-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ତହସିଲ କୋର୍ଟ ପରିସରରେ ବୃକ୍ଷରୋପଣ ଏବଂ ତହସିଲଦାରଙ୍କ ସହ ଆଲୋଚନା

27-Dec-2020



ବଲାଙ୍ଗୀର, (ପ୍ରେରଣା ଖବର)- ଆଜି ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସ୍ଥାନୀୟ ତହସିଲ କୋର୍ଟ ପରିସରରେ ବୃକ୍ଷରୋପଣ କରାଯାଇ ଥିଲା । ପରେ ତହସିଲ କୋର୍ଟର ବିଭିନ୍ନ ସମସ୍ୟା ଓ ଏହାର ସମାଧାନ ପାଇଁ ଏଠାରେ କାର୍ଯରତ ତହସିଲଦାର ମଘବାନ ବାଗଙ୍କ ସହ ଓକିଲ ମାନେ ବିସ୍ତ୍ରୁତ ଆଲୋଚନା କରିଥିଲେ । ଏହି ଅବସରରେ ତହସିଲ କୋର୍ଟ ଠାରେ ଏକ ସଭାର ଆୟୋଜନ କରାଯାଇଥିଲା । ଜିଲ୍ଲା ଓକିଲ ସଂଘର ସଭାପତି ପ୍ରବୀଣ କୁମାର ମିଶ୍ର  ଓ ସମ୍ପାଦକ ବସୁଦେବ ରଥଙ୍କ ମିଳିତ ପରିଚାଳନାରେ  ଅନୁଷ୍ଠିତ ଏହି ସଭାରେ ନିମନ୍ତ୍ରିତ ଅତିଥି ଭାବରେ ବଲାଙ୍ଗୀର ତହସିଲଦାର ମଘବାନ ବାଗ ଯୋଗ ଦେଇଥିଲେ । ତହସିଲ ଅଫିସରେ ଚାଲିଥିବା ଦଲାଲି ରାଜ ଏବଂ ଷ୍ଟାମ୍ପ ପେପରର କଳାବଜାରୀକୁ କିପରି ରୋକାଯାଇ ପାରିବ ସେ ନେଇ ତହସିଲଦାରଙ୍କ ସହ  ଆଲୋଚନା ହୋଇଥିଲା । ତହସିଲ ଅଫିସରେ ମ୍ୟୁଟେସନ କାମ ଓ ଅନ୍ୟାନ୍ୟ ଜମିବାଡି ସଂକ୍ରାନ୍ତୀୟ କାମରେ ତହସିଲ ଅଫିସର କିଛି ଅସାଧୁ କର୍ମଚାରୀ ଓକିଲ ମାନଙ୍କ ଅଯଥାରେ ହଇରାଣ କରି କାମ ବିଳମ୍ବ କରୁଥିବା ବେଳେ ଲାଞ୍ଚ ଦେଲେ ତୁରନ୍ତ କାମ ହୋଇଯାଉଥିବା ଓକିଲ ମାନେ ତହସିଲଦାରଙ୍କୁ ଅଭିଯୋଗ କରିଥିଲେ । ପୁଣି ତହସିଲ ଅପିସରେ କିଛି କର୍ମଚାରୀ ବର୍ଷ ବର୍ଷ ଧରି ଏଠାରେ ରହି ନିଜର ମନମୁଖୀ କାରବାର ଚାଳାଇ ଆସିଥିବା ଅଭିଯୋଗ ହୋଇଛି । ଏ ନେଇ ସଂପୃକ୍ତ କର୍ମଚାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଶ୍ରୀ ବାଗ ପ୍ରତିଶୃତି ଦେଇଛନ୍ତି । ଜିଲ୍ଲା ଓକିଲ ସଂଘର ସଂପାଦକ ବାସୁଦେବ ରଥଙ୍କ ପରିଚାଳନାରେ ଆୟୋଜିତ ଏହି ଆଲୋଚନାରେ ଅନ୍ୟ ମାନଙ୍କ ମଧ୍ୟରେ ଏଡ୍‌ଭୋକେଟ ରବି ନାରାୟଣ ବହିଦାର, ମାଧବ ପୁରୋହିତ, ସୁରେନ୍ଦ୍ର ମିଶ୍ର, ନୋଟାରୀ କରୁଣାକର ଷଡଙ୍ଗୀ, ଓଁକାର ନାୟକ, ରୁଦ୍ର ଥନାପତି, ସଂଜୀବ ହୋତା, ବାବୁ ପାଣ୍ଡେ, ଲତାଶ୍ରୀ ରାଓ, ସ୍ମିତା ମହାପାତ୍ର, ହରିଶଙ୍କର ପଣ୍ଡା ପ୍ରମୁଖ ଅଂଶଗ୍ରହଣ କରିଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026

You Might Also Like