-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଅବସରକାଳୀନ ସମ୍ବର୍ଦ୍ଧନା ସଭା

01-Jun-2024



ଡୁଙ୍ଗୁରିପାଲି, ତା.୧/୬- (ପ୍ରେରଣା ଖବର) ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଂଚାୟତ ଉଚ୍ଚ ବିଦ୍ୟାଳୟ, ବଡକର୍ଲ୍ଲେର  କାର୍ଯ୍ୟରତ ଭାରାପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ ପ୍ରଧାନଙ୍କ  ଅବସରକାଳୀନ ସମ୍ବର୍ଦ୍ଧନା ସଭା ଆୟୋଜିତ ହୋଇଯାଇଛି । ବଡକର୍ଲ୍ଲେ ହାଇସ୍କୁଲରେ ୩୩ ବର୍ଷର ଚାକିରିକାଳ ସମୟରେ ଶ୍ରୀ ପ୍ରଧାନ    ଅନେକ ମେଧାବୀ ଛାତ୍ରଛାତ୍ରୀ  ସୃଷ୍ଟି କରିପାରିଛନ୍ତି । ଶ୍ରୀପ୍ରଧାନ ନିଜସ୍ୱ ସରଳ ଓ ଅମାୟୀକ ସ୍ୱଭାବରେ ଛାତ୍ରଛାତ୍ରୀ ତଥା ଅଭିଭାବକ ମହଲରେ ସବୁବେଳେ ବେଶ ପ୍ରୀୟ ଶିକ୍ଷକ ହୋଇପାରିଥିଲେ ବୋଲି ଉକ୍ତ ବିଦାୟ କାଳୀନ ଉତ୍ସବରେ ମାନ୍ୟଗଣ୍ୟ ଅତିଥି ବୃନ୍ଦ ମତପ୍ରକାଶ କରିଛନ୍ତି । ବହୁ ସଂଖ୍ୟାରେ ଅଭିଭାବକ, ବୁଦ୍ଧିଜୀବି, ପଡୋଶୀ ସ୍କୁଲର ଶିକ୍ଷକ ଓ କର୍ମଚାରୀ ବୃନ୍ଦ ଏହି ସଭାରେ ଯୋଗଦେଇ ଶ୍ରୀପ୍ରଧାନଙ୍କ ବ୍ୟକ୍ତିତ୍ୱ ବିଷୟରେ ପ୍ରଂଶସା କରିଥିଲେ ।

ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ରମାକାନ୍ତ ପ୍ରଧାନ ସଭାକାର୍ଯ୍ୟରେ ଅଧ୍ୟକ୍ଷତା କରିଥିଲେ । ମୁଖ୍ୟଅତିଥି ଭାବରେ ସ୍କୁଲ ପ୍ରତିଷ୍ଠାତା ସୁବଳ ଚନ୍ଦ୍ର ମାଝୀ, ମୁଖ୍ୟବକ୍ତା ଭାବରେ ସତଲମା  ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଓଡିଆ ବିଭାଗ ଅଧ୍ୟାପକ ଲୋକବନ୍ଧୁ ପଧାନ, ସମ୍ମାନୀତ ଅତିଥି ଭାବରେ ସ୍କୁଲ ପରିଚାଳନା କମିଟୀ ସଭାପତି ପଦ୍ମନାଭ ପୂଝାରୀ, ଜିଲ୍ଲା ପରିଷଦ ସଦସ୍ୟ ଗଣେଶ ଚନ୍ଦ୍ର ଭୋଇ, ବଡକର୍ଲ୍ଲେ ସରପଂଚ ରୋହିତ ସାହୁ, ଉପାଧ୍ୟକ୍ଷ ମକର ଧ୍ୱଜ ସାହୁ, ବାଙ୍କିପାଲି ହାଇସ୍କୁଲର ପ୍ରାକ୍ତନ ପ୍ରଧାନଶିକ୍ଷକ ନବୀନ କୁମାର ପାଢୀ, ରମେଶ ଚନ୍ଦ୍ର ଭୋଇ, ପବିତ୍ର ଦାସ, ରାଜିନ୍ଦ୍ର ଦାସ, ମାୟାବର୍ହା ହାଇସ୍କୁଲର ପ୍ରଧାନଶିକ୍ଷକ ରବିଚନ୍ଦ୍ର ପଶାୟତ, ବାଙ୍କିପାଲି ହାଇସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ସୁବାସ ଭୁଏ, ସିଂଘିଯୁବା ହାଇସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ପଦ୍ମନାଭ ମହାରଣା ପ୍ରମୁଖ ଯୋଗଦେଇ ବିଦାୟୀ ଶିକ୍ଷକ ଶ୍ରୀପ୍ରଧାନ ଜଣେ ଛାତ୍ର ବତ୍ସଳ ଶିକ୍ଷକଥିଲେ ବୋଲି ମତବ୍ୟକ୍ତ କରିଥିଲେ । ବିଦାୟୀ ଶିକ୍ଷକ ଶ୍ରୀ ପ୍ରମୋଦ ପ୍ରଧାନଙ୍କୁ ବିଦ୍ୟାଳୟ  ତରଫରୁ ମାନପତ୍ର ଓ ଉପଢୌକନ ପ୍ରଦାନ କରି ସମ୍ମାନୀତ କରାଯାଇଛି । ଶିକ୍ଷକ, ଛାତ୍ରଛାତ୍ରୀ, ପୂରାତନ ଛାତ୍ରଛାତ୍ରୀ, ପଡୋଶୀ ସ୍କୁଲର ଶିକ୍ଷକ, ବୁ୍‌ଦ୍ଧିଜୀବି ବୃନ୍ଦ ଶ୍ରୀପଧାନଙ୍କୁ ସମ୍ମାନୀତ କରିଥିଲେ ।  ବରିଷ୍ଠ ଶିକ୍ଷକ ଗରୁଡ ଅଦାବର ସଭାକାର୍ଯ୍ୟ ପରିଚାଳନା କରିଥିଲେ । କନ୍ଦାଗାଡ ହାଇସ୍କୁଲର ବରିଷ୍ଠ ଶିକ୍ଷକ ସମ୍ପଦ ଖମାରୀ,  ମାୟାବର୍ହା ହାଇସ୍କୁଲର ବରିଷ୍ଠା ଶିକ୍ଷକ ଦୀନବନ୍ଧୁ ପ୍ରଧାନ, ଗେଷ୍ଟ ଟିଚର ରମାବଲ୍ଲଭ  ବାରିକ, ଶିକ୍ଷକ ନୀଲମଣି ଚୌଧୁରୀ, ରବିନ୍ଦ୍ର ଦୀପ, ରସିକ ପଧାନ, ସାଧୁ ପଧାନ, ମିଳନ ପଧାନ, ନାରଦ ସାହୁ, ନିରୋଦ ଭୋଇ ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।

ସଭାକାର୍ଯ୍ୟ ପରେ ବିଦାୟୀ ଶିକ୍ଷକ ଶ୍ରୀ ପ୍ରମୋଦ ପ୍ରଧାନଙ୍କ  ସମ୍ମାନାର୍ଥେ ପୁରାତନ ଛାତ୍ରଛାତ୍ରୀ ବୃନ୍ଦ ତଥା ଗ୍ରାମବାସୀ ବୃନ୍ଦଙ୍କ ତରଫରୁ ବଡକର୍ଲ୍ଲେ ଗ୍ରାମରେଏକ ଶୋଭାଯାତ୍ରା ଆୟୋଜିତ କରାଯାଇଥିଲା ।  ପରିଶେଷରେ ସ୍କୁଲର ଖେଳ ଶିକ୍ଷକ ରସିକ ପଧାନ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like