-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା କଲେଜ ର ଯୁକ୍ତ ୨ କଳା ପରୀକ୍ଷାରେ ନବନୀତା ପ୍ରଥମ ଶ୍ରେଣୀରେ ଉତୀର୍ଣ୍ଣ, ଉଚ୍ଚଶିକ୍ଷା ପାଇଁ ଇଛାଶକ୍ତି ଅଛି ହେଲେ ଅର୍ଥ ସାଜିଛି ବାଧକ

01-Jun-2024



ଲୋଇସିଂହା, (ପ୍ରେରଣା ଖବର ) ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବ୍ଲକ ଅଧିନସ୍ଥ କନ୍ଦାଜୁରୀ ଗ୍ରାମର ନବନୀତା ତାଣ୍ଡି ଚଳିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ କଳା ପରୀକ୍ଷାରେ ଲୋଇସିଂହା କଲେଜ ରେ 505 ମାର୍କ ରଖି ପ୍ରଥମ ଶ୍ରେଣୀରେ ଉତୀର୍ଣ୍ଣ ହୋଇଛନ୍ତି l ଆଗକୁ ସେ ଉଚ୍ଚଶିକ୍ଷା ପାଇଁ ଇଛା ପ୍ରକାଶ କରିଛନ୍ତି ହେଲେ ପାରିବାରିକ ଅର୍ଥାଭାବ ସାଜିଛି ବାଧକ l ଅର୍ଥ ଅଭାବ ଯୋଗୁଁ ଝିଅ ନବନିତା କୁ ପଢାଇ ପାରୁ ନାହାନ୍ତି ପରିବାର l ସରକାରୀ ସହାୟତା ତଥା କୌଣସି ସ ହୃଦୟ ବ୍ୟକ୍ତି ପଢାଇବାରେ ହାତ ବଢ଼ାଇଲେ ଝିଅ ଉଚ୍ଚଶିକ୍ଷା କରି ପାରନ୍ତା ବୋଲି ପରିବାର ଲୋକେ ପ୍ରକାଶ କରିଛନ୍ତି l ନବନୀତା ଙ୍କ ପରିବାର କହିଲେ ବାପା ପ୍ରଶାନ୍ତ ତାଣ୍ଡି, ମା ରେଣୁକା ତାଣ୍ଡି ଓ ଭାଇ ମଳୟ ତାଣ୍ଡି l ଗ୍ରାମରେ ତାଙ୍କର କିଛି ସ୍ୱଳ୍ପ ଜମି ଅଛି ଯେଉଁଟା କି ଚାଷ ପାଇଁ ଅନୁପଯୋଗୀ l ବାପା ପ୍ରଶାନ୍ତ ତାଣ୍ଡି ଜଣେ ଟେଲର ହେଲେ ଆଜିକାଲି ର ରେଡ଼ିମେଡ଼ କପଡା ଯୋଗୁଁ ଭଲ ସେ ଟେଲରିଙ୍ଗ କାମ ମଧ୍ୟ ହେଉନାହିଁ l ଦରକାର ପଡିଲେ ବେଳେ ବେଳେ ମଜୁରୀ ମଧ୍ୟ କରିବାକୁ ପଡୁଛି l ଏତେ ଅସୁବିଧା ଥାଇ ସୁଦ୍ଧା 2022 ରେ ନବନୀତା ସ୍ଥାନୀୟ ଉଚ୍ଚ ବିଦ୍ୟାଳୟ ରେ ମେଟ୍ରିକ ରେ 77 ପ୍ରତିଶତ ମାର୍କ ରଖି ପ୍ରଥମ ଶ୍ରେଣୀରେ ପାସ କରିଥିଲେ l ପାସ ପରେ ଯୁକ୍ତ ୨ ରେ ବିଜ୍ଞାନ ରେ ପଢିବାକୁ ଇଛାଥିଲେ ସୁଦ୍ଧା ଅର୍ଥ ପାଇଁ ସାମର୍ଥ୍ୟ ନ ହେବାରୁ ଲୋଇସିଂହା କଲେଜ ଯୁକ୍ତ ୨ କଳା ରେ ଆଡ଼ମିସନ କରିଥିଲେ l ନିଜର କଠିନ ପରିଶ୍ରମ ଓ ଦୃଢ଼ ଇଛାଶକ୍ତି ବଳରେ ଚଳିତ ବର୍ଷ ଯୁକ୍ତ ୨ କଳା ରିଜଲ୍ଟ ରେ 84 ପ୍ରତିଶତ ମାର୍କ ରଖିଛନ୍ତି l ଏଣୁ ନବନୀତା ପ୍ରଶାସନ କୁ ଗୁହାରି କରିଛନ୍ତି ଯଦି ସରକାରୀ ସହାୟତା ମିଳେ ତା ହେଲେ ଉଚ୍ଚଶିକ୍ଷା କରିବାର ଯେଉଁ ସ୍ୱପ୍ନ ଦେଖିଛନ୍ତି ତାହା ପୂରଣ ହେବ ବୋଲି କହିଛନ୍ତି l ଜିଲ୍ଲା ପ୍ରଶାସନ ତଥା ଶିକ୍ଷା ବିଭାଗ ନବନୀତା ଙ୍କ ଉଚ୍ଚ ଶିକ୍ଷା ପାଇଁ ଦୃଷ୍ଟି ଦେବା କୁ ଲୋକେ ଦାବୀ ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like