-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ବାଲେଶ୍ୱର ଜ଼ିଲ୍ଲା ରେମୁଣା ବ୍ଲକ ସୁତେଇ ପଞ୍ଚାୟତ ରେ ରାଜ୍ୟସଭା ସାଂସଦ ଙ୍କ ଭୋଟ ପ୍ରଚାର

29-May-2024



ବାଲେଶ୍ୱର(ପ୍ରେରଣା ଖବର ):  ବାଲେଶ୍ୱର ଜ଼ିଲ୍ଲା ରେମୁଣା ବ୍ଲକ ସୁତେଇ ରେ ରାଜ୍ୟସଭା ସାଂସଦ ତଥା   ବିଜେଡି ର ଷ୍ଟାର ପ୍ରଚାରକ ନିରଞ୍ଜନ ବିଶି ନିର୍ବାଚନୀ ସଭା କରିଛନ୍ତି l ସଭା  ରେ ସାନ୍ତାଳ,ମୁଣ୍ଡା,କୋଲ୍ହ, ଭୂମିଜ ସମାଜର ଶତାଧିକ ମହିଳା ଏବଂ ପୁରୁଷ ଯୋଗ ଦେଇଥିଲେ l   ରାଜ୍ୟସଭା ସାଂସଦ ଶ୍ରୀ ବିଶି ପ୍ରକାଶ କରିଥିଲେ ଯେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା ଯୋଜନାରେ ସବୁ ମନ୍ଦିର,ମସଜିଦ, ଚର୍ଚ୍ଚ, ଗୁରୁଦ୍ୱାର ର ସୌନ୍ଦର୍ଯ୍ୟକରଣ କରାଯାଇଛି l ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ଗ୍ରାମାଞ୍ଚଳ ର କଳାକାର ମାନଙ୍କୁ ଉତ୍ସାହିତ ଏବଂ ପୁରସ୍କୃତ କରିବା ସହିତ ମାସିକ କଳାକାର ଭତ୍ତା ୧୨ ଶହ ଟଙ୍କା ରୁ ୨ ହଜାର ଟଙ୍କା କରାଯାଉଛି, ନିର୍ମାଣ ଶ୍ରମିକ ମାନଙ୍କୁ ବିଶେଷ ଆର୍ଥିକ ସହାୟତା ଦିଆଯାଉଛି,ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ବିଦ୍ୟୁତ ବିଲ ଛାଡ଼ ପାଇଁ ଘୋଷଣା କରିଥିବାରୁ ୯0 ପ୍ରତିଶତ ପରିବାର ମାଗଣା ବିଜୁଳି ବ୍ୟବହାର କରିବେ,ବିଦ୍ୟୁତ ବିଲ ସରକାର ଭରଣା କରିବେ,ଜଙ୍ଗଲ ଜମି ଚାଷ ବାସ କରୁଥିବା ଆଦିବାସୀ ମାନଙ୍କୁ ଜଙ୍ଗଲ ଜମି ର ପଟ୍ଟା ଦିଆଯାଉଛି  l  ନିଃଶୁଳ୍କ ସ୍ୱାସ୍ଥ୍ୟ ସେବା ସକାଶେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ବର୍ଷକୁ ମହିଳାଙ୍କ ପାଇଁ ଦଶ ଲକ୍ଷ ଏବଂ ପୁରୁଷ ମାନଙ୍କୁ ୫ ଲକ୍ଷ ଟଙ୍କା ସହାୟତା ଦିଆଯାଉଛି lମିଶନଶକ୍ତି ଜରିଆରେ ମହିଳା ସ୍ୱୟଂ ସହାୟକ ଦଳ ପାଇଁ ବିନା ସୁଧରେ ୧୫ ଲକ୍ଷ ଟଙ୍କା ଋଣ, କାଳିଆ ଯୋଜନା, ବଳିଆ ଯୋଜନାରେ କୃଷକ ଏବଂ ବୁଣାକାର ମାନଙ୍କୁ ପ୍ରୋତ୍ସାହନ ରାଶି ସହ ବିନା ସୁଧରେ ଋଣ,ନିର୍ମାଣ ଶ୍ରମିକ ସୁରକ୍ଷା ପାଇଁ ଜନ୍ମ ରୁ ମୃତ୍ୟୁ ପର୍ଯ୍ୟନ୍ତ ଆର୍ଥିକ ସହାୟତା, ମମତା ଯୋଜନାରେ ଗର୍ଭବତୀ ମହିଳାଙ୍କୁ ସହାୟତା,5 ଟି ସ୍କୁଲ କଲେଜ ରେ ଗୁଣାତ୍ମକ ଶିକ୍ଷା ବ୍ୟବସ୍ଥା,  ସବୁ ଗାଁ କୁ ବିଜୁଳି, ପାଣି, ପକ୍କା ରାସ୍ତା ସୁବିଧା, ମାଆ ପେଟ ରୁ ସ୍ମଶାନ ଘାଟ ପର୍ଯ୍ୟନ୍ତ ଜନ ହିତକାରୀ ଯୋଜନା,  ବିଷୟରେ ରାଜ୍ୟସଭା ସାଂସଦ ଶ୍ରୀ ବିଶି ଆଲୋକପାତ କରିଥିଲେ l ଆଦିବାସୀ ଙ୍କ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ଠା ର ସହିତ କାର୍ଯ୍ୟ କରୁଛନ୍ତି ତେଣୁ ଷଷ୍ଠ ଥର ପାଇଁ  ନବୀନ ପଟ୍ଟନାୟକ ଙ୍କୁ ମୁଖ୍ୟମନ୍ତ୍ରୀ କରିବା ପାଇଁ  ବାଲେଶ୍ୱର ଲୋକସଭା ସାଂସଦ ପ୍ରାର୍ଥୀ ଲେଖାଶ୍ରୀ ସାମନ୍ତ ସିଂହାର ଏବଂ ବିଧାନସଭା ର ବିଧାୟକ  ପ୍ରାର୍ଥୀ ମାନଙ୍କୁ ଭୋଟ ଦେବା ପାଇଁ ଆଦିବାସୀ ଭାଇ ଭଉଣୀ ମାନଙ୍କୁ ନିବେଦନ କରିଥିଲେ l ଲତା ସିଂ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like