-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

କୁଚିଣ୍ଡାର ଜଣେ ଯୁବକଙ୍କ ମୃତ ଦେହ ବାଲିଖମାରରୁ ଉଦ୍ଧାର କଲା ପୋଲିସ, ହତ୍ୟା ସନ୍ଦେହ 

01-Jun-2024



ତରଭା(କପିଳାସ ସେଠ ): ମୃତ ଯୁବକଙ୍କ ଗ୍ରାମ ଠାରୁ ପ୍ରାୟ ୨୦୦କି ମି ଦୂର ର ତରଭା ବ୍ଲକ ବାଲିଖମାର ଗ୍ରାମର ଏକ ଚାଷ ଜମିରୁ ପୋଲିସ ଦ୍ୱାରା ଶବଉଦ୍ଧାର ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇ ପଡିଛି  I ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ  ଶୁକ୍ରବାର ସକାଳ ୧୦ଟାରେ ବାଲିଖମାର ନିବାସୀ ସୁରେନ୍ଦ୍ର ରଣାଙ୍କ ଚାଷ ଜମିରେ ଜଣେ ଯୁବକ ମରି ପଡିଥିବା ସମନ୍ଧେ ପୋଲିସକୁ ଖବର ମିଳିଥିଲା।ଖବର ପାଇ କମସରା ଫାଣ୍ଡି ଅଧିକାରୀ ଗଜାନନ ବେହେରା ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ତଦନ୍ତ ଆରମ୍ଭ କରିଥିଲେ।ମୃତକ ନିକଟରୁ ମିଳିଥିବା ମୋବାଇଲରୁ ଯୁବକ ଜଣଙ୍କ କୁଚିଣ୍ଡା ନିବାସୀ ପାଣ୍ଡକୋ କଉଡ଼ିଙ୍କ ପୁଅ ମିଥୁନ କଉଡ଼ି ଆନୁମାନିକ ବୟସ ୨୨ ବୋଲି ପୋଲିସ ଜାଣିବାକୁ ପାଇଛି।ସାଇଣ୍ଟିଫିକ ଟିମ ଘଟଣାସ୍ଥଳକୁ ଆସି ତଦନ୍ତ ପରେ ଶବ ବ୍ୟବଚ୍ଛେଦ ପାଇଁ ପଠାଯାଇଥିଲା । ଯୁବକଙ୍କ ମୃତ୍ୟୁ ୪/୫ ଦିନ ପୂର୍ବରୁ ହୋଇଥିବା ପୋଲିସ ଅନୁମାନ କରୁଛି। ପ୍ରାୟ ୫/୬ ଦିନ ପୂର୍ବେ ମିଥୁନ କାମ କରିବା ପାଇଁ ତାମିଲନାଡୁ ଯାଉଛି କହି ଘରୁ ଆସିଥିବା ପୋଲିସର ପ୍ରାଥମିକ ତଦନ୍ତ ରୁ  ଜାଣିବାକୁ ପାଇଛି।ତାମିଲନାଡୁ ଯାଉଛି କହି ଘରୁ ଆସିଥିବା ବେଳେ ପୋଲିସ ର ସୂଚନା ଅନୁଯାୟୀ ମିଥୁନ ବାଲିଖମାରକୁପାଇପ ଲାଇନ କରିବା ପାଇଁ ଆସିଥିବା କହୁଛି I କେଉଁ କାରଣ ତାର ମୃତ୍ୟୁ ହେଲା,  କେମିତି ଆସିଲା ତାକୁ ନେଇ  ଅଞ୍ଚଳ ରେ ଚର୍ଚ୍ଚାର ବିଷୟ ହୋଇଛି।ମୃତ ମିଥୁନର ମୁଣ୍ଡ ଓ ଛାତିରେ ଆଘାତ ଥିବାରୁ ଏହାଏକ ସୁଚିନ୍ତିତ ହତ୍ୟାକାଣ୍ଡ ବୋଲି ଅନୁମାନ କରାଯାଉଛି।ବର୍ତ୍ତମାନ ପୋଲିସ ଏସମ୍ବନ୍ଧେ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ କରି ତଦନ୍ତ ଚଳାଇଛି।ଆଜି ମିଥୁନ ଙ୍କପରିବାର ଲୋକେ ଆସି  ଶବ ନେଇ ଥିବାର ଆଇ ଆଇ ସି  ଅନିତା କିଡୋ  ପ୍ରକାଶ କରିଛି I ଏହି ଘଟଣା ର ସତ୍ୟା ସତ ରହସ୍ୟ ଉନ୍ମୋଚନ କରିବା ପାଇଁ ବିଭିନ୍ନ ମହଲ ରୁ ଦାବୀ ହେଉଛି I 

 


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like