-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଲୁପ୍ତ ହେବାକୁ ବସିଲାଣି ଗ୍ରାମାଞ୍ଚଳରେ ଶଗଡ଼ ଗାଡି |

28-May-2024



ନବରଙ୍ଗପୁର :-(ମିହିର ଶଙ୍କର ପାତ୍ର,)ଦିନେ ଗାଁ ଗଣ୍ଡାରେ ବସବାସ କରୁଥିବା ସମ୍ଭ୍ରାନ୍ତ ତଥା ସାହୁକାର ଶ୍ରେଣୀର ମୁଖ୍ୟ ପରିଚୟ ଥିଲା ଶଗଡ଼ ଗାଡି |ଗାଁ ଠାରୁ ସହର ପର୍ଯ୍ୟନ୍ତ ଶଗଡ଼ର ବହୁଳ ବ୍ୟବହାର ଦେଖିବାକୁ ମିଳୁଥିଲା |ପୂର୍ବରୁ ଲୋକଙ୍କ ପାଇଁ ଯାତ୍ରୀ ପରିବହନ ଠାରୁ ଆରମ୍ଭ କରି ବିଭିନ୍ନ ଜିନିଷ ପତ୍ର ଅର୍ଥାତ ମାଲ ପରିବହନ ପାଇଁ ଏକ ମାତ୍ର ମାଧ୍ୟମ ଥିଲା ଶଗଡ଼ ଗାଡି |ସେତେବେଳେ ଗାଁ ଗଣ୍ଡାର ଅଧିକାଂଶ ଘରେ ଶଗଡ଼ ଗାଡି ଥିବା ଦେଖିବାକୁ ମିଳୁଥିଲା |କିନ୍ତୁ ବିଜ୍ଞାନ ର ଅଗ୍ରଗତି ଏବଂ ଯନ୍ତ୍ର ଯୁଗର ଆଗମନ ପରେ ଏକଦା ମଣିଷ ମାନଙ୍କ ପାଇଁ ନିତାନ୍ତ ଆବଶ୍ୟକ ଥିବା ଶଗଡ଼ ଗାଡି ଅଲୋଡ଼ା ହୋଇ କ୍ରମଶଃ ବିଲୁପ୍ତ ପାଇବାରେ ଲାଗିଛି ଓ ଶଗଡ଼ ଗାଡିର କେଁ କଟର ଧ୍ୱନି କେବେ ଠାରୁ କାଳର କରାଳ ଗର୍ଭରେ ହଜି ଗଲାଣି |କାଠରେ ନିର୍ମିତ ଓ ପ୍ରଦୂଷଣ ବିହୀନ ପ୍ରାଚୀନ ପରିବହନ ଯନ୍ତ୍ର ଏବେ ଆଧୁନିକତାର ଛାପରେ ବେଶ ଅଲୋଡ଼ା ହୋଇ ପଡିଛି |ପାୱାର ଟିଲର, ଟ୍ରାକ୍ଟର ଆଦି ଆଧୁନିକ କୃଷି ଭିତ୍ତିକ ଯନ୍ତ୍ରରେ ଚାଷକାମ କରି ଧାନ ଅମଳ କରିବା ଏବଂ ପରିବହନ କରିବା ସହଜ ହେଉଛି।ସେହିପରି ପୂର୍ବରୁ ଯାନୀଯାତ୍ରା, ବିବାହ ଘର ତଥା ଜଙ୍ଗଲରୁ କାଠ ଆଣିବା, ବାଲି, ମାଟି, ଇଟା, ପଥର ବୋହିବା କାର୍ଯ୍ୟରେ ବ୍ୟାପକ ଭାବେ ଶଗଡ଼ ଗାଡିର ବ୍ୟବହାର ହେଉଥିଲା | କିନ୍ତୁ କମ ସମୟ ମଧ୍ୟରେ  ଯାତାୟାତ ପାଇଁ ବାଇକ, କାର, ବସ ଭଳି ଯାନବାହାନର ବହୁଳ ପ୍ରଚଳନ ଯୋଗୁଁ ଶଗଡ଼ ଗାଡି ଯାତ୍ରୀ ପରିବହନ ପାଇଁ ଆଦ୍ୟୋ ବ୍ୟବହାର ହେଉନାହିଁ |କାଁ ଭାଁ ଗ୍ରାମାଞ୍ଚଳରେ ଗରିବ,ଆର୍ଥିକ ଦୁର୍ବଳ ଓ ସ୍ୱାବଲମ୍ବୀ ଚାଷୀ ଶଗଡ଼ ଗାଡ଼ିରେ ଧାନକ୍ଷେତରୁ ଧାନ ଅମଳ କରି ଖଳାକୁ ଆଣୁଥିବାର ବିରଳ ଦୃଶ୍ୟ ଦେଖିବାକୁ ମିଲୁଛି |ବହୁବର୍ଷ ପୂର୍ବରୁ ଲୋକେ ବ୍ୟବହାର କରୁଥିବା ଶଗଡ଼ ଗାଡ଼ି ଏବଂ ଏଥିରେ ଲାଗିଥିବା ଚକ ବର୍ଜ୍ୟବସ୍ତୁ ଭଳି କେଉଁଠି ରାସ୍ତା କଡରେ ପଡିଛି ତ କେଉଁଠି ପିଣ୍ଡାରେ ଅଜାଡି ହୋଇ ଧୂଳି ଜମାଟ ବାନ୍ଧି ପରିତ୍ୟକ୍ତ ଅବସ୍ଥାରେ ପଡି ଅତୀତର ସ୍ମୃତିକୁ ଜାହିର କରୁଛି |ଏଭଳି ବିରଳ ଚିତ୍ର ଅତ୍ୟାଧୁନିକ ହାଇଟେକ ସଂସ୍କୃତିର ନୂତନ ପିଢିଙ୍କ ମନରେ ଜିଜ୍ଞାସା ଭାବ ସୃଷ୍ଟି କରୁଛି |କାରଣ ଶଗଡ଼ ନିର୍ମାଣ ପାଇଁ ବ୍ୟବହାର ହେଉଥିବା ଉପଯୁକ୍ତ କାଠ ଏବେ ସୁଲଭ ମୂଲ୍ୟରେ ମିଳୁନାହିଁ |ବଳଦ ଚରାଇବା ପାଇଁ ଲୋକଙ୍କ ଅଭାବ ତଥା ସରକାର କିମ୍ବା ସାମାଜିକ ସ୍ତରରେ ସେମିତି ଶଗଡ଼ ଗାଡ଼ିର ବ୍ୟବହାର ପାଇଁ କୌଣସି ପ୍ରୋତ୍ସାହନ ରାଶି ମିଳୁନାହିଁ |ଫଳରେ ଲୋକେ ଶଗଡ଼ ଗାଡ଼ି ଉପରେ ନିର୍ଭରଶୀଳ ନହୋଇ ଟ୍ରାକ୍ଟର, ପାୱାରଟିଲାର ଓ ହାରଭେଷ୍ଟର ପ୍ରତି ଆଗ୍ରହ ପ୍ରକାଶ କରୁଛନ୍ତି |ତେଣୁ ଶଗଡ଼ ଗାଡ଼ିର ଚାହିଦା ଗାଁ ଠାରୁ ସହର ପର୍ଯ୍ୟନ୍ତ କାଁ ଭାଁ ଦେଖିବାକୁ ମିଲୁଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like