-+91-9937148622 |

prerana_bgr@rediffmail.com |

  Thursday 30th April 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      Hj   (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||      ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   (30-Apr-2026)       ||      ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||      ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା    (30-Apr-2026)       ||      ସେବାୟତଙ୍କ ମଧ୍ୟରେ ବିବାଦ ଏହି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ   (30-Apr-2026)       ||      ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ    (30-Apr-2026)       ||      ଲୋକଙ୍କ ଅଭିଯୋଗ ପରେ ବଲାଙ୍ଗୀର ମୁନିସିପାଲିଟି ଅଧିକାରୀ ଲୋକଙ୍କ ପାଖରେ ପହଞ୍ଚିଲେ ♦️ ବର୍ଷା ପୂର୍ବରୁ ବରପାଲି ପଡା ତୃତୀୟ ଗଳି ରାସ୍ତା ଓ ଡ୍ରେନ କାମ ସମ୍ପୂର୍ଣ୍ଣ ହେବ    (29-Apr-2026)       ||      ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   (29-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    (29-Apr-2026)       ||     

HOME   ଜିଲ୍ଲା

କନ୍ଧମାଳ: ଡାକ୍ତରଙ୍କ ଚିକିତ୍ସା ଅବହେଳା..ରୋଗୀ ମୃତ୍ୟୁ

31-May-2024



କନ୍ଧମାଳ ଜିଲ୍ଲା ଫୁଲବାଣୀ ମୂଖ୍ୟ ଚିକିତ୍ସାଳୟ ରେ ଡାକ୍ତର ଙ୍କ ଚିକିତ୍ସା ଅବହେଳା ନୋଗୁଁ ରୋଗୀଙ୍କର ମୃତ୍ୟୁ ହେଇଥିବା ଅଭିଯୋଗ ଆଣିଛନ୍ତି ମୃତ୍ୟୁ ରୋଗୀଙ୍କ ପତ୍ନୀ ଅନୁସୟା ଦିଗାଲ l ରୋଗୀଙ୍କ ଘର ରାଶିମେଣ୍ଡି ଫୁଲବାଣୀ ବ୍ଲକ୍ ହେଇଥିବା ବେଳେ ପ୍ରଥମେ ଗୁମାଗଡ଼ ଚିକିତ୍ସାଳୟରେ ଚିକିତ୍ସା ହେଇ ନପାରିବାରୁ ତାଙ୍କୁ ଡାକ୍ତର ଫୁଲବାଣୀ ମୂଖ୍ୟ ଚିକିତ୍ସାଳୟକୁ ରେଫର୍ କରିଥିଲେ l ହେଲେ ଦୁଃଖର ବିଷୟ, ଫୁଲବାଣୀ ମୂଖ୍ୟ ଚିକିତ୍ସାଳୟରେ ଡାକ୍ତରଙ୍କ ଚିକିତ୍ସା ଅବହେଳା ହେଉଥିବା ହେତୁ ରୋଗୀଙ୍କ ମୃତ୍ୟୁ ହେଉଥୁବା ଖବର ଏଭଳି ବାରମ୍ବାର ଦେଖିବାକୁ ମିଳୁଛି l ଏଥି ପ୍ରତି ଜିଲ୍ଲାପାଳଙ୍କ କଡ଼ା ନଜର ରହିଲେ ରୋଗୀ ଉତ୍ତମ ମାନର ଚିକିତ୍ସା ପାଇପାରନ୍ତେ ବଲି ପ୍ରିହମ୍ ଚାରିଟେବୁଲ୍ ଟ୍ରଷ୍ଟ ର ଅଧ୍ୟକ୍ଷ କୁନା ଦିଗାଲ, ଲାଇଫ କ୍ୟାର୍ ଟ୍ରଷ୍ଟ ର ଅଧ୍ୟକ୍ଷ ଏବଂ ମିଳିତ ମଞ୍ଚର ଜିଲ୍ଲା ସଭାପତି ମତ ରଖିଛନ୍ତି l

(ରମେଶ ପଣ୍ଡା ଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026
  ଜିଲ୍ଲା  
ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ   30-Apr-2026
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026
  ଜିଲ୍ଲା  
ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   30-Apr-2026
  ଜିଲ୍ଲା  
ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ   30-Apr-2026
  ଜିଲ୍ଲା  
ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   30-Apr-2026
  ଜିଲ୍ଲା  
*ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   30-Apr-2026
  ଜିଲ୍ଲା  
ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   30-Apr-2026
  ଜିଲ୍ଲା  
Hj   30-Apr-2026
  ରାଜ୍ୟ  
ଗଞେଇ ଜବତ, ଚାଲାଣକାରୀ ଗିରଫ   30-Apr-2026
  ଜିଲ୍ଲା  
ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   30-Apr-2026

You Might Also Like

                               
  ଜିଲ୍ଲା  

Hj