-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ସିନାପାଲି ବ୍ଲକ ହଲଦୀଖୋଲ ଗ୍ରାମ ଆମ୍ବ ବଗିଚା ରେ ପରିପୂର୍ଣ, ଆଦିବାସୀଙ୍କ ଆତ୍ମ ନିର୍ଭରଶୀଳ ମାଧ୍ୟମ ସାଜିଛି ଆମ୍ବ ବଗିଚା

31-May-2024



* (ଡୋଲୋଶ୍ବର ବାଗ)
ନୂଆପଡ଼ା ଜିଲ୍ଲା ଏକ ଆଦିବାସୀ ବହୁଳ ଜିଲ୍ଲା ଅଟେ। ଆଦିବାସୀ ଙ୍କ ଜୀବନ ଜୀବିକା ସୁରକ୍ଷିତ କରିବା ପାଇଁ ଉଦ୍ୟାନ କୃଷି କୁ ଅଗ୍ରାଧିକାର ଦିଆଯାଇ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ଅନେକ ପ୍ରୋତ୍ସାହନ ପ୍ରଦାନ କରିଛନ୍ତି। ହଲଦୀଖୋଲ ଗ୍ରାମ ରେ ଆଜକୁ ୧୫ ବର୍ଷ ପୂର୍ବେ ଆମ୍ବ ବଗିଚା ନିର୍ମାଣ ହୋଇଅଛି। ସେହି ଆମ୍ବ ଆଜି ସେହି ଆଦିବାସୀଙ୍କ ଆତ୍ମ ନିର୍ଭରଶିଳ ମାଧ୍ୟମ ପାଲଟିଛି।ଗ୍ରାମ ରେ ୬୦ ଗୋଟି ଆମ୍ବ ବଗିଚା ରହିଅଛି। ପ୍ରତ୍ୟେକ ବଗିଚା ପାଇଁ କେନ୍ଦ୍ର ସରକାରଙ୍କ ସହାୟତା ନେଇ ଉଠା ଜଳସେଚନ ବ୍ୟବସ୍ଥା ଯୋଗୁଁ ଗଭୀର ନଳକୂପ ଖନନ କରାଯାଇ ଅଛି। ନଳକୂପ ଜଳ ରେ ଆମ୍ବ ଉଦ୍ୟାନ ଚାଷ କରିଥାନ୍ତି।

ପ୍ରତ୍ୟେକ ଆମ୍ବ ବଗିଚାରେ ଚାଷୀ ମାନେ ୪୦/୫୦ ହଜାର ଟଙ୍କା ଆମ୍ବ ବିକ୍ରି କରି ଲାଭବାନ ହେଉଛନ୍ତି।ୱାଡ଼ି ଯୋଜନା ରେ ବିଶ୍ବ ବ୍ୟାଙ୍କ ରେ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ଏହି ଯୋଜନା ସଫଳ କାର୍ଯ୍ୟ ହେଉ ଥିବା ବେଳେ ପ୍ରତ୍ୟେକ ଫଳ ଚାଷୀ ଙ୍କ ଜମି ରେ ଖନନ ହୋଇଥିବା ଗଭୀର  ନଳକୂପ ଅଚଳ ହୋଇ ପଡ଼ିଛି। ବିଭିନ୍ନ ପ୍ରଜାତିର ଆମ୍ବ ଗଛ  ଢିପ ଜମିରେ ରୋପଣ କରି ଅଳ୍ପ ଜଳ ରେ ଧାନ ର ବିକଳ୍ପ ଚାଷ ପ୍ରଣାଳୀ ରୂପେ ପରିଚିତ ଅଟେ। ଚଳିତ ବର୍ଷ ଆମ୍ବ ଫଳ ରେ ବ୍ୟାପକ ଅମଳ ହେବା ନେଇ ଚାଷୀ ଆଶା ବାନ୍ଧିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like