-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ପିଇବା ପାଣି ପାଇଁ ବ୍ଲକକାର୍ଯ୍ୟାଳୟ ଆଗରେ ଧାରଣା ଦେଲେ ପୁରୁଷ ଓ ମହିଳା

29-May-2024



ଟିକାବାଲି ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟାଳୟ ଆଗରେ ଆଜି ବୁର୍ବିନାଜୁ ଗ୍ରାମ ପଂଚାୟତ ଅନ୍ତର୍ଗତ ପେନାଗୋବେରୀ ଗ୍ରାମ ଅଡୁକୁଟିନାଜୁ ୱାର୍ଡ ନମ୍ବର ୦୧ ର ଶତାଧିକ ମହିଳା ଓ ପୁରୁଷ ମାନେ ଆସି ହାତରେ ହାଣ୍ଡି ଡେକିଚ, ବାଲଟି ଧରି ବ୍ଲକ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଥିବା ଦେଖିବା କୁ ମିଳିଛି l ସୂଚନା ଅନୁଯାୟୀ ପ୍ରଚଣ୍ତ ଗ୍ରୀଷ୍ମ ପ୍ରବାହ ହେତୁ ଗ୍ରାମରେ ଥିବା କୁଅଁ, ଚୁଆ, ପୋଖରୀ,ନାଳ, ଆଦି ଶୁଖି ଯିବାରୁ ଲୋକେ ପିଇବାପାଣି ପାଇଁ ନାହିଁ ନଥିବା ସମସ୍ୟାର ସମ୍ମୁଖିନ ହେଉଛନ୍ତି l ଏ ନେଇ ଗ୍ରାମବାସୀ ଅନେକ ଥର ସ୍ଥାନୀୟ ସରପଞ୍ଚ, ବି ଡ଼ି ଓ ଏବଂ ଜିଲ୍ଲାପାଳଙ୍କୁ ଦରଖାସ୍ତ ମାଧ୍ୟମରେ ବାରମ୍ବାର ଅଭିଯୋଗ କରିଥିଲେ ଏବଂ ଶେଷରେ ଜୀବିକା ସୁରକ୍ଷା ମଞ୍ଚ ସଂଗଠନ ଦ୍ୱାରା ପ୍ରଶାସନ କୁ ଟ୍ୱିଟ କରି ଅଭିଯୋଗ କରିଥିଲେ ସୁଦ୍ଧା କୌଣସି ସଫଳ ପାଇ ପାରିଲେ ନାହିଁ ତେଣୁ ଆଜି ସମସ୍ତ ଗ୍ରାମବାସୀ ଏକାଠି ହୋଇ ବ୍ଲକ ଅଫିସ ଘେରାଉ କରିବାକୁ ବାଧ୍ୟ୍ୟ ହୋଇଥିଲେ l ଫଳରେ ଆଜି

ଗୋଷ୍ଠୀ ଉନ୍ନୟନଅଧିକାରୀ  ଶ୍ରୀଯୁକ୍ତ ମୋନଜ କୁମାର ପାଢ଼ୀ, ଏବଂ ପାନୀୟ ଜଳ ଯୋଗାଣ କନିଷ୍ଠ ଯନ୍ତ୍ରୀ ଟିକାବାଲି ଶ୍ରୀ ନାରାୟଣ ନାୟକ,ଉପସ୍ଥିତ ମହିଳା ଓ ପୁରୁଷ ମାନଙ୍କୁ ବୁଝା ସୁଝା କରି ଆଜି ଠାରୁ ଟାଙ୍କର ଯୋଗେ ପାଣି ଯୋଗେଇ ଦିଆଯିବ ଏବଂବର୍ତମାନ ବଳବତର ଥିବା ନିର୍ବାଚନ ଆଦର୍ଶ ଆଚରଣ ଵିଧି ର ଅବଧି ସରିଗଲେ ଗ୍ରାମ ପାଇଁ ଏକ ନୂଆ ନଳ କୂପ ଯୋଗାଇ ଦିଆଯିବ ବୋଲି ପ୍ରତିଶୃତି ପାଇବା ରୁ  ପାଣି ପାଇଁ  ଦାବୀ ରେ ଅଡ଼ିବସିଥିବା ପେନାଗୋବେରୀ ଗ୍ରାମବାସୀ ବ୍ଲକ କାର୍ଯ୍ୟାଳୟ ଆଗରୁ ଓହରି ଯାଇଥିବା ଦେଖିବାକୁ ମିଳିଛି l ଆଜିର ଏହି ଆନ୍ଦୋଳନ ରେ ଜୀବିକା ସୁରକ୍ଷା ମଞ୍ଚ ଲୋକସଂଗଠନ ବୁର୍ବିନାଜୁ ଗ୍ରାମପଞ୍ଚାୟତ ର ସଭାନେତ୍ରୀ ଶ୍ରୀମତୀ ରିତା ପ୍ରଧାନ,01 ୱାର୍ଡ ର ୱାର୍ଡ ସଭ୍ୟା ଶ୍ରୀମତୀ ଜସ୍ପିନା ପ୍ରଧାନ, ସଂଗଠନ ସମ୍ପାଦିକା ମନ୍ଦାକିନୀ ପ୍ରଧାନ, ବ୍ଲକ ସଂଯୋଜକ ସଞ୍ଜୟ ଦିଗାଲ ଜି ଉଦୟଗିରି ବ୍ଲକ ସଂଯୋଜିକା , ସସ୍ମିତା ମଳିକ, ଅଜିତ ପ୍ରଧାନ, ଦିଲିପ ପ୍ରଧାନ,ସମେତ ଶତାଧିକ ପୁରୁଷ ଓ ମହିଳା ଉପସ୍ଥିତ ଥିବାର ଦେଖିବାକୁ ମିଳିଛି l

(କନ୍ଧମାଳ ଜିଲ୍ଲା ଟିକାବାଲିରୁ ରମେଶ ପଣ୍ଡାଙ୍କ‌‌‌ ରିପୋର୍ଟ)


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like