-+91-9937148622 |

prerana_bgr@rediffmail.com |

  Sunday 3rd May 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   (03-May-2026)       ||      *ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   (03-May-2026)       ||      *ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   (03-May-2026)       ||      ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ    (02-May-2026)       ||      ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   (02-May-2026)       ||      ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   (02-May-2026)       ||      ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   (02-May-2026)       ||      +୩ପରୀକ୍ଷାରେ ସଫଳତା : ଶ୍ରେଷ୍ଠ ୧୦ରେ ପାର୍ବତୀଗିରି ମହିଳା ମହାବିଦ୍ୟାଳୟର ୩ଜଣ ଛାତ୍ରୀ   (02-May-2026)       ||      ଅଗ୍ନିକାଣ୍ଡ ନେଲା ମା ଓ ଭାଇ ଙ୍କ ଜୀବନ   (02-May-2026)       ||      ଲୋଇସିଂହା ଅନ୍ତର୍ଗତ ଗୁର୍ଜିଭଟା ରେ ପ୍ରଥମ ନାଇଟ ଫୂଟବଲ ପ୍ରତିଯୋଗିତା ଅନୁଷ୍ଠିତ   (02-May-2026)       ||      ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବର୍ଷି ନାରଦ ଜୟନ୍ତୀ ପାଳିତ    (02-May-2026)       ||      ଜିଲ୍ଲା କଂଗ୍ରେସ ସଭାନେତ୍ରୀ ଜୟନ୍ତୀ ପଟେଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା    (02-May-2026)       ||      ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   (02-May-2026)       ||      ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   (02-May-2026)       ||      *ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   (02-May-2026)       ||      ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   (02-May-2026)       ||      ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   (02-May-2026)       ||      ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ    (02-May-2026)       ||      *ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||     

HOME   ଜିଲ୍ଲା

ଦଶମ ଶ୍ରେଣୀ ପରୀକ୍ଷା ରେ ଜିଲ୍ଲାରେ ଦ୍ଵିତୀୟ ପାଟଣାଗଡ଼ ରେ ପ୍ରଥମ ଅନ୍ଵେଷା ଠାକୁର

27-May-2024



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ)ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ ଦ୍ୱାରା ମ୍ୟାଟ୍ରିକ ପରୀକ୍ଷା ଫଳାଫଳ ଗତକାଲି ପ୍ରକାଶ ପାଇଛି।ଏହି ପରିପ୍ରେକ୍ଷୀରେ ପାଟଣାଗଡ଼ ସହରର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପାଟଣାଗଡ଼ ଲାଇନପଡାର ଦଶମ ଶ୍ରେଣୀ ଛାତ୍ରୀ ଅନ୍ଵେଷା ଠାକୁର ମ୍ୟାଟ୍ରିକ ପରୀକ୍ଷା ରେ ୯୪.୩୩ ପ୍ରତିଶତ ମାର୍କ ରଖି ବଲାଙ୍ଗୀର ଜିଲ୍ଲାରେ ଦ୍ଵିତୀୟ ହୋଇଥିବା ବେଳେ ପାଟଣାଗଡ଼ ଉପଖଣ୍ଡ ରେ ଟପ୍ପର ହୋଇଛନ୍ତି।ଅନ୍ଵେଷା ଙ୍କ ବାପା ଯୁକ୍ତ ତିନି ପାଟଣେଶ୍ୱରୀ ମହିଳା ଡିଗ୍ରୀ କଲେଜ ଅଧ୍ୟକ୍ଷ ଅମିତାଭ ଠାକୁର ଓ ମାତା ଜୟନ୍ତୀ ଠାକୁର ଙ୍କ ଝିଅ ଅଟନ୍ତି।ସେହିପରି  ଭାବରେ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ ଆଦ୍ୟାଶା ପ୍ରିୟଦର୍ଶିନୀ ସୁନା ୯୧.୮୩ ପ୍ରତିଶତ ମାର୍କ ରଖି ସ୍କୁଲରେ ଦ୍ଵିତୀୟ ସ୍ଥାନ ଓ ଆରଜବ ପାଣିଗ୍ରାହୀ ୯୦.୫୦ ପ୍ରତିଶତ ମାର୍କ ରଖି ସ୍କୁଲରେ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ଛାତ୍ରଛାତ୍ରୀ ଙ୍କ ଏହି ସଫଳତା ପାଇଁ ବିଦ୍ୟା ମନ୍ଦିର ର ଅଧ୍ୟକ୍ଷ ତଥା ଗୁରୁଜୀ ଗୁରୁମା ଶୁଭେଚ୍ଛା ଜଣାଇବା ସହ ସେମାନଙ୍କର ଉଜ୍ଜଳ ଭବିଷ୍ୟତ କାମନା କରିଛନ୍ତି। ଏହି ତିନି ଜଣ ଛାତ୍ରଛାତ୍ରୀ ଭବିଷ୍ୟତରେ ଡାକ୍ତର ହୋଇ ଲୋକଙ୍କ ସେବା କରିବେ ବୋଲି ପ୍ରତିକ୍ରିୟା ରଖିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   03-May-2026
  ଜିଲ୍ଲା  
*ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   03-May-2026
  ଜିଲ୍ଲା  
*ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   03-May-2026
  ଜିଲ୍ଲା  
ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ   02-May-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   02-May-2026
  ଜିଲ୍ଲା  
ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   02-May-2026
  ରାଜ୍ୟ  
ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   02-May-2026
  ଜିଲ୍ଲା  
+୩ପରୀକ୍ଷାରେ ସଫଳତା : ଶ୍ରେଷ୍ଠ ୧୦ରେ ପାର୍ବତୀଗିରି ମହିଳା ମହାବିଦ୍ୟାଳୟର ୩ଜଣ ଛାତ୍ରୀ   02-May-2026
  ଜିଲ୍ଲା  
ଅଗ୍ନିକାଣ୍ଡ ନେଲା ମା ଓ ଭାଇ ଙ୍କ ଜୀବନ   02-May-2026
  ଜିଲ୍ଲା  
ଲୋଇସିଂହା ଅନ୍ତର୍ଗତ ଗୁର୍ଜିଭଟା ରେ ପ୍ରଥମ ନାଇଟ ଫୂଟବଲ ପ୍ରତିଯୋଗିତା ଅନୁଷ୍ଠିତ   02-May-2026
  ଜିଲ୍ଲା  
ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବର୍ଷି ନାରଦ ଜୟନ୍ତୀ ପାଳିତ   02-May-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସଭାନେତ୍ରୀ ଜୟନ୍ତୀ ପଟେଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   02-May-2026

You Might Also Like