-+91-9937148622 |

prerana_bgr@rediffmail.com |

  Thursday 30th April 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      Hj   (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||      ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   (30-Apr-2026)       ||      ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||      ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା    (30-Apr-2026)       ||      ସେବାୟତଙ୍କ ମଧ୍ୟରେ ବିବାଦ ଏହି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ   (30-Apr-2026)       ||      ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ    (30-Apr-2026)       ||      ଲୋକଙ୍କ ଅଭିଯୋଗ ପରେ ବଲାଙ୍ଗୀର ମୁନିସିପାଲିଟି ଅଧିକାରୀ ଲୋକଙ୍କ ପାଖରେ ପହଞ୍ଚିଲେ ♦️ ବର୍ଷା ପୂର୍ବରୁ ବରପାଲି ପଡା ତୃତୀୟ ଗଳି ରାସ୍ତା ଓ ଡ୍ରେନ କାମ ସମ୍ପୂର୍ଣ୍ଣ ହେବ    (29-Apr-2026)       ||      ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   (29-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    (29-Apr-2026)       ||      ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ    (29-Apr-2026)       ||      ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   (29-Apr-2026)       ||      ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   (29-Apr-2026)       ||     

HOME   ଜିଲ୍ଲା

ମାରୱାଡି ଯୁବା ମଞ୍ଚ ପକ୍ଷରୁ ଦହିପାଣି ବଣ୍ଟନ

31-May-2024



ଡୁଙ୍ଗୁରିପାଲି(ଅରବିନ୍ଦ ମଶ୍ର)-ବର୍ତ୍ତମାନ ପାରଦ ବୃଦ୍ଧି ଯୋଗୁଁ ଗରମ ବଢିବାରେ ଲାଗିଛି । ଦିନ ୧୦ଟାରୁ ରାସ୍ତା ଘାଟ ଖାଁ ଖାଁ ହେବା ସହିତ ଲୋକେ ପାଣି ଉପରେ ନିର୍ଭର କରୁଛନ୍ତି । ଗୁରୁବାର ଡୁଙ୍ଗୁରିପାଲିରେ ସାପ୍ତାହିକ ବଜାର ହେଉଥିବାରୁ ଲୋକେ ବଜାରୁ ଆସିଥାନ୍ତି ପାଣି ପାଇଁ ଡହକ ବିକଳ ହେଉଥିବା ବେଳେ  ଆଜି ଡୁଙ୍ଗୁରିପାଲି ସହର ମଝିରେ ମାରୱାଡି ଯୁବା ମଞ୍ଚ ପକ୍ଷରୁ ଦହି ପାଣି ବଣ୍ଟନ କରାଯାଇଛି । ଯୁବାମଞ୍ଚର ସଭାପତି ଯୋଗେଶ ଅଗ୍ରୱାଲଙ୍କ ତତ୍ତ୍ୱାବଧାରେ  ଉକ୍ତ କାର୍ଯ୍ୟକ୍ରମରେ ଡୁଙ୍ଗୁରିପାଲି ସରପଞ୍ଚ ଚିତ୍ତରଞ୍ଜନ ମିଶ୍ର, ପୂର୍ବ ସଂପାଦକ ଗୋପାଳ ବାରିକ, କୋଶଲ ସାମ୍ବାଦିକ ସଂଘ ସଭାପତି ବିପ୍ରଚରଣ ସାହୁ, କବି ଘନଶ୍ୟାମ ମେହେର, ସାମ୍ବାଦିକ ରତ୍ନାକର ସେଠ ପ୍ରମୁଖ ଯୋଗ ଦେଇ ଉକ୍ତ କାର୍ଯ୍ୟକୁ ମହାନତା ବୋଲି ପ୍ରସଂଶା କରିବା ସହ ଏଭଳି ଜନସେବା ଜାରି ରଖିବାକୁ ଯୁବାମଞ୍ଚର ସଦସ୍ୟମାନଙ୍କୁ ଉତ୍ସାହିତ କରିଥିଲେ । ଜଳଛତ୍ର ଦ୍ୱାରା ଲୋକେ ପାଣି ପାଇ ଉପକୃତ ହେବା ସହ କିଛିମାତ୍ରାରେ ଝାଞ୍ଜିଖରାରୁ ମୁକ୍ତି ପାଇପାରିବେ । କାର୍ଯ୍ୟକ୍ରମରେ ସଂପାଦକ ସଙ୍କେତ ମିତ୍ତଲ, କୋଷାଧ୍ୟକ୍ଷ ପିୟୁ ଅଗ୍ରୱାଲ,  ରାଜ୍ୟ ଉପସଭାପତି ରାକେଶ ଅଗ୍ରୱାଲ, ଅଜିତ ଅଗ୍ରୱାଲ, ସଭ୍ୟ ପପୁ, ପ୍ରଦୀପ, ସୁନୀଳ, ଶ୍ରୀୟାଂଶ , ଭବେଶ, ମହେଶ,  ରିକି , ସୁନୀଳ ଉଗ୍ରୱାଲ,  ଅଜିତ ଅଗ୍ରୱାଲ, ସୁନୀଳ ଗୋୟଲ,  ପ୍ରଦୀପ ଅଗ୍ରୱାଲ,  ମହେଶ ଅଗ୍ରୱାଲ, ସାଉଁରିଆ ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ରହି ସହ ଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026
  ଜିଲ୍ଲା  
ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   30-Apr-2026
  ଜିଲ୍ଲା  
ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ   30-Apr-2026
  ଜିଲ୍ଲା  
ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   30-Apr-2026
  ଜିଲ୍ଲା  
*ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   30-Apr-2026
  ଜିଲ୍ଲା  
ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   30-Apr-2026
  ଜିଲ୍ଲା  
Hj   30-Apr-2026
  ରାଜ୍ୟ  
ଗଞେଇ ଜବତ, ଚାଲାଣକାରୀ ଗିରଫ   30-Apr-2026
  ଜିଲ୍ଲା  
ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   30-Apr-2026
  ଜିଲ୍ଲା  
ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   30-Apr-2026
  ଜିଲ୍ଲା  
ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   30-Apr-2026
  ଜିଲ୍ଲା  
ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା   30-Apr-2026

You Might Also Like

                   
  ଜିଲ୍ଲା  

Hj