-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଅପରାଧ

ନବବଧୁଙ୍କୁ ହତ୍ୟା ଘଟଣା , ସ୍ବାମୀ, ଦେଢଶୁର ସହ ଶ୍ବଶୁର ଜେଲ ଗଲେ

31-May-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ) : ବୌଦ୍ଧ ଜିଲ୍ଲା ଘଣ୍ଟା ପଡ଼ା ଥାନା ଅନ୍ତର୍ଗତ ଗିଧାମାଲ ଗ୍ରାମରେ ଜଣେ ବିବାହିତ ଯୁବତୀଙ୍କୁ ହତ୍ୟା ଘଟଣାରେ ଆଜି ସ୍ବାମୀ, ଶ୍ବଶୁର ସହ ଦେଢ଼ଶୁରଙ୍କୁ ପୁଲିସ ଗିରଫ କରିଥିବା ଜଣାପଡ଼ିଛି | ସୂଚନା ଅନୁସାରେ କଳାହାଣ୍ଡି ଜିଲ୍ଲା ଏମ ରାମପୁର ଥାନା ଖରଜୁରା ଗ୍ରାମର ଧନେଶ୍ୱରି ମାଝୀ ( ୨୧) ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଘଣ୍ଟା ପଡ଼ା ଥାନା ଗିଧାମାଲ୍ ଗ୍ରାମର କେଶରାଜ୍ ମାଝିଙ୍କୁ ଗତ ୨୦୨୩ ମସିହା ଜାନୁଆରୀ ୧୦ତାରିଖରେ ବୈଦିକ ରୀତିରେ ବିବାହ କରିଥିଲେ | ବିବାହର କିଛି ଦିନ ପରେ ଧନେଶ୍ୱରୀଙ୍କୁ ଯୌତୁକ ବାବଦରେ ଏକ ଲକ୍ଷ ଟଙ୍କା ଓ ଏକ ଭରି ସୁନା ଗହଣା ଆଣିବାକୁ ବାଧ୍ୟ କରୁଥିବା ଝିଅର ବାପା ଅଭିଯୋଗ କରିଥିଲେ | ଯୌତୁକ ପାଇଁ ପାରିବାରିକ କଳହ ଲାଗି ରହିଥିବା ବେଳେ ଧନେଶ୍ଵରି କିଛି ଦିନ ବାପ ଘରେ ରହି ଆସୁଥିବା ବେଳେ ଗତ ୨ମାସ ହେବ ଗିଧାମାଳ ଗ୍ରାମକୁ ଆସିଥିଲେ | ଗତ ୨୮ ତାରିଖ ରାତିରେ ପରିବାର ସହ ଝିଅ କଥା ହୋଇଥିବା ବେଳେ ୨୯ ତାରିଖ ଝିଅର ମୃତ୍ୟୁ ହୋଇଥିବା ଫୋନ୍ କରି ଜଣାଇ ଥିଲେ | ଫୋନ୍ ପାଇବା ପରେ ବାପା ନିଜ ସମ୍ପର୍କୀୟଙ୍କ ସହ ଗିଧାମାଲ୍ ଗ୍ରାମରେ ପହଞ୍ଚି ଝିଅ ମରି ପଡ଼ିଥିବା ଦେଖିବାକୁ ପାଇଥିଲେ | ଝିଅର ନାକ ଓ ମୁହଁ ରୁ ଫେଣ ବାହାରୁଥିବା ବେଳେ ଯୌତୁକ ପାଇଁ ତାକୁ ତଣ୍ଟି ଚିପି ହତ୍ୟା କରିଥିବା ବାପା ଅଭିଯୋଗ କରିଛନ୍ତି | ଏ ନେଇ ପରିବାର ପକ୍ଷରୁ ଥାନାରେ ଲିଖିତ ଅଭିଯୋଗ କରାଯାଇଥିବା ବେଳେ ଘଣ୍ଟା ପଡ଼ା ଥାନାରେ ୮୬/୨୪ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ଥିବା ବେଳେ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଶବକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଥିଲା | ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ସାଇଣ୍ଟି ଫିକ ଟିମ୍ ଘଟଣା ସ୍ଥଳରେ ପହଞ୍ଚି ଶବକୁ ଉଦ୍ଧାର କରାଯାଇ ତଦନ୍ତ ଜାରି ରହିଥିବା ବେଳେ ପୁଲିସ ହତ୍ୟା ଘଟଣାରେ ସଂପୃକ୍ତ ଥିବା ୩ଜଣକୁ ଆଜି ଗିରଫ କରିଥିବା ଜଣାପଡ଼ିଛି | ଗିରଫ ଅଭିଯୁକ୍ତ ମାନେ ହେଲେ ସ୍ବାମୀ କେଶରାଜ ମାଝୀ, ଶ୍ବଶୁର ଲିଙ୍ଗ ମାଝୀ ( ୬୫) ଓ ଦେଢ଼ଶୁର ତେଜରାଜ୍ ମାଝୀ (୩୪) ବୋଲି ଜଣା ପଡିଛି | ସମସ୍ତ ଅଭିଯୁକ୍ତଙ୍କୁ ଆଜି ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ବେଳେ ଜାମିନ ନାମଞ୍ଜୁର ହେବାରୁ ସମସ୍ତଙ୍କୁ ଜେଲ ହାଜଦକୁ ପଠାଇ ଦିଆ ଯାଇଥିବା ଘଣ୍ଟାପଡ଼ା ଥାନା ଅଧିକାରୀ ମାଧବ ଚନ୍ଦ୍ର ଟାକ୍ରି ସୂଚନା ଦେଇଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like