-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||     

HOME   ଜିଲ୍ଲା

ମେସିନ ରେ ଚାଲିଛି ହଳଦୀଡ଼ଙ୍ଗରି ରୁ ଜଗିଚଟାନ ରାସ୍ତା କାମ ପ୍ରଶାସନ ର ଦୃଷ୍ଟି ପଡୁନି

29-May-2024



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,)
ରାଇଘର ମନେରଗା କାମ ଯାହାକି ମହାତ୍ମାଗାନ୍ଧୀ କର୍ମ ନିଯୁକ୍ତି ଯୋଜନା ଏହି ଯୋଜନା ରେ ଶ୍ରମିକ ଙ୍କ ନିଜ ବ୍ୟାଙ୍କ ଖାତାରେ ଯିବ ସରକାରି ପଇସା କିନ୍ତୁ କେତେକ ଜାଗାରେ ଶ୍ରମିକ କାମ ନ କରି ମେସିନ ରେ କରାଯାଉଛି କାମ ଏବଂ ଶ୍ରମିକ ଙ୍କ ନାମ ଦର୍ଶାଇ ଶ୍ରମିକ ଙ୍କ ବ୍ୟାଙ୍କ ଖାତାକୁ ଯାଉଛି ପଇସା ଏଥିପ୍ରତି ପ୍ରଶାସନ ର ନଜର ପଡୁନି ସୂଚନା ଥାଉ କି ନବରଙ୍ଗପୁର ଜିଲ୍ଲାର ରାଇଘର ବ୍ଲକର କୁମୁଲି ପଂଚାୟତ ର ହଳଦୀଡ଼ଙ୍ଗରି ଗ୍ରାମ ରୁ ଯୋଗୀଚଟାନ ଗ୍ରାମ କୁ ସରକାରୀ ତରଫରୁ ରାସ୍ତା  ପାଇଁ ଅନୁମୋଦନ ହୋଇଥିବା ବେଳେ ଏହି ରାସ୍ତା ମେସିନ ସାହାଯ୍ୟ ରେ ତିଆରି ଚାଲିଛି ଏହି କାମ ପାଖରେ କୌଣସି ସୂଚନାଫଳକ ନାହିଁ ଏହି କାର୍ଯ୍ୟ ର ଅଟକଳ ମୂଲ୍ୟ କେତେ ମେଟ ଙ୍କ ନାମ କଣ ତାହା ମଧ୍ୟ ଜଣାପଡ଼ିନାହିଁ ସୂଚନାଥାଉ କି ପଂଚାୟତ ଅଧିକାରୀ ଏହି କାର୍ଯ୍ୟବିଷୟରେ ଜାଣିନଥିବା କହିଛନ୍ତି, ବଡ଼ ଆର୍ଚଯ୍ୟ ର କଥା ବାରମ୍ବାର ସରକାର ଙ୍କ ନିର୍ଦେଶ ରହିଛି କାମ ଆରମ୍ଭ ପୂର୍ବରୁ କାମ ପାଖେ ସୂଚନା ଫଳକ ତିଆରି କରିବାର କିନ୍ତୁ ଏହି ନିୟମକୁ ସମ୍ପୂର୍ଣ ଭାବେ  ଅଣଦେଖା କରାଯାଇଛି ଗୋଟେପଟେ ଲୋକେ କାମ ନ ପାଇଁ ଦାଦନ ଖଟିବାକୁ ଯାଉଥିବା ବେଳେ ଗୋଟେ ପଟେ ଶ୍ରମିକ କୁ କାମ ନ ଦେଇ ମେସିନ ରେ କରାଯାଉଛି ସରକାରି କାମ ଏଥିପ୍ରତି ବ୍ଲକ ର କୈଣସି ପ୍ରଶାସନିକ ଅଧିକାରୀ ଙ୍କ ନଜର ପଡୁନି ଯଥାଶୀଘ୍ର ଜିଲ୍ଲାପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ସାଧାରଣ ରେ ଦାବି ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026

You Might Also Like