-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||     

HOME   ଜିଲ୍ଲା

ଲୋକମାନଙ୍କ ସମସ୍ୟା ଦୂର କରିବା ସହିତ ସାମ୍ବାଦିକ ମାନଙ୍କ ମାନ ରଖିଲେ

31-May-2024



ଟିକାବାଲି(ରମେଶ ପଣ୍ଡା ): -କନ୍ଧମାଳ ଜିଲ୍ଲା ଟିକାବାଲି ବ୍ଲକ ଅନ୍ତର୍ଗତ ବୁର୍ବିନାଜୁ ଗ୍ରାମପଞ୍ଚାୟତ, ପେନାଗବେରୀ ଗ୍ରାମ ବାସୀଙ୍କ ଦୁଃଖ ଦୂର କଲେ, ପ୍ରଶାସନ l ଗତ୨୯.୦୫.୨୯୨୪ ତାରିଖ ବୁଧବାର ଦିନ ଗ୍ରାମବାସୀ ପିଇବା ପାଣି ପାଇଁ ଟିକାବାଲି ବ୍ଳବ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଥିଲେ l ଫଳରେ ଟିକାବାଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ମନୋଜ କୁମାର ପାଢ଼ୀ  ଏକ ପ୍ରତିଶୃତି ଦେଇଥିଲେ ଯେ, ଟ୍ୟାଙ୍କର ଯୋଗେ ପାଣି ଦିଆଯିବ ବୋଲି,ଉକ୍ତ ଗ୍ରାମରେ ପାଣିସମସ୍ୟା ସମାଧାନ ପାଇଁ ସାମ୍ବାଦିକ ମାନଙ୍କ ସମେତ କନ୍ଧମାଳ ପ୍ରଗତି ମିଳିତ ମହାସଂଘ ତରଫରୁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପାଢ଼ୀ ମହୋଦୟ ଙ୍କୁ ଅନୁରୋଧ କରାଯାଇଥିଲା  l ଫଳସ୍ୱରୂପ ଶ୍ରୀଯୁକ୍ତ ପାଢ଼ୀ ନିଜ ବାକ୍ୟ ରଖିବାକୁ ଯାଇ ଅବସରର ଶେଷ ସମୟ ହୋଇଥିବା ସ୍ୱତେ ଜ଼ିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲଙ୍କୁ ଉକ୍ତ ଗାଁରେ ନଳକୂପ ଖୋଲିବା ପାଇଁ ଅନୁରୋଧ କରିଥିଲେ ଯାହା କି ଆଜି ପେନାଗବେରୀ ଗ୍ରାମବାସୀଙ୍କୁ ଟ୍ୟାଙ୍କର ଯୋଗେ ପାଣି ଯୋଗାଇବା ସହିତ ନଳକୂପ ଖୋଲି ପାଣିସମସ୍ୟାର ସମାଧାନ କରିଛନ୍ତି l 
ବାସ୍ତବରେ ଶ୍ରୀ ପାଢ଼ୀ ହେଉଛନ୍ତି ଜଣେ ଦରଦୀ ବନ୍ଧୁ ଭାବ ରେ ଟିକାବାଲି ଅଞ୍ଚଳ ରେ ବେସ ପରିଚିତ, ଏହା ସହିତ ଗରିବ ଅସହାୟ , ଦୁଃଖୀ ରଙ୍କୀଙ୍କ କଥାକୁ ଠିକ  ଭାବରେ ବୁଝିପାରନ୍ତି ଏବଂ ସାହାଯ୍ୟ ଓ ସହଯୋଗ ର ହାତ ବଡେଇ ପ୍ରାୟତଃ, ଛୋଟ ବଡ଼ ସମସ୍ୟାର ସମସ୍ୟା ଟିକୁ ସମାଧାନ ନିଶ୍ଚିତ କରିବାକୁ ଅଙ୍ଗିକାର ବଧିତ ହୁଅନ୍ତି l ଏପରି ପ୍ରତ୍ୟେକ କ୍ଷେତ୍ରରେ ଶ୍ରୀ ପାଢ଼ୀ ଜସ୍ବସ୍ବୀ ଅର୍ଜନ କରିଥାନ୍ତି l
 ଫଳରେ ଆଜି ପେନାଗବେରୀ ଗ୍ରାମବାସୀ ଙ୍କ ମନରେ ଖୁସି ଓ ଆନନ୍ଦ ଉଲ୍ଲାସ କହିଲେ ନ ସରେ  କାରଣ ଗ୍ରାମବାସୀ ଅନେକ ଦୁଃଖ ଓ କଷ୍ଟରେ ପିଇବା ପାଣି ପାଇଁ ହନ୍ତ ସନ୍ତ ହେଉଥିଲେ ଗ୍ରାମବାସୀ ଙ୍କ ପାଇଁ ଦେବ ଦୂତ ସାଜି ଦୁଃଖ ଦାଉ ରୁ ଉଦ୍ଧାର କଲେ ବି ଡ଼ି ଓ. ମନୋଜ କୁମାର ପାଢ଼ୀ  l 
      ଏହି ଖୁସିରେ ସମସ୍ତ ଗ୍ରାମବାସୀ ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ସାଲିମା ପ୍ରଧାନ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ମନୋଜ କୁମାର ପାଢ଼ୀ,ଜି ଉଦୟଗିରି ଜଳ ଯୋଗାଣ ଏସ. ଡ଼ି. ଓ, ରଙ୍କନିଧି ମାଝୀ,ଏବଂ ଗ୍ରାମ୍ୟ  ଜଳ ଯୋଗାଣ କନିଷ୍ଠ ଯନ୍ତ୍ରୀ ଶ୍ରୀ ନାରାୟଣ ନାୟକଙ୍କୁ ଜୀବିକା ସୁରକ୍ଷା ମଞ୍ଚ ଲୋକ ସଂଗଠନ, ଓଡିଶା ଗ୍ରାମ୍ୟ ଉର୍ଣ୍ଣୟନ ସଂସ୍ଥା, ଓ ମହାସଂଘ ତରଫରୁ ଅଶେଷ ଅଶେଷ ଧନ୍ୟବାଦ  ଅର୍ପଣ କରିଥିବା ଦେଖିବାକୁ ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   28-Apr-2026
Qwert   28-Apr-2026
Jk   28-Apr-2026
  ଜିଲ୍ଲା  
କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼   28-Apr-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   28-Apr-2026
  ଜିଲ୍ଲା  
*ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   28-Apr-2026
  ଜିଲ୍ଲା  
ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   28-Apr-2026
  ଜିଲ୍ଲା  
ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   28-Apr-2026
  ଜିଲ୍ଲା  
ସିଲ୍ ହେଲା ବେଆଇନ ବାଲି ଘାଟ   28-Apr-2026
  ଜିଲ୍ଲା  
ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   28-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   28-Apr-2026
  ଜିଲ୍ଲା  
ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   27-Apr-2026

You Might Also Like

   
  ଜିଲ୍ଲା  

Qwert

   
  ଜିଲ୍ଲା  

Jk