-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ଓଡ଼ିଆ ସଂସ୍କୃତି, ନାଚଗୀତରେ ଗୁଂଜରିତ ହେଲା ଆବୁଧାବି

27-May-2024



ବଲାଙ୍ଗିର (ଚିତ୍ରସେନ ବେହେରା): ସଂଯୁକ୍ତ ଆରବ ଏମିରଟ୍‌ସ୍‌ର ରାଜଧାନୀ ଆବୁଧାବିରେ ‘ଓଡ଼ିଆ ସମାଜ ଆବୁଧାବି’ ପକ୍ଷରୁ ଉତ୍କଳ ଦିବସ ଉପଲକ୍ଷେ ଗତ ୨୬ ତାରିଖ ଦିନ ଇଣ୍ଡିଆନ୍‌ ସୋସିଆଲ୍‌ ଏଣ୍ଡ୍‌ କଲ୍‌ଚରାଲ୍‌ ସେଂଟର୍‌ ଠାରେ ଏକ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ‘ଉକ୍ରର୍ଷ’ ଆୟୋଜିତ ହୋଇଥିଲା ।

ସମସ୍ତ ଓଡ଼ିଶାବାସୀଙ୍କୁ ବିଦେଶରେ ଓଡ଼ିଶା ସଂସ୍କୃତି ସହିତ ବାନ୍ଧି ରଖିବା ପାଇଁ ଓ ପ୍ରବାସୀ ଓଡ଼ିଆ ପିଲାଙ୍କୁ ଓଡ଼ିଶାର କଳା ଓ ସଂସ୍କୃତିକୁ ଉଜାଗର କରିବା ଦିଗରେ ‘ଉକ୍ରର୍ଷ’ ଏକ ଅଭିନବ ପ୍ରୟାସ ବୋଲି କୁହାଯାଇଛି ।ଏହି କାର୍ଯ୍ୟକ୍ରମରେ ପାରମ୍ପାରିକ ତଥା ଆଧୁନିକ କଳାର ସମନ୍ୱୟ ରକ୍ଷା କରି ଏଠାରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା । କାର୍ଯ୍ୟକ୍ରମ ପ୍ରାରମ୍ଭରେ ପ୍ରସିଦ୍ଧ କଣ୍ଠଶିଳ୍ପୀ ଦେବଂଶୀ ଜଗନ୍ନାଥଙ୍କ ମହିମା ଗାନ କରିଥିଲେ ।

ଭାରତର ସଂଯୁକ୍ତ ଆରବ ଏମିରଟ୍‌ସ୍‌ ରାଜଦୂତ ସଂଜୟ ସୁଧୀର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦୀପ ପ୍ରଜ୍ୱଳନ କରିଥିଲେ । ଓଡ଼ିଶାର କଳା ଓ ସଂସ୍କୃତି ସଂପର୍କରେ ବିଶେଷ ଭାବରେ ଆଲୋକପତା କରିଥିଲେ ମୁଖ୍ୟ ଅତିଥି ଶ୍ରୀ ସୁଧୀର । ଏହି କାର୍ଯ୍ୟକ୍ରମ ଅବସରରେ ଓଡ଼ିଶା ସମାଜ ଆବୁଧାବିର ମୁଖପତ୍ର ‘ପ୍ରବାସୀ ଉକ୍ରର୍ଷ’ ଉନ୍ମୋଚିତ ହୋଇଥିଲା । ସଭା କାର୍ଯ୍ୟ ପରେ ପରେ ଆରମ୍ଭ ହୋଇଥିଲା ସାଂସ୍କୃତିକ କାର୍ଯ୍ୟକ୍ରମ । ଏଥିରେ ଓଡ଼ିଶା ସରକାରଙ୍କ ଦ୍ୱାରା ଆୟୋଜିତ ଗୋଟି ପୁଅ ଲୋକନୃତ୍ୟ ଦର୍ଶକମାନଙ୍କୁ ମନ୍ତ୍ରମୁଗ୍ଧ କରିଥିଲା । ଓଡ଼ିଶାର ବିଶିଷ୍ଟ କଣ୍ଠ ଶିଳ୍ପୀ ଦୀପ୍ତିରେଖା ଓ ସତ୍ୟଜିତ ସଂଗୀତ ପରିବେଷଣ କରିଥିବା ବେଳେ ତାଙ୍କ ଗୀତର ତାଳେ ତାଳେ ଦର୍ଶକମାନେ ଝୁମି ଉଠିଥିଲେ । ବିଶେଷ କରି ଆବୁଧାବିରେ ରହୁଥିବା ପ୍ରବାସୀ ଓଡ଼ିଅମାନଙ୍କ ଦ୍ୱାରା ପରିବେଷିତ ସମ୍ବଲପୁରୀ ନାଚ ଓ ଓଲିଉଡ଼୍‌ ନୃତ୍ୟ ସମସ୍ତଙ୍କୁ ଆକର୍ଷିତ କରିଥିଲା । କାର୍ଯ୍ୟକ୍ରମର ବିଶେଷ ଆକର୍ଷଣ ଥିଲା ଫେସନ୍‌ ସୋ ଏବଂ ଓଡ଼ିଆ ଖାଦ୍ୟ । କାର୍ଯ୍ୟକ୍ରମରେ ସଂଯୁକ୍ତ ଆରବ

ଏମିରଟ୍‌ସ୍‌ର ଅନ୍ୟ ପ୍ରାନ୍ତରୁ ୪୦୦ରୁ ଅଧିକ ଓଡ଼ିଆ ଏଥିରେ ଯୋଗଦାନ କରିଥିଲେ । ଓଡ଼ିଶା ବାହାରେ ଓଡ଼ିଆ ସଂସ୍କୃତି ଓ ସମୃଦ୍ଧ ପରମ୍ପରାକୁ ବଜାୟ ରଖିଥିବାରୁ ଓଡ଼ିଆ ସମାଜ ଆବୁଧାବିର ସଭାପତି ମାନସ ଉଦ୍‌ଗାତା ଖୁସି ବ୍ୟକ୍ତ କରିଥିଲେ । ସାଧାରଣ ସଂପାଦକ କାର୍ତ୍ତିକ ସିଂହ, ସାଂସ୍କୃତିକ ସଂପାଦକ ଜିତେନ୍ଦ୍ର ମିଶ୍ର, ଉପସଭାପତି ରବି ଦାଶ, କୋଷାଧ୍ୟକ୍ଷ ରୋହିତ ପଟେଲ, ଉପଦେଷ୍ଟା ହିମାଂଶୁ ଦାଶ, ଅଶୋକ ପଣ୍ଡା, ପ୍ରଦୀପ ରଥ ପ୍ରମୁଖ କାର୍ଯ୍ୟକ୍ରମ ଆୟୋଜନରେ ବିଶେଷ ଦାୟିତ୍ୱ ନିର୍ବାହ କରିଥିବା କୁହାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like