-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   (02-May-2026)       ||      *ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   (02-May-2026)       ||      ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   (02-May-2026)       ||      ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   (02-May-2026)       ||      ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ    (02-May-2026)       ||      *ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||      ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର    (02-May-2026)       ||      ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||     

HOME   ଜିଲ୍ଲା

ଯୁକ୍ତ ଦୁଇ ରେ ଅଦିତି କଲେଜ ର ଶତପ୍ରତିଶତ ସଫଳତା

28-May-2024



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ )
ସହରର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଅଦିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଯୁକ୍ତ ଦୁଇ ରେ ଛାତ୍ରଛାତ୍ରୀ ମାନଙ୍କୁ ଅଭୂତପୂର୍ବ ସଫଳତା ମିଳିଛି। ଚତୁର୍ଥ ବର୍ଷ ରେ ପଦାର୍ପଣ କରିଥିବା ଏହି ବିଦ୍ୟାଳୟ ଜିଲ୍ଲା ର ଏକମାତ୍ର ଆବାସିକ ବିଦ୍ୟାଳୟ ଭାବରେ ବେଶ ଜଣାଶୁଣା। ପ୍ରକାଶ ଯୋଗ୍ୟ ଯେ ଚଳିତ ବର୍ଷର ଏହି ବିଦ୍ୟାଳୟ ର ୫୫ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ପ୍ରଥମ ଶ୍ରେଣୀରେ ୩୩ ଜଣ ଉତ୍ତୀର୍ଣ୍ଣ ହୋଇଥିଲାବେଳେ ଦ୍ବିତୀୟ ଓ ତୃତୀୟ ଶ୍ରେଣୀରେ ୧୧ଜଣ ଲେଖାଏଁ ଉତ୍ତୀର୍ଣ ହୋଇଛନ୍ତି। ଏହି ଅନୁଷ୍ଠାନର ଛାତ୍ରୀ  ବିଜୟପ୍ରଭା ସାହୁ ଓ କରିନା ମହାକୁର୍ ଯଥାକ୍ରମେ ଶତକଡ଼ା ୮୬ ଓ ୮୫ ପ୍ରତିଶତ ମାର୍କ ରଖି ଚଳିତବର୍ଷ ଅନୁଷ୍ଠାନ ପାଇଁ ଗୈାରବ ଆଣିଛନ୍ତି। ସର୍ବୋପରି ଅଧ୍ୟକ୍ଷା ଙ୍କର ଦିଗଦର୍ଶନ, ଅଧ୍ୟାପକ ଓ ଅଧ୍ୟାପିକା ଙ୍କର ମାର୍ଗ ଦର୍ଶନ ଓ ଛାତ୍ରଛାତ୍ରୀଙ୍କ କଠିନ ପରିଶ୍ରମ ହିଁ  ସଫଳତାର ମୂଳମନ୍ତ୍ର ବୋଲି ଚେୟାରମେନ ଡ. ଜ୍ୟୋତି ରଞ୍ଜନ ବହିଦାର ପ୍ରକାଶ କରିବାସହ ଏହାର ସମସ୍ତ ଶ୍ରେୟ ଅଧ୍ୟାପିକା ଓ ଅଧ୍ୟାପକ ମାନଙ୍କୁ ପ୍ରଦାନକରି ସମସ୍ତ ଛାତ୍ରଛାତ୍ରୀ ଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   02-May-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   02-May-2026
  ରାଜ୍ୟ  
ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   02-May-2026
  ଜିଲ୍ଲା  
ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   02-May-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ   02-May-2026
  ଜିଲ୍ଲା  
*ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   02-May-2026
  ଜିଲ୍ଲା  
ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   02-May-2026
  ଜିଲ୍ଲା  
ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   01-May-2026

You Might Also Like