-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

କନ୍ଧମାଳ : ଗରିବ ଅସହାୟ ମାନଙ୍କ ସାରଥୀ ପ୍ରିହମ୍ ଚାରିଟେବୁଲ୍ ଟ୍ରଷ୍ଟ ର ଅଧ୍ୟକ୍ଷ କୁନା ଦିଗାଲ..ଭିନ୍ନକ୍ଷମଙ୍କ ଉଚ୍ଚ ଚିକିତ୍ସା ନିମନ୍ତେ ଜିଲ୍ଲାପାଳ ଙ୍କୁ ଅଭିଯୋଗ ପ୍ରଦାନ

28-May-2024



କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ୍ ରାଇଗୁଡ଼ା ଗ୍ରାମର ରାଜୀବ ଦିଗାଲ ଗୋଚ୍ଛାପଡ଼ାରୁ ରାଇଗୁଡ଼ା ନିଜ ଗ୍ରାମକୁ ଯାଉଥିବା ସମୟରେ ସାମ୍ନାରୁ ଆସୁଥିବା ଏକ ବାଇକ୍ ମୁହାଁମୁହିଁ ଧକ୍କାହେଇଥିଲା l ଉକ୍ତ ଧକ୍କାରେ ରାଜୀବଙ୍କୁ ବହୁତ ଆଘାତ ହେଇଥିଲା l ଖବର ପାଇ ତାଙ୍କ ସହପରିବାର ଗୋଚ୍ଛlପଡା ହସ୍ପିଟାଲରେ ଭର୍ତ୍ତି କରି ଚିକିତ୍ସା କରିଥିଲେ l ହେଲେ ସେଠାରୁ ଡକ୍ଟର ତାଙ୍କୁ ଗୋଡ଼ ଭାଙ୍ଗି ଯାଇଥିବା କହି ଅଧିକ ଚିକିତ୍ସା ନିମନ୍ତେ ଫୁଲବାଣୀ ମୂଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ l ଫୁଲବାଣୀରେ ମଧ୍ୟ ତାହା ଭଲ ହେଇ ନ ପାରିବାରୁ ଡକ୍ଟର୍ ତାଙ୍କୁ ବ୍ରହ୍ମହପୁର୍ ମେଡିକାଲକୁ ରେଫର୍ କରିଥିଲେ l ରାଜୀବ ଦିଗାଲ ଜଣେ ନିରୀହ ଗରିବ ମଣିଷ ଟିଏ ହେଇଥିବାରୁ ଉଚ୍ଚତର ଚିକିତ୍ସା କରିବା ପାଇଁ ଅର୍ଥ ଯୋଗାଡ଼ କରି ପାରୁନାହାନ୍ତି l ଏପରିକି ସ୍ୱାସ୍ଥ୍ୟକାର୍ଡରେ ମଧ୍ୟ ତାଙ୍କର ନାମ ନ ଥିବାରୁ ସେ ଅଧିକ ଚିକିତ୍ସା ହେବାରୁ ବଞ୍ଚିତ ହେଉଛନ୍ତି l ଗତ ତା ୧୬.୧୨.୨୦୨୩ ଦୁର୍ଘଟଣା ଘଟି ତାଙ୍କ ଡାହାଣ ଗୋଡ଼ ସମ୍ପୂର୍ଣ୍ଣ ଭାଙ୍ଗି ଯାଇ ଥିବା ବେଳେ ଅର୍ଥ ଅଭାବରୁ ସେ ଫୁଲବାଣୀ ହସ୍ପିଟାଲରୁ ବ୍ରହ୍ମହପୁର ମେଡିକାଲ ଯାଇନ ପାରି ଘରେ ଯନ୍ତ୍ରଣାରେ ପଡ଼ି ରହିଛନ୍ତି l ଏଭଳି ଦୁଃଖଦାୟକ ଖବର ଶୁଣି ପ୍ରିହମ୍ ଚାରିଟେବଲ୍ ଟ୍ରଷ୍ଟ ର ଅଧ୍ୟକ୍ଷ ତଥା ଏ ଆଇ ସି ଡବ୍ଲ୍ୟୁ ସି (NHRC), ନେସନାଲ୍ ହି୍ୟୁମାନ ରାଇଟ୍ସ କାଉନସିଲ୍ (AICWC)ର ରାଜ୍ୟ ଉପସଭାପତି କୁନା ଦିଗାଲ ପୀଡ଼ିତାଙ୍କ ସହ ଫୋନ୍ ରେ ଯୋଗାଯୋଗ କରି ତାଙ୍କୁ ଅଧିକ ଚିକିତ୍ସା କିପରି କରାଯିବ ସେ ନେଇ ଫୁଲବାଣୀ ଜିଲ୍ଲାପାଳଙ୍କ ନିକଟରେ ଆର୍ଥିକ ସହାୟତା ନିମନ୍ତେ ଅଭିଯୋଗ କରିଥିବା ସହିତ ନିଜେ ସହଯୋଗର ହାତ ବଢ଼େଇ ଥିବା ଦେଖିବାକୁ ମିଳିଛି l ଅର୍ଥ ଅଭାବରୁ ଏତେ ମାସ ହେଲା ଉଚ୍ଚ ଚିକିତ୍ସିତ ହେଇ ନପାରି ଘରେ ପଡ଼ି ରହିଛନ୍ତି l ଅଧ୍ୟକ୍ଷ ଶ୍ରୀ ଦିଗାଲଙ୍କ ଏଭଳି ମହାନୀୟ କାମକୁ ଦେଖି ବୁଦ୍ଧିଜୀବୀ ମାନେ ପ୍ରଶଂସା କରିଛନ୍ତି l (ରମେଶ ପଣ୍ଡା ଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like