-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ସ୍ୱର୍ଗୀୟା ବିନୋଦିନୀ ପାଣିଗ୍ରାହି ଙ୍କ ସ୍ମୃତି ଉଦ୍ଦେଶ୍ୟରେ ଥଣ୍ଡା ସର୍ବତ ବଣ୍ଟନ

27-May-2024



(ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ର ବିଶିଷ୍ଟ ବ୍ୟବସାୟୀ ଶୁକ୍ଳlମ୍ୱର ଓ ତ୍ରିଲୋଚନ ପାଣିଗ୍ରାହି ଙ୍କ ସ୍ୱର୍ଗୀୟl ମାତା ବିନୋଦିନୀ ପାଣିଗ୍ରାହି ଙ୍କ  ସ୍ମୃତି ଉଦ୍ଧେଶ୍ୟରେ ଶ୍ରାଦ୍ଧ ଦିବସ ରେ ସ୍ଥାନୀୟ ପ୍ରଭାସ ଲଜ ସମ୍ବୁଖ ରେ ଥଣ୍ଡା ଦହି ସର୍ବତ ବଣ୍ଟନ କରଯାଇଥିଲା l ସ୍ୱଚ୍ଛ ଭାରତ ସଂଗଠନ ସୋନପୁର ମନମୁଣ୍ଡl ର ସଦସ୍ୟ ମାନଙ୍କ ସହଯୋଗ ରେ ଏହି କାର୍ଯ୍ୟକ୍ରମ ଆଜି ସଂଧ୍ୟା ୫ ଟା ରେ   ସର୍ଵ ସଧାରଣ ଙ୍କ ପାଇଁ ଉଦ୍ଧିଷ୍ଟ ଏହି ମହତ କାର୍ଯ୍ୟ କ୍ରମ କୁ ପରିଚାଳନା କରଯାଇଥିଲା l  ପ୍ରତିଷ୍ଠାତା ସଭ୍ୟl  ପଦ୍ମାବତୀ ମେହେର ଙ୍କ ପରାମର୍ଶ କ୍ରମେ ମନୋରଞ୍ଜନ ତ୍ରୀପାଠୀ ଓ ମନୋଜ ପଣ୍ଡା ଙ୍କ ସଂଯୋଜନା ରେ ଏହି ସେବା କାର୍ଯ୍ୟ ଅନୁଷ୍ଟିତ ହୋଇଥିବା ବେଳେ ସ୍ବଚ୍ଛ ଭାରତ ସ୍ବେଚ୍ଛାସେବୀ ପ୍ରମୋଦ କୁମାର ସାହୁ, ଲଡ଼ୁ କିଶୋର ମଲ୍ଲିକ, ପ୍ରତ୍ୟୁଷ ମେହେର, ତ୍ରିଲୋଚନ ତରିଆ, ଜୟନ୍ତ ବେହେରା, ନାରାୟଣ ରଥ, ଶୁଶାନ୍ତ ସାହୁ, ଜୟ ନାରାୟଣ ସାହୁ, ପ୍ରତାପ ଦାଶ, ତ୍ରିଲୋଚନ ପାଣିଗ୍ରାହି, ଗୌରୀ ରଥ, ଦେବାଶିଷ ମିଶ୍ର, ବିରମିତ୍ର ଦଣ୍ଡସେନା, ଅଜୟ ଭୋଇ ପ୍ରମୁଖ ଲୋକ ମାନଙ୍କୁ  ଆଜି ଥଣ୍ଡା  ଦହି ସର୍ବତ ବଣ୍ଟନ କରି ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like