-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ପ୍ରଧାନ ଶିକ୍ଷକ ମେରୁଧର ପାତ୍ର ଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା

01-Jun-2024



ଡୁଙ୍ଗୁରିପାଲି, ତା ୧/୬ (ପ୍ରେରଣା ଖବର): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ମେରୁଧର ପାତ୍ର ଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା ବରିଷ୍ଠ ସ୍ନାତକ ଶିକ୍ଷକ ଆର୍ତ୍ତତ୍ରାଣ ପଧାନଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି l ବ୍ଲକ ଶିକ୍ଷା ଅଧିକାରୀ ଗଣେଶ କିଷାନ ମୁଖ୍ୟ ଅତିଥିଭାବେ ଯୋଗଦେଇ ବିଦାୟୀ ପ୍ରଧାନଶିକ୍ଷକ ମେରୁଧର ପାତ୍ରଙ୍କୁ ପେନସନ କାଗଜ ପତ୍ର , ଉପଢୌକନ, ମାନ ପତ୍ର ଓ ଫୁଲତୋଡ଼ା ଦେଇ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ l ଶ୍ରିପାତ୍ର ଙ୍କୁ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଉପଢୌକନ, ବିଭିନ୍ନ ଉପହାର ଓ ବୃକ୍ଷଚାରା ଉପହାର ପ୍ରଦାନ କରିଥିଲେ l ସହ ଗୋଷ୍ଠୀ ଶିକ୍ଷାଧିକାରୀ ଗଞ୍ଜଳୁ ମିର୍ଧା ମୁଖ୍ୟ ବକ୍ତା ଭାବେ ଯୋଗଦେଇ ବିଦାୟୀ ଶିକ୍ଷକ ଙ୍କ ଆଦର୍ଶ ରେ ସମସ୍ତେ ଅନୁପ୍ରାଣିତ ହେବାକୁ ପ୍ରେରଣା ଦେଇଥିଲେ l ମାୟାବର୍ହା ସାଧନ କେନ୍ଦ୍ର ସଂଯୋଜକ ଜୟ ଶ୍ରୀରାମ ସିକନ୍ଦର , ନାଏବ ସରପଞ୍ଚ ସମ୍ପଦ ବାଗ, ଶିକ୍ଷାପ୍ରେମୀ ଭକ୍ତବନ୍ଧୁ ବାଗ , ଗ୍ରାମବାସୀ ଶିକ୍ଷକ ମନିକର ମାଝି , ଉତ୍ତର ଷାଣ୍ଢ , ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ନନ୍ଦିଘୋଷ ମାଝି , ପୂର୍ବତନ ସଭାପତି ପଂଚୁ ଦୀପ୍, ଜିଲ୍ଲା ଜୁନିୟର ରେଡ଼କ୍ରସ ଅଧିକାରୀ ରବିଚନ୍ଦ୍ର ପଶାୟତ, ଜିଲ୍ଲା ସ୍କାଉଟ ତାଲିମ ଅଧିକାରୀ ଦୀନବନ୍ଧୁ ପଧାନ ସମ୍ମାନିତ ଅତିଥିଭାବେ ଯୋଗଦେଇ ବିଦାୟୀ ଶିକ୍ଷକ ଙ୍କ ବିଦ୍ୟାଳୟ ପ୍ରତି ସମର୍ପଣ ଅତୁଳନୀୟ ବୋଲି କହିଥିଲେ ।

ଶିକ୍ଷୟତ୍ରୀ ଚୁମକି ପୂଜାରୀ ଅତିଥି ପରିଚୟ ପ୍ରଦାନ କରିଥିଲେ । ବିଦାୟୀ ପ୍ରଧାନ ଶିକ୍ଷକ ମେରୁଧର ପାତ୍ର ନିଜ ବକ୍ତବ୍ୟ ରେ ନିଜ 27 ବର୍ଷ ଶିକ୍ଷକତା ଜୀବନର ବିଗତ ଦିନର କଥା ଓ ଛାତ୍ରଛାତ୍ରୀ ଙ୍କ ସ୍ନେହ ଶ୍ରଦ୍ଧା ବିଷୟରେ ସ୍ମୃତି ଚାରଣ କରି ଛାତ୍ରଛାତ୍ରୀ ଙ୍କ ସେବା ରେ ନିଜକୁ ସମର୍ପଣ କରିବା ଏକ ଆଦର୍ଶ ଶିକ୍ଷକ ର ଗୁଣ ବୋଲି କହିଥିଲେ l ରାମପୁର ସି.ଆର.ସି.ସି ଡାକ୍ତର ପତି, ସମଲେଇଚୁଆଁ ସି ଆର ସି ସି ସୁରେଶ ପୂଜାରୀ, ଡୁଙ୍ଗୁରିପାଲି ସି. ଆର. ସି. ସି ଥବିର ଦୋରା, ବାଙ୍କୀପାଲି ସି.ଆର.ସି.ସି. ହାରାଧନ ବେରିଆ, ଗଜବନ୍ଧ ସି.ଆର.ସି.ସି ନରେନ୍ଦ୍ର ପୁରୋହିତ, ଚିନାଜୁରୀ ସି. ଆର.ସି.ସି ରମେଶ ଭୋଇ, ଇଚ୍ଛାପୁର ସି.ଆର.ସି.ସି ସୁଧାଂସୁ ସାହୁ,ଶିକ୍ଷକ ଶ୍ଯାମସୁନ୍ଦର ପଧାନ , ରାମଗୋପାଳ ଭୋଇ, ହେମସାଗର ବାଗ,ଶତ୍ରୁଘ୍ନ ମେହେର,ବିନୋଦ ବେହେରା,ରମାକାନ୍ତ ବିଶ୍ବାଳ ଚୈତନ୍ୟ ବାରିକ,ସଂଜୀବ ପୂଜାରୀ, ବିଭୀଷଣ ଖମାରୀ,ଗଙ୍ଗାପ୍ରସାଦ ପାଣ୍ଡିଆ,ଗୋବିନ୍ଦ ମାଝୀ, ଅରୁଣ ଥପା, ପ୍ରମୋଦ ବାରିକ,ଶିକ୍ଷୟିତ୍ରୀ କୁମୋଦିନୀ ମିର୍ଧା, ଗୀତାଞ୍ଜଳି ପୋଥାଳ, ମାଳତୀ ଭୁଏ ଉପସ୍ଥିତ ଥିଲେ l ସହକାରୀ ଶିକ୍ଷକ ଦୀପକ ସାହୁ  ଧନ୍ୟବାଦ ଅର୍ପଣ କରିଥିବା ବେଳେ ଶିକ୍ଷୟିତ୍ରୀ ରଶ୍ମିତା ପଧାନ,ତପସ୍ୱିନୀ ଦାସ,ଶିକ୍ଷକ ସୌରଭ ସାହୁ, ପୁରାତନ ଛାତ୍ରଛାତ୍ରୀ,ବ୍ଲକ ର ବିଭିନ୍ନ କ୍ଲଷ୍ଟର ରୁ ଶିକ୍ଷକ ଶିକ୍ଷୟିତ୍ରୀ ଓ ଗ୍ରାମବାସୀ ସହଯୋଗ କରିଥିଲେ l ପୁରାତନ ଛାତ୍ରଛାତ୍ରୀ ମାନେ ପରିବେଶ ସଚେତନତା ର ବାର୍ତା ଦେଇ ନିଜ ପ୍ରିୟତମ ଗୁରୁଙ୍କୁ ଏକ ଆମ୍ବ ଗଛ ର ଚାରା ଓ ସହ ସୁସ୍ଥ ସବଳ ରହିବା ପାଇଁ ଏକ ସାଇକଲ  ଉପହାର ଦେଇଥିଲେ l ଏହି ଅବସରରେ ଏକ ଜଳ ଛତ୍ର ଓ ଅନ୍ନଛତ୍ର ର ବ୍ୟବସ୍ଥା କରାଯାଇଥିଲା।

ସମସ୍ତ ଗ୍ରାମବାସୀ ଙ୍କ ଘର ଦୁଆର ଆଗରେ ଝୋଟି ସହ ପୂର୍ଣ୍ଣ କୁମ୍ଭ ସ୍ଥାପନ କରାଯାଇଥିଲା l ସନ୍ଧ୍ୟାରେ ସାହାଜବାହାଲରୁ ବଡ଼କର୍ଲେକୁ ବିରାଟ ପଟୁଆର ସହ ମା ଭଉଣୀ ଙ୍କ ହୁଳହୁଳି ସହ ଜନସାଧାରଣ ଙ୍କ ହରିବୋଲ ଧ୍ୱନୀ ରେ ପ୍ରକମ୍ପିତ ଗ୍ରାମ୍ୟ ଶୋଭାଯାତ୍ରା ରେ ଯାଇ ରଥରେ ବସାଇ ବିଦାୟୀ ଶିକ୍ଷକ ଙ୍କୁ ଘରେ ଛାଡି ଆସିଥିଲେ l ଆବାଳବୃଦ୍ଧ ବନିତାଙ୍କ ଆଖିରେ ଅଶ୍ରୁ ଆସିଯାଇଥିଲା l ବିଦାୟୀ ଶିକ୍ଷକ ଙ୍କ ସ୍ନେହ ଶ୍ରଦ୍ଧା ଓ ଶିକ୍ଷକତା କୁ ମନେପକାଇ ଗ୍ରାମବାସୀ ବାହୁନି ବାହୁନି କାନ୍ଦିଥିଲେ l  ତାଙ୍କ 14 ବର୍ଷ କାର୍ଯ୍ୟକାଳ ସମୟରେ ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରକୃତି ବନ୍ଧୁ, ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ,ଗାରିମା ରୌପ୍ୟ ପଦକ,ସ୍ୱଚ୍ଛ ବିଦ୍ୟାଳୟ ପୁରସ୍କାର ପରି ସମ୍ମାନ ର ଅଧିକାରୀ ହୋଇଥିଲା l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like