-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଯୁବକର ମୃତ୍ୟୁ

28-May-2024



କଣ୍ଟାମାଳ, (ଜୟ କୁମାର ମହାରଣା ) ନିମ୍ନରେ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଯୁବକର ମୃତ୍ୟୁ ହୋଇଥିବା ଜଣା ପଡ଼ିଛି | ସୂଚନା ଅନୁସାରେ ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା ବରଗାଁ ଗ୍ରାମ ପଞ୍ଚାୟତ କୁମେଲବନ୍ଧ ଗ୍ରାମ ନିକଟରେ ନିମ୍ନରେ ଯାଇଥିବା ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣକର ମୃତ୍ୟୁ ହୋଇ ଯାଇଛି l ମୃତକ ଜଣକ କୁମେଲବନ୍ଧ ଗ୍ରାମର କ୍ଷେତ୍ରବାସୀ ପୋଢ ବୋଲି ସୂଚନା ମିଳିଛି | କୁମେଲବନ୍ଧ ଗ୍ରାମର ଉଠା ଜଳ ସେଚନ ପ୍ରକଳ୍ପ ଆଡ଼କୁ ଯାଇଥିବା ୧୧ କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ପଡିଥିବା ବେଳେ ସେହି ବାଟ ଦେଇ କୌଣସି କାମରେ ଯାଉଥିବା କ୍ଷେତ୍ର ପୋଢ ଅସାବଧାନତା ବଶତଃ ଉକ୍ତ ତାର ସଂସ୍ପର୍ଶରେ ଆସିଥିଲେ l ଫଳରେ ବିଦ୍ୟୁତ୍ ଆଘାତରେ ଘଟଣା ସ୍ଥଳରେ ହିଁ କ୍ଷେତ୍ର ମୃତ୍ୟୁ ବରଣ କରିଥିଲେ | ଖବର ପାଇ କଣ୍ଟାମାଳ ଥାନା ପୋଲିସ୍ ଓ ବିଦ୍ୟୁତ୍ ବିଭାଗ ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି | ଉକ୍ତ ବିଦ୍ୟୁତ୍ ତାର କୁ ନିର୍ଦ୍ଧାରିତ ଉଚ୍ଚତାରେ ଟାଣିବା ପାଇଁ ଲୋକେ ବାରମ୍ବାର ବିଦ୍ୟୁତ୍ ବିଭାଗର ଦୃଷ୍ଟି ଆକର୍ଷଣ କରିଥିଲେ ସୁଦ୍ଧା ବିଭାଗ ଏହାକୁ ଅଣଦେଖା କରିଥିଲା | ଯାହା ଫଳରେ ଆଜି ଏକ ନିରୀହ ଜୀବନ ଚାଲି ଗଲା | ଉକ୍ତ ଘଟଣାରେ ସ୍ଥାନୀୟ ଲୋକେ ବିଦ୍ୟୁତ୍ ବିଭାଗ କୁ ଦାୟୀ କରିଛନ୍ତି | ତେବେ କ୍ଷେତ୍ର ଜଣେ ଗରିବ ଶ୍ରେଣୀର ହୋଇଥିବା ବେଳେ ସେ ଏକମାତ୍ର ପରିବାରର ରୋଜଗାରକ୍ଷମ ବ୍ୟକ୍ତି ଥିଲେ | ତାଙ୍କର ମୃତ୍ୟୁ ପରେ ସ୍ତ୍ରୀ ସହ ୪ପୁଅ ଝିଅ ଅନାଥ ହୋଇଛନ୍ତି | ଉକ୍ତ ଗରିବ ପରିବାରକୁ ବିଦ୍ୟୁତ ବିଭାଗ ପକ୍ଷରୁ କ୍ଷତିପୂରଣ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି|


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like