-+91-9937148622 |

prerana_bgr@rediffmail.com |

  Thursday 30th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||      ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   (30-Apr-2026)       ||      ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||      ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା    (30-Apr-2026)       ||      ସେବାୟତଙ୍କ ମଧ୍ୟରେ ବିବାଦ ଏହି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ   (30-Apr-2026)       ||      ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ    (30-Apr-2026)       ||      ଲୋକଙ୍କ ଅଭିଯୋଗ ପରେ ବଲାଙ୍ଗୀର ମୁନିସିପାଲିଟି ଅଧିକାରୀ ଲୋକଙ୍କ ପାଖରେ ପହଞ୍ଚିଲେ ♦️ ବର୍ଷା ପୂର୍ବରୁ ବରପାଲି ପଡା ତୃତୀୟ ଗଳି ରାସ୍ତା ଓ ଡ୍ରେନ କାମ ସମ୍ପୂର୍ଣ୍ଣ ହେବ    (29-Apr-2026)       ||      ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   (29-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    (29-Apr-2026)       ||      ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ    (29-Apr-2026)       ||      ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   (29-Apr-2026)       ||      ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   (29-Apr-2026)       ||      ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   (29-Apr-2026)       ||      ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   (29-Apr-2026)       ||      ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    (29-Apr-2026)       ||      *ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   (29-Apr-2026)       ||      ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ   (29-Apr-2026)       ||      ପୂର୍ବତନ ଜୁନିଅର ଇଞ୍ଜିନିୟର ଭିଜିଲାନ୍ସ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ   (29-Apr-2026)       ||      ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାରରେ ପଟ୍ଟଚିତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ   (29-Apr-2026)       ||     

HOME   ଜିଲ୍ଲା

ମେଧାବୀ ବିଦ୍ୟାର୍ଥୀ ମାନଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା _

31-May-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ବିଗତ ବାର୍ଷିକ   ହାଇସ୍କୁଲ ପରୀକ୍ଷାରେ ଏ.୧  ଗ୍ରେଡ଼ ରେ କୃତିତ୍ୱ ହାସଲ କରିଥିବା ଜିଲ୍ଲାର ୨୫ ଜଣ ମେଧାବୀ ବିଦ୍ୟାର୍ଥୀ ଙ୍କୁ  ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ପଶାସନ ତରଫରୁ  ଏକ ବିଶେଷ କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି | ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ ପ୍ରଥମେ ସମସ୍ତଙ୍କୁ  ସ୍ଵାଗତ କରିବା ସହ ଆମ ଜିଲ୍ଲା ର ଗତ ବାର୍ଷିକ ହାଇସ୍କୁଲ ପରୀକ୍ଷା ରେ ରାଜ୍ୟସ୍ତର ରେ ଉଲ୍ଲେଖନୀୟ ପ୍ରଦର୍ଶନ ତଥା ଏ -୧ ଗ୍ରେଡ଼ ହାସଲ କରିଥିବା ୨୫ ଜଣ ଛାତ୍ର ଛାତ୍ରୀଙ୍କ ବିଷୟରେ ଉଲ୍ଲେଖ କରିଥିଲେ । ଜିଲ୍ଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ ଉପସ୍ଥିତ ମେଧାବୀ ଛାତ୍ରଛାତ୍ରୀ ତଥା ସେମାନଙ୍କ ଅନୁଷ୍ଠାନର ମୁଖ୍ୟ ମାନଙ୍କୁ ସମ୍ବର୍ଦ୍ଧିତ କରିବା ସହ ଆମ ଜିଲ୍ଲାର ଗୌରବ ବୃଦ୍ଧି କରିଥିବା ଏହି ମେଧାବୀ ବିଦ୍ୟାର୍ଥୀ ମାନେ ଆଗାମୀ ଦିନରେ ଆହୁରି ଉତ୍ସାହଜନକ ପ୍ରଦର୍ଶନ ପାଇଁ ପ୍ରୟାସ ଜାରି ରଖିବା ପାଇଁ ଆହ୍ୱାନ ଦେଇଥିଲେ । ଏହି ଅବସରରେ ମେଧାବୀ ଛାତ୍ରଛାତ୍ରୀଙ୍କ ମଧ୍ୟରୁ   ଆଲୋକ ମହଲା ଓ ସୁଲଗ୍ନା ଫରିକାର ପ୍ରମୁଖ ନିଜ ସଫଳତା ର ରହସ୍ୟ ତଥା ଆଗାମୀ  ଜୀବନର ଲକ୍ଷ୍ୟ ସମ୍ପର୍କରେ ସୂଚନା ଦେଇଥିଲେ । ସାହାରା ଟ୍ରଷ୍ଟ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ମଞ୍ଜୁଲତା ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ । ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ ଙ୍କ  ସମେତ କୃତି ଛାତ୍ର ଛାତ୍ରୀ, ସେମାନଙ୍କ ପିତା ମାତା ଓ ବିଦ୍ୟାଳୟର ପ୍ରଧାନଶିକ୍ଷକ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ପ୍ରକାଶ ଯୋଗ୍ୟ ଯେ ନିମ୍ନଲିଖିତ ୨୫ଜଣ ଛାତ୍ର ଛାତ୍ରୀ ଚଳିତ ବର୍ଷ ଏ-୧ ଗ୍ରେଡ୍ ହାସଲ କରି ଜିଲ୍ଲାର ଗୌରବ ବୃଦ୍ଧି କରିଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଗଞେଇ ଜବତ, ଚାଲାଣକାରୀ ଗିରଫ   30-Apr-2026
  ଜିଲ୍ଲା  
ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   30-Apr-2026
  ଜିଲ୍ଲା  
ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   30-Apr-2026
  ଜିଲ୍ଲା  
ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   30-Apr-2026
  ଜିଲ୍ଲା  
ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା   30-Apr-2026
  ରାଜ୍ୟ  
ସେବାୟତଙ୍କ ମଧ୍ୟରେ ବିବାଦ ଏହି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ   30-Apr-2026
  ରାଜ୍ୟ  
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଲୋକଙ୍କ ଅଭିଯୋଗ ପରେ ବଲାଙ୍ଗୀର ମୁନିସିପାଲିଟି ଅଧିକାରୀ ଲୋକଙ୍କ ପାଖରେ ପହଞ୍ଚିଲେ ♦️ ବର୍ଷା ପୂର୍ବରୁ ବରପାଲି ପଡା ତୃତୀୟ ଗଳି ରାସ୍ତା ଓ ଡ୍ରେନ କାମ ସମ୍ପୂର୍ଣ୍ଣ ହେବ   29-Apr-2026
  ଜିଲ୍ଲା  
ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   29-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    29-Apr-2026
  ରାଜ୍ୟ  
ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ   29-Apr-2026
  ରାଜ୍ୟ  
ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   29-Apr-2026

You Might Also Like