-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ବିଦ୍ୟୁତବିଭ୍ରାଟକୁ ନେଇ ଅଧିକାରୀଙ୍କ କାର୍ଯ୍ୟକଳାପ ସନ୍ଦେହ ଘେରରେ, ମରାମତି ଆଳରେ କୋଟିକୋଟି ଟଙ୍କାର ମିଥ୍ୟାବିଲ୍ ସନ୍ଦେହ

31-May-2024



ବାଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ସହରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ବ୍ୟାପକମାତ୍ରାରେ ବିଦ୍ୟୁତ ବିଭ୍ରାଟ ହେଉଛି। ପ୍ରବଳ ଗ୍ରୀଷ୍ମପ୍ରବାହ ସମୟରେ ବିଦ୍ୟୁତ ବିଭ୍ରାଟକୁ ଲୋକମାନେ ସହଜରେ ଗ୍ରହଣ କରିପାରୁନାହାଁନ୍ତି l ବର୍ଷତମାମ ମେଣ୍ଟେନାନ୍ସ ଆଳରେ ଶନିବାରଦିନ ମାନଙ୍କରେ ବିଦ୍ୟତକାଟ କରାଯାଇଥାଏ । ତେବେ କିଭଳି ଓ କଣ ସବୁ ମେଣ୍ଟେନାନ୍ସ କରାଯାଉଥିଲା ଯେ,ଏବେ ଠିକ ସମୟରେ ଘଣ୍ଟାଘଣ୍ଟା ବିଦ୍ୟୁତ ବିଭ୍ରାଟ ହେଉଛି ବୋଲି ଜନସାଧାରଣ ପ୍ରଶ୍ନ କରୁଛନ୍ତି । ପୁରୁଣାତାର ମରାମତି, ଟ୍ରାନ୍ସଫର୍ମର ମରାମତି, ମେନଲାଇନ କେବୁଲିଂ ଇତ୍ୟାଦି କରାଯାଉଥିବା କହି ବିଭାଗ କୋଟି କୋଟି ଟଙ୍କାର ବିଲ କରୁଛି। କିନ୍ତୁ ଠିକ ସମୟରେ ଲୋକଙ୍କୁ ଉଚିତ ସେବା ଯୋଗାଇ ପାରୁନାହିଁ । ମେଣ୍ଟେନାନ୍ସ ନାମରେ ନିର୍ଦ୍ଦିଷ୍ଟ ସମୟରେ କାମ କରାଯାଇଥିବା ଦର୍ଶାଇ ମିତ୍ୟାବିଲ କରି ବିଦ୍ୟୁତ ବିଭାଗ ଅର୍ଥ ହଡପ କରୁଥିବା ଜନସାଧାରଣରେ ସନ୍ଦେହ ପ୍ରକାଶ ପାଉଛି । କେତେକ ବିଦ୍ୟୁତ ବିଭାଗର ଠିକଦାର ଏଥିରେ ମୁଖ୍ୟକାର୍ପଟଦାର ସାଜିଥିବା ମଧ୍ୟ ସନ୍ଦେହ କରାଯାଉଛି । କିଛି ବର୍ଷର ଠିକାକାମ କରିଥିବା ଠିକାଦାର ମାନେ ହଠାତ କୋଟି କୋଟି ଟଙ୍କାର ମାଲିକ ସାଜିବା ଏହି ସନ୍ଦେହକୁ ଆହୁରି ଦୃଢିଭୂତ କରୁଛି। ତେଣୁ ରାଜ୍ୟସରକାର ତୁରନ୍ତ ଏଦିଗରେ ପଦକ୍ଷେପ ସ୍ୱରୂପ ମରାମତି କରାଯାଇଥିବା କାମଗୁଡିକର ତଦନ୍ତ କରିବାର ଆବଶ୍ୟକତା ରହିଛି ବୋଲି ଜନସାଧାରଣରେ ଦାବି ହେଉଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like