-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ଟାଟା ପାୱାର ଦ୍ୱାରା ସ୍ମାଟ ମିଟର ଲଗାଣକୁ ବଲାଙ୍ଗିର ନାଗରିକ କମିଟିର ବିରୋଧ

30-May-2024



ବଲାଙ୍ଗିର(ଚିତ୍ରସେନ ବେହେରା): ବଲାଙ୍ଗିର ନାଗରିକ କମିଟିର ସଭାପତି ଡ.ଶ୍ରୀକର ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବଲାଙ୍ଗିର ନାଗରିକ କମିଟିର କାର୍ଯ୍ୟକାରୀ କମିଟି ବୈଠକରେ ସାଧାରଣ ସଂପାଦକ ମଧୁସୂଦନ ନାୟକ ପୂର୍ବ ଅଧିବେଶନର ବିବରଣୀ ପାଠ କରିଥିଲେ। ଟାଟା ପାୱାର ଜୋର ଜବରଦସ୍ତ ସ୍ମାର୍ଟ ମିଟର ଲଗାଉଥିବା ବିଷୟରେ ଅସନ୍ତୋଷ ପ୍ରକାଶ କରିବା ସହିତ କାର୍ଯ୍ୟକାରୀ କମିଟିର ପ୍ରାୟ ସମସ୍ତ ସଦସ୍ୟ ଅଭିଯୋଗ ଆଣିଥିଲେ କି ଏହା ଟାଟା ପାୱାରର ସରଳ ଜନସାଧାରଣଙ୍କ ଉପରେ ଏକ ପ୍ରକାର ଅତ୍ୟାଚାର ସଦୃଶ ଅଟେ । ଜନସାଧାରଣଙ୍କୁ ଭୁଆଁ ବୁଲେଇ ଅଥବା ଭୟ ଦେଖାଇ ଟାଟା ପାୱାର ତାର ସ୍ୱାର୍ଥ ହାସଲ କରିବାକୁ ଚାହୁଁଛି। ଏହା ଅଗଣତାନ୍ତ୍ରିକ ଓ କୌଣସି ପ୍ରକାର ଗ୍ରହଣୀୟ ନୁହେଁ । ତେଣୁ ଏହାର ପ୍ରତିବାଦ କରାଯିବା ଉଚିତ ବୋଲି ବୈଠକରେ ମତପ୍ରକାଶ ପାଇଥିଲା। ଆଗାମୀ ଜୁନ ୧ ତାରିଖରେ ଏ ବିଷୟରେ ସାଧାରଣ ପରିଷଦ ବୈଠକରେ ଆଲୋଚନା ହେବା ପରେ ଜୁନ ୩ ତାରିଖରେ ଇଲେକ୍ଟ୍ରିକାଲ ସୁପରିଟେଣ୍ଡିଂ ଇଞ୍ଜିନିୟରଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତୀକ ଧର୍ମଘଟ ସହିତ ମେମୋରେଣ୍ଡମ ଦିଆଯିବାକୁ ନିର୍ଦ୍ଧାରଣ କରାଯାଇଛି । ଏହା ପରେ ସହରରେ ପ୍ରଦୂଷଣ ଜନିତ ସମସ୍ୟା, ନାଗରିକ କମିଟିର କାର୍ଯ୍ୟାଳୟ ସକାଶେ ଜମି ବ୍ୟବସ୍ଥା, ବୃକ୍ଷରୋପଣ, ବିଦ୍ୟୁତ ବିଭାଗ ଦ୍ୱାରା ଅନାବଶ୍ୟକ ବୃକ୍ଷଛେଦନ, କେନ୍ଦ୍ର ସରକାରଙ୍କ ଦ୍ୱାରା ସ୍ଥାପିତ ଫିଜିଓଥେରାପି କେନ୍ଦ୍ରରେ ଅଧିକ ଫି ଗ୍ରହଣ, ବଲାଙ୍ଗିର ସରକାରୀ ଆୟୁର୍ବେଦ ଫାର୍ମାସିକୁ ଚରମ ଅବହେଳା ପ୍ରଭୃତି ସମସ୍ୟା ଓ ତାର ସମାଧାନ ଦିଗରେ ବିଭିନ୍ନ ପ୍ରସ୍ତାବ ସହିତ ବିଷଦ ଆଲୋଚନା ହୋଇଥିଲା। ଶେଷରେ ସହ ସଂପାଦକ ସୁନୀଲ ଚନ୍ଦ୍ର ବିଶ୍ୱାଲ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like