-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ପୁଣି ମଣିଷ ଖାଇଲା ବିଜୁ ଏକ୍ସପ୍ରେସ ୱେ , ହେଲପର ଆହତ ଡ୍ରାଇଭର ମୃତ

28-May-2024



ନୂଆପଡ଼ା  (ରାମନାଥ ପଣ୍ଡା )
ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ ଖଇରା ପଞ୍ଚାୟତ ପୋଡ଼ାଖୁଟ୍ ପାଖରେ ଫୋର୍ ୱେ ଉପରେ ପାହାନ୍ତିଆ ୪ ଟା ରୁ ୫ ଟା ସମୟ ମଧ୍ୟରେ ନୂଆପଡ଼ା ପଟରୁ ସିନାପାଲି ଅଭିମୁଖେ ଯାଉଥିବା କୌଣସି ଏକ ଗାଡ଼ିକୁ ପଛପଟୁ ଅନ୍ୟ ଏକ ମାଲ ବୋଝେଇ ମିନି ଟ୍ରକ୍ ଗତିଶୀଳ ଅବସ୍ଥାରେ ଧକ୍କା ଦେବା ଫଳରେ ମିନି ଟ୍ରକ୍ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଅନୁମାନ କରାଯାଉଛି ।  ଟ୍ରକ୍ ଚାଳକ ତିରୁପତି କୁମାର ସିଂ ପି - ଦିଲୀପ କୁମାର ସିଂ ରାୟଗଡ଼ା ଜିଲ୍ଲା କାଶିପୁର ଥାନା ମାଣ୍ଡବିଶି ଗ୍ରାମର  ଗାଡ଼ି ଭିତରେ ମୃତ୍ୟୁ ହୋଇ ଯାଇଥିବା ବେଳେ ହେଲ୍ପର କୈଳାଶ ଧଙ୍ଗଡାମାଝୀ ପି ରାମନାଥ ଧଙ୍ଗଡା ମାଝୀ ବର୍ତ୍ତମାନ  ଆହତ ଅବସ୍ଥାରେ ବୋଡ଼େନ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି । ହେଳପରଙ୍କ ଅବସ୍ଥା ଅନୁସାରେ ତାଙ୍କୁ ଅନ୍ୟତ୍ର ସ୍ଥାନାନ୍ତରିତ କରାଯାଇ ପାରେ ବୋଲି ଅନୁମାନ ହେଉଛି । ଘଟଣା ସ୍ଥଳରେ ବୋଡ଼େନ ପୋଲିସ ଓ ବୋଡ଼େନ ଅଗ୍ନିଶମ ବିଭାଗ ପହଞ୍ଚି ଗାଡ଼ି ଭିତରେ ଚାପି ହୋଇ ରହିଯାଇଥିବା ଡ୍ରାଇଭରର ଶବକୁ ବାହାର କରି ଏବଂ ଆହାତ ହେଳପର ଉଭୟଙ୍କୁ ଆମ୍ବୁଲାନ୍ସ ଯୋଗେ ବୋଡ଼େନ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇଛନ୍ତି ।ପୋଲିସ ଉଦ୍ଧାର କାର୍ଯ୍ୟ କରିବାସହ ଶବ ବ୍ୟବଚ୍ଛେଦର ବ୍ୟବସ୍ଥା କରିଛି ।ପୋଲିସ ତାର ତଦନ୍ତ ପ୍ରକ୍ରିୟା ଜାରି ରଖିଥିବା ଜଣାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like