-+91-9937148622 |

prerana_bgr@rediffmail.com |

  Sunday 3rd May 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ    (02-May-2026)       ||      ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   (02-May-2026)       ||      ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   (02-May-2026)       ||      ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   (02-May-2026)       ||      +୩ପରୀକ୍ଷାରେ ସଫଳତା : ଶ୍ରେଷ୍ଠ ୧୦ରେ ପାର୍ବତୀଗିରି ମହିଳା ମହାବିଦ୍ୟାଳୟର ୩ଜଣ ଛାତ୍ରୀ   (02-May-2026)       ||      ଅଗ୍ନିକାଣ୍ଡ ନେଲା ମା ଓ ଭାଇ ଙ୍କ ଜୀବନ   (02-May-2026)       ||      ଲୋଇସିଂହା ଅନ୍ତର୍ଗତ ଗୁର୍ଜିଭଟା ରେ ପ୍ରଥମ ନାଇଟ ଫୂଟବଲ ପ୍ରତିଯୋଗିତା ଅନୁଷ୍ଠିତ   (02-May-2026)       ||      ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବର୍ଷି ନାରଦ ଜୟନ୍ତୀ ପାଳିତ    (02-May-2026)       ||      ଜିଲ୍ଲା କଂଗ୍ରେସ ସଭାନେତ୍ରୀ ଜୟନ୍ତୀ ପଟେଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା    (02-May-2026)       ||      ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   (02-May-2026)       ||      ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   (02-May-2026)       ||      *ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   (02-May-2026)       ||      ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   (02-May-2026)       ||      ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   (02-May-2026)       ||      ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ    (02-May-2026)       ||      *ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||      ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର    (02-May-2026)       ||      ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||     

HOME   ଅପରାଧ

ଟିଟିଲାଗଡ ଦୋକାନ ପୋଡ଼ି ଘଟଣା ରେ ଜଣେ ଗିରଫ

28-May-2024



ଟିଟିଲାଗଡ(ପ୍ରେରଣା ଖବର ): ଟିଟିଲାଗଡ ସହରରେ ଗତ ଶନିବାର ଦିନ ଭୋର ୪ ଟା ରେ ଘଟିଥିବା ଅଗ୍ନିକାଣ୍ଡ ଘଟଣାରେ ପୁଲିସ ସୋମବାର ଜଣେ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ଆହୁତ ସାମ୍ବାଦିକ ସମ୍ମିଳନୀ ପୁଲିସ ସୂଚନା ଦେଇଛି।ସୂଚନା ଅନୁଯାୟୀ ଗତ ୨୫ ତାରିଖ ଭୋର ୪ ଟା ରେ କେହି ଦୁର୍ବୃତ୍ତ ଓଭାର ବ୍ରିଜ ତଳେ ଥିବା ଦୋକାନ ଗୁଡିକରେ ନିଆଁ ଲଗାଇ ଦେଇ। ଏ ନେଇ ବ୍ୟବସାୟୀ ଅବଦୁଲ ୱାହିଦ୍ ଥାନାରେ ଲିଖିତ ଅଭିଯୋଗ କରିଥିଲେ।ଅଭିଯୋଗ କୁ ଭିତ୍ତିକରି ପୁଲିସ ତଦନ୍ତ କୁ ବ୍ୟାପକ କରିଥିଲା।ପୁଲିସ ତଦନ୍ତରେ ଜାଣିବାକୁ ପାଇଥିଲା ଯେ ଉକ୍ତ ଦିନ ରାଜେଶ କୁମାର ଓ ସାଥୀ ମନୋଜ କୁମାର ଏହି ରାସ୍ତା ଦେଇ ରେଳ ଷ୍ଟେସନ କୁ ଯାଇ ଫେରୁଥିବା ବେଳେ ରାଜେଶ କୁମାର ବିଡି ଟାଣି ଉକ୍ତ ରାସ୍ତାଦେଇ ଯାଇଥିଲା।ବିଡି ଟାଣି ଦୋକାନ ଉପରକୁ ଦୋକାନ ଉପରକୁ ଜଳନ୍ତା ମାଚିସ ଫିଙ୍ଗି ଦେଇଥିଲା।ଫଳରେ ସେଠାରେ ଥିବା ୩୬ ଗୋଟି ଦୋକାନ ପର୍ଯ୍ୟାୟ କ୍ରମେ ନିଆଁରେ ପୋଡ଼ି ୨୦ ଲକ୍ଷ ରୁ ଅଧିକ ଟଙ୍କା ର ସାମଗ୍ରୀ ପାଉଁଶ ହୋଇଯାଇଥିଲା।ପୁଲିସ ଗିରଫ କରି ଜେରା କରିବା ସମୟରେ ଅଭିଯୁକ୍ତ ନିଜ ଅପରାଧ ସ୍ବୀକାର କରିଥିଲା।ଆହୁତ ସାମ୍ବାଦିକ ସମ୍ମିଳନୀ ରେ ଏସଡିପିଓ ଅଙ୍କିତା କୁମ୍ଭାର ଓ ଥାନାଧିକାରୀ ଅବନୀ ସାହୁ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ   02-May-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   02-May-2026
  ଜିଲ୍ଲା  
ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   02-May-2026
  ରାଜ୍ୟ  
ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   02-May-2026
  ଜିଲ୍ଲା  
+୩ପରୀକ୍ଷାରେ ସଫଳତା : ଶ୍ରେଷ୍ଠ ୧୦ରେ ପାର୍ବତୀଗିରି ମହିଳା ମହାବିଦ୍ୟାଳୟର ୩ଜଣ ଛାତ୍ରୀ   02-May-2026
  ଜିଲ୍ଲା  
ଅଗ୍ନିକାଣ୍ଡ ନେଲା ମା ଓ ଭାଇ ଙ୍କ ଜୀବନ   02-May-2026
  ଜିଲ୍ଲା  
ଲୋଇସିଂହା ଅନ୍ତର୍ଗତ ଗୁର୍ଜିଭଟା ରେ ପ୍ରଥମ ନାଇଟ ଫୂଟବଲ ପ୍ରତିଯୋଗିତା ଅନୁଷ୍ଠିତ   02-May-2026
  ଜିଲ୍ଲା  
ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବର୍ଷି ନାରଦ ଜୟନ୍ତୀ ପାଳିତ   02-May-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସଭାନେତ୍ରୀ ଜୟନ୍ତୀ ପଟେଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   02-May-2026
  ଜିଲ୍ଲା  
ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   02-May-2026
  ରାଜ୍ୟ  
ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   02-May-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   02-May-2026

You Might Also Like