-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||     

HOME   ଜିଲ୍ଲା

ପଲଶାଗୋରା କଲେଜରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା

31-May-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ପଲଶାଗୋରା ପଞ୍ଚାୟତ କଲେଜର କନିଷ୍ଠ କିରାଣୀ ଅମ୍ବିକା ପ୍ରସାଦ ପ୍ରଧାନ କଲେଜ ରେ ୩୫ବର୍ଷ କାର୍ଯ୍ୟକରି ୩୧ମଇ ୨୦୨୪ରେ ଅବସର ଗ୍ରହଣ କରିଛନ୍ତି |ଏହି ଅବସରରେ ଶୁକ୍ରବାର ସକାଳୁ କଲେଜ ଅଧ୍ୟକ୍ଷ ଦେବେନ୍ଦ୍ର ନାରାୟଣ ପଣ୍ଡାଙ୍କ ସଭାପତିତ୍ବରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ଶ୍ରୀ ପ୍ରଧାନଙ୍କୁ ଉତ୍ତରୀୟ, ପୁଷ୍ପ ଗୁଚ୍ଛ ଓ ଉପହାର ସ୍ୱରୂପ ଦେଇ ତାଙ୍କର ବାକି ସମୟ ସୁସ୍ଥ ଓ ନିରାମୟ କାମନା

କରିଥିଲେ କଲେଜ ର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ |ଶ୍ରୀ ପ୍ରଧାନ କଲେଜ ରେ ଜଣେ କିରାଣୀ ଭାବେ କାର୍ଯ୍ୟ କରୁଥିଲେ ହେଁ ସେ ସବୁବେଳେ ଭଲ ପାଠପଢି ଭଲ ମଣିଷ ହେବାକୁ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରୁଥିବା ବେଳେ କ୍ରୀଡା କୁ ମଧ୍ୟ ଗୁରୁତ୍ୱ ଦେଇ କ୍ରୀଡା ଶିକ୍ଷକଙ୍କୁ ସହଯୋଗ କରି ଆସୁଥିଲେ |ସେ ସବୁବେଳେ କର୍ମ ତତ୍ପର ହୋଇ କଲେଜ ର ପ୍ରତ୍ୟେକ କାମରେ ସହଯୋଗ କରି ଆସୁଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026

You Might Also Like