-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଅପରାଧ

ନିରୁଦିଷ୍ଟ ବ୍ୟକ୍ତିଙ୍କ ପରିବାର ଏତଲା ଦେବାର ୪ ମାସ ପରେ ବି ସିନ୍ଧେକେଲା ପୋଲିସର ହାତ ଖାଲି , ପରିବାର ବର୍ଗ ବଲାଙ୍ଗୀର ଏସପିଙ୍କ ଦ୍ବାରସ୍ଥ

29-May-2024



ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ଥାନା ଅନ୍ତର୍ଗତ ପଲସଖଣ୍ଡ ଗ୍ରାମର ନିରାକାର ବେହେରା (୩୧) ନିଖୋଜ ହେବାର ୪ ମାସ ବିତି ଯାଇଥିଲେ ହେଁ ସିନ୍ଧେକେଲା ପୋଲିସର ହାତ ଖାଲି।
ଅଭିଯୋଗ ଅନୁଯାଇ ନିରାକାର ଗତ ୦୪/୧୨/୨୦୨୩ ଦିନ ଠାରୁ ଘରୁ କାମ କରିବାକୁ ବାହାରକୁ ଯାଇ ଆଉ ଫେରି ନ ଥିଲେ। ତେବେ ବହୁ ଖୋଜାଖୋଜି ପରେ ନିରାକାର ର ଖୋଜ ଖବର ନ ମିଲିବାରୁ ୦୯/୦୧/୨୦୨୪ ଦିନ ସିନ୍ଧେକେଲା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏବଂ ସେହିଦିନଠାରୁ ବାରମ୍ବାର ପରିବାର ବର୍ଗ ସିନ୍ଧେକେଲା ଥାନାକୁ ଯାଇ ପଚରା ଉଚୁରା କରି କରି ଥକି ଯାଇଥିଲେ ହେଁ ଘଟଣା ଘଟିବାର ୫ ମାସ ବିତିଯାଇଥିଲେ ହେଁ ସିନ୍ଧେକେଲା ପୋଲିସର ସ୍ଥାଣୁତା

ନେଇ ଶେଷରେ ନିରାକାର ଙ୍କ ସ୍ତ୍ରୀ କେତକୀ ବେହେରା ବଲାଙ୍ଗୀର ଏସପିଙ୍କ ଦ୍ବାରସ୍ଥ ହୋଇ ନିଜ ସ୍ବାମୀଙ୍କୁ ଖୋଜିବାରେ ସହଯୋଗ କରିବାପାଇଁ ଲିଖିତ ଜଣାଇବା ସହ ନିବେଦନ କରିଛନ୍ତି। 
ଏହି ସମୟରେ ଭୁସଲାଡ ସରପଞ୍ଚ ଦୀପକ କୁମାର ଛୁରା, ଓ୍ବାର୍ଡ ସଭ୍ୟ ମନ୍ଧର ବେହେରା, ସୁରେନ୍ଦ୍ର ବେହେରା, ପୀତବାସ ବେହେରା ନିରୁଦିଷ୍ଟ ନିରାକାର ଙ୍କ ବଡ଼ଭାଇ ତୁଲାରାମ ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ତେବେ ଏ ନେଇ ସିନ୍ଧେକେଲା ଆଇଆଇସି ବସନ୍ତ ଦଲାଇ ଙ୍କୁ ପଚାରିବାରୁ ସେ ଖୋଜାଖୋଜି ଚାଳିଛି କାଲି ଆମର ଗୋଟିଏ ଟିମ ଛତିଶଗଡ଼ ମଧ୍ୟ ଯିବାର ଅଛି ବୋଲି କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like