-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   (02-May-2026)       ||      *ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   (02-May-2026)       ||      ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   (02-May-2026)       ||      ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   (02-May-2026)       ||      ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ    (02-May-2026)       ||      *ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||      ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର    (02-May-2026)       ||      ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||     

HOME   ଜିଲ୍ଲା

ନର୍ଲା ବ୍ଲକ ରେ ବାଲ୍ୟ ବିବାହ ଭଳି ଏକ ବ୍ୟାଧି କୁ ରୋକିବାକୁ ବ୍ଲକ ପ୍ରଶାସନ ପ୍ରୟାଷ

28-May-2024



ନର୍ଲା( ଚିନ୍ତାମଣି ନାଏକ )
କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ସରିଆଁ ଗ୍ରାମର ଭଗବାନ ତାଣ୍ଡି ଙ୍କ ପୁଅ , ବୟଷ ୨୦ ବର୍ଷ ଏବଂ ଗାଡେବନ୍ଧ ଗ୍ରାମ ପଞ୍ଚାୟତ ଫତକା ବାହାଳି ଗ୍ରାମର ଶୁଶାନ୍ତ ବାଗ ଙ୍କ ଏକ ନାବାଳିକା ଝିଅ,ବୟଷ ୧୬ ବର୍ଷ ଏ ଦୁହିଁ ଙ୍କୁ ଜାତିପ୍ରଥା ଅନୁଯାୟୀ ବୈଦିକ ରୀତିରେ ଆଜି ବୈବାହିକ କାର୍ଯ୍ୟ ଚାଲିଥିବା ବେଳେ କୌଣସି ସୂତ୍ରରୁ ଖବର ପାଇଁ ନର୍ଲା ବ୍ଲକ ସିଡିପିଓ ବିନୋଦିନି ପଣ୍ଡା ଏବଂ ନର୍ଲା ଭାରପ୍ରାପ୍ତ ଥାନା ଅଧିକାରିଣୀ ନମିତା ପାଣିଗ୍ରାହୀ ଓ ଜିଲ୍ଲା ସି. ଡବ୍ଲୁ. ସି ଅଧିକାରୀଙ୍କ ସମେତ ଘଟଣା ସ୍ଥଳରେ ପହଂଚି ବର ଓ କନ୍ୟା ପକ୍ଷ ଙ୍କୁ ବୁଝା ସୁଝା କରି ବିବାହ ଟିକୁ ସ୍ଥଗିତ କରିବାରେ ସଫଳ ହୋଇଥିବା ସୂଚନା ମିଲିଛି ଏବଂ ସମ୍ପୃକ୍ତ ଅଧିକାରୀ ମାନଙ୍କ ଉପସ୍ଥିତି ରେ ବର କନ୍ୟା ଙ୍କ ସହ ତାଙ୍କ ପିତା ମାତା ମାନେ ମଧ୍ୟ ଝିଅର ବୟଷ ସରକାରୀ ଭାବରେ ଧାର୍ଯ୍ୟ ହୋଇଥିବା ସମୟସୀମା ପର୍ଯ୍ୟନ୍ତ ବିବାହ କୁ ସ୍ଥଗିତ ରଖିବା ପାଇଁ ପୃଥକ ପୃଥକ ଭାବରେ ସତ୍ୟପାଠ ଦାଖଳ କରିଥିବା ନର୍ଲା ସମନ୍ୱିତ ଶିଶୁ ବିକାଶ ଅଧିକାରୀଣି ଙ୍କ ଠାରୁ ସୂଚନା ମିଲିଛି ଏଭଳି ନର୍ଲା ଥାନା ଅଧିକାରୀଣି ନମିତା ପାଣିଗ୍ରାହୀ ଓ ସିଡିପିଓ ବିନୋଦିନୀ ପଣ୍ଡା ଙ୍କ କାର୍ଯ୍ୟକୁ ବିଭିନ୍ନ ମହଳରେ ପ୍ରଶଂସା ମିଳିଛି


News Comment




Photo in News

Advertisment
Lastest News
  ରାଜ୍ୟ  
ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   02-May-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   02-May-2026
  ରାଜ୍ୟ  
ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   02-May-2026
  ଜିଲ୍ଲା  
ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   02-May-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ   02-May-2026
  ଜିଲ୍ଲା  
*ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   02-May-2026
  ଜିଲ୍ଲା  
ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   02-May-2026
  ଜିଲ୍ଲା  
ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   01-May-2026

You Might Also Like