-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ପ୍ରଧାନ ଶିକ୍ଷକ କୃଷ୍ଣ ସାହୁ ଙ୍କୁ ଅବସର କାଳୀନ ସମ୍ୱର୍ଦ୍ଧନା

01-Jun-2024



 ତରଭା(କପିଳାସ ସେଠ ): ତରଭା ବ୍ଲକ ମରାଡୁଗୁଛା କ୍ଲଷ୍ଟର ଅନ୍ତର୍ଗତ ବନ୍ଧକେଡ଼ା ପ୍ରାଥମିକ ବିଦ୍ୟାଳୟ ପରିସରରେ ଶିକ୍ଷକ ଗାନ୍ଧୀ ପାଢ଼ୀ ଙ୍କ ଅଧ୍ୟକ୍ଷତା ରେଅବସର କାଳୀନ ସମ୍ୱର୍ଦ୍ଧନା ସଭା ଅନୁଷ୍ଠିତ ହୋଇ ଯାଇଛି I ବନ୍ଧକେଡ଼ା ସ୍କୁଲର ବରିଷ୍ଠ ତଥା ପ୍ରଧାନ ଶିକ୍ଷକ କୃଷ୍ଣ ଚନ୍ଦ୍ର ସାହୁ ଶୁକ୍ରବାର   ଚାକିରୀରୁ ଅବସର ଗ୍ରହଣ କରିଥିବାରୁ ଏକ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଥିଲା  l ସମ୍ବର୍ଦ୍ଧନା ଉତ୍ସବ ରେ  ମୁଖ୍ୟ ଅତିଥି ଭାବେ ଗୋଷ୍ଟୀ ଶିକ୍ଷା ଅଧିକାରୀ ନାରାୟଣ ମିଶ୍ର, ସମ୍ମାନିତ ଅତିଥି ଭାବେ ଏବିଇଓ ସତ୍ୟନାରାୟଣ ମହାପାତ୍ର ଓ ସ୍କୁଲ ପରିଚାଳନା କମିଟି ସଭାପତି ଶିବ ପ୍ରସାଦ ମାଝୀ ଯୋଗ ଦେଇଥିଲେ l ମୁଖ୍ୟ ଅତିଥି ଅବସର ପ୍ରାପ୍ତ ଶିକ୍ଷକ ଶ୍ରୀ ସାହୁ ଙ୍କ ଆଦର୍ଶ ଶିକ୍ଷକତା, ସୁ ପରିଚାଳନା  ଅନ୍ୟ ମାନଙ୍କ ପାଇଁ ଉଦାହରଣ ବୋଲି ମତ ଦେଇଥିଲେ ଅନ୍ୟ ଅତିଥି ମାନଙ୍କ    ଶି କ୍ଷକ ସଂଜୀବ ସେଠୀ, ନୀଳକଣ୍ଠ ବଗର୍ତି, ଚାକିରୀ ଜୀବନର ସ୍ମୃତି ଚାରଣ କରିଥିଲେ l କ୍ଲଷ୍ଟର ତରଫରୁ ଅବସର ପ୍ରାପ୍ତ ଶିକ୍ଷକ ଶ୍ରୀ ସାହୁ ଙ୍କୁ ପୁଷ୍ପ ଗୁଚ୍ଛ,ଉତ୍ତରୀୟ,ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା l ଏହି ଅବସରରେ ସ୍କୁଲ ର ଛାତ୍ର ଛାତ୍ରୀ, ପରିଚାଳନା କମିଟି ର ସଭ୍ୟ ସଭ୍ୟା ଓ ଗ୍ରାମବାସୀ ଶ୍ରୀ ସାହୁ ଙ୍କୁ ସମ୍ବର୍ଦ୍ଧିତ କରିଥିଲେ l କାର୍ଯ୍ୟକ୍ରମ କୁ ଆଞ୍ଚଳିକ ସାଧନ କର୍ମୀ ରମେଶ ବାଘ ପରିଚାଳନା କରିଥିବା ବେଳେ ଶିକ୍ଷକ ରବିନାରାୟଣ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ l ପ୍ରଦ୍ୟୁମ୍ନ ମହାନ୍ତିଙ୍କ ସହ କ୍ଲଷ୍ଟରର ସମସ୍ତ ଶିକ୍ଷକ, ବିଦ୍ୟାଳୟ ପରିଚାଳନା କମିଟି ସଭ୍ୟ ସଭ୍ୟା ଉପସ୍ଥିତ ରହି ଥିଲେ l 


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like