-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||     

HOME   ଜିଲ୍ଲା

ଅଘୋଷିତ ବିଦ୍ୟୁତ କାଟ୍ ନେଇ କଲବଲ ଡୁଙ୍ଗୁରିପାଲିବାସୀ

31-May-2024



ଡୁଙ୍ଗୁରିପାଲି(ଅରବିନ୍ଦ ମଶ୍ର)-ଡୁଙ୍ଗୁରିପାଲି ଅଂଚଳରେ ବାରମ୍ବାର ବିଦ୍ୟୁତ ବିଭ୍ରାଟ ଦେଖିବାକୁ ମିଳେ । ବିଭିନ୍ନ ସମୟରେ ମରାମତି ନାଁରେ ଅଧିକାଂଶ ଦିନ, ଏହା ବ୍ୟତୀତ ସାମାନ୍ୟ ପବନ ହେଲେ ବିଦ୍ୟୁତ ଚାଲି ଯାଉଛି । ତାହାପୁଣି ଦୀର୍ଘ ସମୟ ପର୍ଯ୍ୟନ୍ତ ବନ୍ଦ ରହୁଛି । ଯାହାଦ୍ୱାର ସାଧାରଣ ଲୋକେ ଏବଂ ବ୍ୟବସାୟୀକ କ୍ଷେତ୍ରରେ ଅନେକ କ୍ଷତି ଦେଖା ଦେଉଛି ।  ଏଣୁ ଏହାର ସମାଧାନ ପାଇଁ  ଆଗାମୀ ୨୬ ତାରିଖ ପର୍ଯ୍ୟନ୍ତ ବିଦ୍ୟୁତ ବିଭ୍ରାଟର ସମାଧାନ କରାଯାଇ ୨୭ ତାରିଖରୁ ନିରବଛିନ୍ନ ବିଦ୍ୟୁତ ଯୋଗାଣ ଉପରେ ଧ୍ୟାନ ଦେବାକୁ ସ୍ଥାନୀୟ  ବିଦ୍ୟୁତ ବିଭାଗର ଯନ୍ତ୍ରୀଙ୍କୁ ଲିଖିତ ଭାବରେ ଜଣାଇଛନ୍ତି ।  ଏହାର ସମାଧାନ ନ ହେବାରୁ ୨୭ ତାରିଖରେ ଲୋକେ ଧାରଣା ଦେଇଥିଲେ ।  ୨୯ତାରିଖରେ ଏହାର ସମାଧାନ କରାଯିବ ବୋଲି ବିଭାଗ ପକ୍ଷରୁ ପ୍ରତିଶୃତି ପରେ ଧାରାଣାକୁ ସ୍ଥଗିତ କରାଯାଇଥିଲା ।  ତେଣୁ ୨୯ତାରିଖରେ ଯନ୍ତ୍ରୀ ଧରମବୀର ସାହୁ୍‌ଙ୍କ ଅଧ୍ୟକ୍ଷତାରେ  ନିର୍ବାହୀଯନ୍ତ୍ରୀଙ୍କ ଆଲୋଚନା ହୋଇଥିଲା ।  ପ୍ରତି ତିନି ମାସରେ ଥରେ ବିତ୍ୟୁତ ଜନିତ ସମସ୍ୟାର ସମାଧାନ ପାଇଁ  ଅଭିଯୋଗ ଗ୍ରହଣ କରାଯିବା , ସର୍ଟ ସର୍କିଟ ବିଦ୍ୟତ ପାଇଁ ଯେଭଳି କମ ସମୟର  ନିଆଯିବ ସେ ଉପରେ ଗୁରୁତ୍ୱ ଦେବା,  ଲୋ ଭୋଲଟେଜର ସମାଧାନ କରାଯିବ ବୋଲି ପ୍ରତିଶୃତି ଦେଇଥିଲେ । ଆଜି ସକାଳରୁ ଳୋ ବୋଲଟେଜରୁ ସାମାନ୍ୟ ମୁକ୍ତି ମିଳିଛି । ଭୋଲଟେଜ ବଢିଛି ।  ବିଭାଗୀୟ ଅଧିକାରୀମାନେ କିଛିଟା ଅଂଚଳବାସୀଙ୍କ ଦାବୀ ଶୁଣିଛନ୍ତି ।  ବୈଠକରେ  ସହ ସଂପାଦକ ମୃତ୍ୟୁଞ୍ଜୟ ମିଶ୍ର, ପୁର୍ବ ସଂପାଦକ ଗୋପାଳ ବାରିକ,  ଅଶୋକ ଶତପଥି,  ପବିତ୍ର ମୋହନ ପାଣ୍ଡିଆ,ବାବେ ଭରାସଗ୍ରୀଆ,  ସରୋଜ ବିଶ୍ୱାଳ,  ଜିତେନ ଗୁୁରୁ,  ମହେଶ ଅଗ୍ରୱାଲ,ପ୍ରଭୁଦତ୍ତ ନାଏକ, ଲବ ପଧାନ, ବିପ୍ରଚରଣ ସାହୁ ପ୍ରମୁଖ ବିଦ୍ୟୁତ ଉପଭୋକ୍ତା ଉପସ୍ଥିତ ଥିଲେ । 

 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026

You Might Also Like