-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||     

HOME   ରାଜନୀତି

ଭୋଟ ଗ୍ରହଣ ଶେଷ ହେବାକୁ ସପ୍ତାହରୁ ଉର୍ଦ୍ଧ ହେଲାପରେ ବି ଚାଲିଛି ସିନ୍ଧେକେଲାରେ ହାରଜିତର ଅଙ୍କକଶା 

29-May-2024



ସିନ୍ଧେକେଲା(ଦୀନେଶ ଜୈନ): ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରେ ଭୋଟ ଗ୍ରହଣ ଶେଷ ହେବାକୁ ସପ୍ତାହରୁ ଅଧିକ ଦିନ ବିତି ଯାଇଥିଲେ ମଧ୍ୟ ଉକ୍ତ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସିନ୍ଧେକେଲା ଅଞ୍ଚଳର ସବୁଆଡେ ଚାଲିଛି ହାରଜିତ ର ହିସାବ କିତାବ । ସବୁ ସ୍ଥାନରେ ଗୋଟିଏ ଚର୍ଚ୍ଚା କିଏ ଜିତିବ କିଏ କେତେ ଭୋଟ ପାଇବ କିଏ କେଉଁ ସ୍ଥାନରେ ରହିବ । କାହା ମୁଣ୍ଡରେ ହାତୀ ସୁନା କଲସ ଢାଳିବ । ନେତା ଓ କର୍ମୀଙ୍କ ତ ଦୂରର କଥା ସାଧାରଣ ଲୋକେ ମଧ୍ୟ ବିଭିନ୍ନ ସ୍ଥାନରେ ଅଙ୍କକଷା ଦେଖିବାକୁ ମିଳୁଛି । ରାଜନୀତି ସହ କୌଣସି ସମ୍ପର୍କ ନଥିବା ତଥା ଭୋଟର ମଧ୍ୟ ନ ହୋଇଥିବା ସାଧାରଣ ଲୋକେ ଆଗ୍ରହ ସହକାରେ ନିର୍ବାଚନ ଫଳାଫଳ କଣ ହେବ ତାକୁ ପାନ ଦୋକାନ , ଚା ଦୋକାନ ହୋଟେଲ ତଥା ବିଭିନ୍ନ ସ୍ଥାନରେ ଗଣନା କରୁଛନ୍ତି । ସେହିପରି ନେତା ଓ କର୍ମୀମାନେ ବୁଥ ୱାଇଜ ସମୀକ୍ଷା କରିବାରେ ଲାଗିଛନ୍ତି । ଯେଉଁ ଦଳର ନେତା ଓ କର୍ମୀଙ୍କୁ ପଚାରିଲେ ତାଙ୍କ ଦଳ ବହୁ ଭୋଟରେ ବିଜୟୀ ହେବେ ବୋଲି କହୁଛନ୍ତି । ଗତ କିଛିଦିନ ତଳେ

ସିନ୍ଧେକେଲା ଅଞ୍ଚଳ ଚାର୍ଜ ରେ ଥିବା ବିଜେଡି ବରିଷ୍ଠ ନେତା ଅଜୟ ଦାସ ସିନ୍ଧେକେଲା ପହଞ୍ଚି ଦଳୀୟ ନେତା ଓ କର୍ମୀଙ୍କ ସହ ସମୀକ୍ଷା ବୈଠକ କରିଥିଲେ । ସେଥିରେ ମଧ୍ୟ ତାଙ୍କ ଦଳର ବିଧାୟକ ଖୋଦ ନବୀନ ପଟ୍ଟନାୟକ ରହିଥିବାରୁ ବିଜୟ ସୁନିଶ୍ଚିତ ବୋଲି ଆଶା ବାନ୍ଧିଥିଲେ । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବିଜେଡି ଜିଲ୍ଲା ଉପ ସଭାପତି ଉମାକାନ୍ତ ସାହୁ, ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ସନ୍ତୋଷ ନାଏକ,  ବରିଷ୍ଠ ନେତା ମୁନିରାମ ଜୈନ , ରୂପେଶ ବେହେରା, ବାବୁଲାଲ ଅଦା, ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷ ପ୍ରତିନିଧି ତଥା ସିନ୍ଧେକେଲା ସମିତି ସଭ୍ୟ ଭୋଳାନାଥ ବେହେରା , ପୂର୍ବତନ ସମିତି ସଭ୍ୟ ବିସମ୍ବର ସାହୁ, ବୁଲୁ ସିଂଦେଓ , ଫୁଲଚନ୍ଦ ଜୈନ, ବିରଞ୍ଚି ଜାଳ , ଯୁବ ବିଜେଡି ବ୍ଲକ ସଭାପତି ଭକ୍ତବନ୍ଧୁ ବେହେରା, ଫକୀର ତ୍ରିପାଠୀ , ପବିତ୍ର ରଣା, ଭିକାରୀ ବେହେରା, ସୁଶାନ୍ତ ଥନାପତି, ଝରିଆଲ ପୂର୍ବତନ ସରପଞ୍ଚ ଗୋପୀନାଥ ସାହୁ, ରମେଶ ସାହୁ , ଭଗବାନ ଜୈନ, ଅଖିଳ ପଣ୍ଡା ପ୍ରମୁଖଙ୍କ ସହ ଶତାଧିକ କର୍ମୀ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026

You Might Also Like