୱର ରଖିଥିବା ଛାତ୍ର ଛାତ୍ରୀଙ୍କୁ ଶୁଭେଚ୍ଛା ସହ ସମ୍ମାନିତ କରାଯାଇଛି। ରାଉତରାପୁର ଗ୍ରାମର ତନଜିଲା ମିର୍ଜା ଓ ବହଳପଡା ଗ୍ରାମର ଶ୍ରୀଜିତ ଜେନା ଉଭୟେ ୫୪୦ ନମ୍ୱର୍ ରଖି ଯୁଗ୍ମ ପ୍ରଥମ ହୋଇଥିବା ବେଳେ ପଟଣା ଗ୍ରାମର ପ୍ରୀତିଲିପ୍ସା ଦାସ ୫୨୯ ନମ୍ୱର୍ ରଖି ଦ୍ଵିତୀୟ ଏବଂ ଦଧିବାମନପୁର ମହାପାତ୍ର ସାହିର ଶୁଭଶ୍ରୀ ମହାପାତ୍ର ୫୨୬ ନମ୍ବର ରଖି ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ପରିଷଦ ପକ୍ଷରୁ ସମ୍ପାଦକ ନାଟ୍ୟକାର ସନ୍ତୋଷ କୁମାର ପତି, କୋଷାଧ୍ୟକ୍ଷ ଭଜକୃଷ୍ଣ ଲେଙ୍କା, ଉପଦେଷ୍ଟା ପ୍ରମୋଦ କୁମାର ମହାପାତ୍ର ଓ ଦୀପ୍ତି ରଞ୍ଜନ ଶତପଥୀ ପ୍ରମୁଖ ସମସ୍ତ ଛାତ୍ର ଛାତ୍ରୀ ମାନଙ୍କୁ ପୁଷ୍ପଗୁଚ୍ଛ, ଉପଢୌକନ ପ୍ରଦାନ ପୂର୍ବକ ମିଷ୍ଠାନ ଖୁଆଇ ଶୁଭେଚ୍ଛା ସହ ଶୁଭ କାମନା ଜଣାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026

You Might Also Like