-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ପଲ୍ଲିଶ୍ରୀ ହାଇସ୍କୁଲରେ ଅବସରକାଳୀନ ସମ୍ବର୍ଦ୍ଧନା ସଭା

31-May-2024



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ସଦର ବ୍ଲକ ସଦାଇପାଲି ପଲ୍ଲିଶ୍ରୀ ହାଇସ୍କୁଲ ଠାରେ ପ୍ରଧାନ ଶିକ୍ଷକ ବୃନ୍ଦାବନ ମହାକୁରଙ୍କ ସଭାପତିତ୍ୱରେ ସ୍କୁଲ ପରିସରରେ  ଅବସରକାଳୀନ ସମ୍ବର୍ଦ୍ଧନା ପର୍ବ ଅନୁଷ୍ଠିତ ହୋଇଯାଛି । ଆଜିର ଏହି ପର୍ବରେ ବିଦ୍ୟାଲୟର ପ୍ରତିଷ୍ଠାତା ଡ. ଶ୍ରୀକର ମିଶ୍ର ମୁଖ୍ୟଅତିଥି ଭାବରେ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବରେ ଓଷ୍ଟା ପୂର୍ବତନ ସଭାପତି ବିନୋଦ ବିହାରୀ ପାଣିଗ୍ରାହୀ, ସଦାଇପାଲି ଗ୍ରାମ ପଂଚାୟତର ସମିତି ସଭ୍ୟ ଗୁଲାପ ବାଗ, ବିଦ୍ୟାଲୟ ସଭାପତି ଫକୀରମୋହନ ଥାଟି ମଞ୍ଚାସୀନ ଥିଲେ l ଦୀର୍ଘ ବର୍ଷ ହେବ ଜିଲ୍ଲାର ବିଭିନ୍ନ ସ୍କୁଲରେ ଶିକ୍ଷକ ଭାବରେ କାର୍ଯ୍ଯ କରି ଆସୁଥିବା କଳା ଶିକ୍ଷକ ସୁଧୀର କୁମାର ନାଏକ ଏବଂ ଚତୁର୍ଥ ଶ୍ରେଣୀ କର୍ମାଚାରୀ ଭାବରେ କାର୍ଯ୍ଯ କରି ଆସୁ ଥିବା ଭଜରାମ ମିଶ୍ର ଉଭୟ ଆଜି ତାଙ୍କର କାର୍ଯ୍ୟକାଳ ସମ୍ପୂର୍ଣ୍ଣ ହୋଇଥିବାରୁ ଅବସର ନେଇଛନ୍ତି । ଆଜି ବିଦ୍ୟାଲୟ ପରିସରରେ ଶତାଧିକ ପୁରାତନ ଛାତ୍ରଛାତ୍ରୀ ଏବଂ  ବିଦ୍ୟାଲୟର ପୁରାତନ ଓ ନୂତନ କମିଟି ସଦସ୍ୟଙ୍କ ଉପସ୍ଥିରେ ଉଭୟ ଶ୍ରୀ ନାଏକ ଏବଂ ଶ୍ରୀ ମିଶ୍ରଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନାରେ ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ବର୍ଦ୍ଧନା ଦିଆଯାଇଥିଲ । ବିଦ୍ୟାଲୟ ପକ୍ଷରୁ ଚିନମୟୀ ଦାଶ, ସୁଧାନିଧି ମିଶ୍ର, ସଂସ୍କୃତୀ ପଟ୍ଟନାୟକ, ଜଗନ୍ନାଥ ସାହୁ, ଲବ ବିଶ୍ୱାଲ, ଦୀଲିପ ନାଏକ, ସୁନାଧର ନାଏକ, ଦିନ ବନ୍ଧୁ ବାଗ ପୁରାତନ ଛାତ୍ରଛତ୍ରୀ ନାରାୟଣ ପ୍ରସାଦ ମିଶ୍ର, ପ୍ରଦୀପ୍ତ କୁମାର ମିଶ୍ର, ରମାକନ୍ତ ନାଏକ, ପୃଥିରାଜ ପଟେଲ, ପବିତ୍ର ନାଏକ, ଶୁନିଲ ରାଉତ କମିଟୀର ସଦସ୍ୟ ମାନଙ୍କୁ ମଧ୍ୟରୁ ପ୍ରମୋଦ କୁମାର ମିଶ୍ର, ରମେଶ ନାଏକ, ସତ୍ୟବାଦୀ ନାଏକ, ବିରଚିଂ ନାରାୟନ ସାଏ ପ୍ରମୁଖ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like