-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପାଇଁ ଗୌରବ ଆଣିଲେ ପ୍ରତୀକ୍ଷା, ଏ ଅଞ୍ଚଳରେ ଖୁସିର ଲହରୀ

30-May-2024



ଲୋଇସିଂହା, (ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲା ଲୋଇସିଂହା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ଛାତ୍ରୀ ଚଳିତ ମାଟ୍ରିକ ପରୀକ୍ଷା ରେ ୫୫୧ମାର୍କ ରଖି ବିଦ୍ୟାଳୟ ପାଇଁ ଗୌରବ ତଥା ଇତିହାସ ରଚଛନ୍ତି l ଚଳିତ ବର୍ଷ ବିଦ୍ୟାଳୟର ସର୍ବମୋଟ ୪୦ଜଣ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଥିଲେ l ଏହା ମଧ୍ୟ୍ୟରେ ଏ ୧ ଗ୍ରେଡ଼ ରେ ୩ ଜଣ, ଏ ୨ ଗ୍ରେଡ଼ ରେ ଜଣେ, ବି୧ ଗ୍ରେଡ଼ ରେ ୮ ଜଣ,ବି୨ ଗ୍ରେଡ଼ରେ ୧୦ ଜଣ, ସି ଗ୍ରେଡ଼ରେ ୦୬ ଜଣ, ଡ଼ି ଗ୍ରେଡ଼ରେ ୧୧ ଜଣ ଓ ଇ ଗ୍ରେଡ଼ରେ ଜଣେ ପିଲା ପାସ କରିଛନ୍ତି l ଚଳିତ ବର୍ଷ ବିଦ୍ୟାଳୟର ପାସ ହାର ୧୦୦% ରହିଛି |ପ୍ରତୀକ୍ଷା ରାଣୀ ପଧାନ ୬୦୦ମାର୍କରୁ ୫୫୧ ମାର୍କ ରଖି ଏ୧ଗ୍ରେଡ଼ରେ ପାସ କରିଛନ୍ତି l ପ୍ରତୀକ୍ଷା ଙ୍କ ଜନ୍ମ ଏକ ମଧ୍ୟବିତ୍ତ ପରିବାରରେ ହୋଇଥିବା ବେଲେ ବାପା ପ୍ରଦୀପ କୁମାର ପଧାନ ବଡ଼ଟିକା ହାଇସ୍କୁଲ ର ବିଜ୍ଞାନ ଶିକ୍ଷକ  ଅଛନ୍ତି ଓ ମା ସଂଗୀତା ପଧାନ ଜଣେ ଗୃହିଣୀ ଅଟନ୍ତି l ପ୍ରତୀକ୍ଷା ଙ୍କ ଏହି ସଫଳତାରେ ତାଙ୍କ ବାପା ମା, ଶିକ୍ଷକ ଶିକ୍ଷୟିତ୍ରୀ ଓ ସହପାଠୀ ସମସ୍ତେ ଶୁଭେଚ୍ଛା ଜଣେଇବା ସହ ପ୍ରତୀକ୍ଷା ଙ୍କ ଉଜ୍ଜଳ ଭବିଷ୍ୟତ କାମନା କରିଛନ୍ତି l ପ୍ରତୀକ୍ଷା ନିଜ ସଫଳତାର ଶ୍ରେୟ ନିଜ ପିତାମାତା ଓ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଦେଇଛନ୍ତି l ସେହିପରି ଲୋଇସିଂହା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ଆଉ ଜଣେ ଛାତ୍ରୀ ତୁଳସା କିଷାନ ୫୫୦ ମାର୍କ ରଖି ବ୍ଲକ ରେ ଦ୍ଵିତୀୟ ସ୍ଥାନ ଅଧିକାର କରିଥିବା ବେଳେ  ସିମରନ ସାହୁ ୫୪୨ ମାର୍କ ରଖି ଏ୧ ଗ୍ରେଡ଼ ରେ ପାସ ରଖିଛନ୍ତି l ଯାହାକି ଲୋଇସିଂହା ବ୍ଲକ ପାଇଁ ଗୌରବ ର ବିଷୟ l


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like