-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ରକ୍ତ ଦାନ କରି ପ୍ରସୂତି ମହିଳାଙ୍କ ଜୀବନ ବଞ୍ଚାଇଲେ ଦଧିବାମନ

31-May-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
ସୋନପୁର ମୁଖ୍ୟ ଚିକିତ୍ସାଳୟ ଠାରେ ବୀରମହାରାଜପୁର ବ୍ଲକ ବଡମାଲ ବହଲ ପଦର୍ ଗାଁ ର ପ୍ରସୂତି ମହିଳା ସୁଜାତା ପଧାନ ଙ୍କୁ ରକ୍ତ ଦାନ କରି ଜୀବନ ବଂଚାଇଲେ ରକ୍ତ ଦାତା ଦଧି ବାମନ ସାହୁ l ସ୍ଥାନୀୟ ରକ୍ତ ଭଣ୍ଡାର ରେ ବର୍ତ୍ତମାନ ଦେଖା ଦେଇଥିବା ରକ୍ତ ର ସଙ୍କଟ ବେଳେ ଏଭଳି ଅସମୟରେ ପ୍ରଭୂ ଦଧି ବାମନ ରୂପରେ  ହଠାତ୍ ରକ୍ତ ଦାନ କରିବାକୁ ପହଞ୍ଚି ଗଲେ ଘମଣ୍ଡିଆ ପାଲି ବୀରମହାରାଜପୁର ଅଞ୍ଚଳ ର ୨୮ ବର୍ଷୀୟ ଯୁବକ ଦଧି ବାମନ ସାହୁ l ଯିଏ କି ଅନେକ ଥର 0 ପଜିଟିଭ ରକ୍ତ ଦାନ କରି ଶ୍ରୀ ସାହୁ ଅନେକ ରୋଗୀ ଙ୍କ ଜୀବନ ବଞ୍ଚାଇ ଛନ୍ତି l ଆଉ ଏ ମହତ ସେବା ର ସୁଯୋଗ ଓ ପ୍ରେରଣା ଲାଭ କରି ଛନ୍ତି  ରକ୍ତ ଆୟୋଜକ ତଥା ପୋଲିସ କର୍ମଚାରୀ ମନୋଜ ପଣ୍ଡା, ସୁଧାଂଶୁ ମେଣ୍ଡଲୀ, ନିମେଇଁ ଖଣ୍ଡଗିରି ଓ ଧନଞ୍ଜୟ ଭୋଇ ଙ୍କ ପାଇଁ ବୋଲି ଶ୍ରୀ ସାହୁ ପ୍ରକାଶ କରିଛନ୍ତି l ଏଭଳି ଗ୍ରୀଷ୍ମ ପ୍ରବାହ ରେ ରକ୍ତ ର ସଙ୍କଟ ବେଳେ ନୂତନ ଯୁବ ପୀଢ଼ି ରକ୍ତ ଦାନ କରିବାକୁ ଓ ରୋଗୀ ଙ୍କ ଜୀବନ ରକ୍ଷା ପାଇଁ ଆଗେଇ ଆସିବାକୁ ସୁବର୍ଣ୍ଣପୁର ରକ୍ତ ଦାତା ସଂଘ ର ଜିଲ୍ଲା ସଭାପତି ମନୋଜ୍ ପଣ୍ଡା ନିବେଦନ କରିଛନ୍ତି l ପ୍ରକାଶ ଥାଉ କି ଯେ ବିଗତ ଏସପି ଶ୍ରୀ ଅମରେଶ ପଣ୍ଡା ଙ୍କ କାର୍ଯ୍ଯ କାଳ ଭିତରେ ତାଙ୍କ ନେତୃତ୍ଵ ରେ ଶହ ଶହ ରକ୍ତ ଦାନ ଶିବିର ଆୟୋଜନ କରାଇବାରେ ଓ ଜିଲ୍ଲା ତଥା ପାଖ ପଡ଼ୋଶୀ ଜିଲ୍ଲା ରେ ରକ୍ତ ର ଅଭାବ ଦୂର କରିବାରେ ଉଲ୍ଲେଖନୀୟ ଅବଦାନ ଥିଲା l ଓ ଓଡ଼ିଶାରେ ରେକର୍ଡ ସୃଷ୍ଟି ହୋଇ ଥିବା ସୂଚନା ଅଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like