-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଯାତ୍ରା ରେ ସାମିଲ୍ ହେବାକୁ ସଫଳ କରିବାକୁ ବର ପିତା ଙ୍କ ନିମନ୍ତ୍ରଣ

01-Jun-2024



ସୋନପୁର   (ମନୋରଞ୍ଜନ ତ୍ରିପାଠୀ )
 ଶୀତଳ ଷଷ୍ଠୀ ଯାତ୍ରା ୨୦୨୪  ଉପଲକ୍ଷେ ଆଜି ସୋନପୁର ମଝିପଡ଼l ରାମଧୁନ କ୍ଲବ୍ ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା l ସୋନପୁର ଶୀତଳ ଷଷ୍ଠୀ ଯାତ୍ରା ର ବରପିତା ଭାବେ ଏ ବର୍ଷ ଦାୟିତ୍ଵ ତୁଲାଉ ଥିବା ଘୋଡାଘାଟ ପଡ଼ା ର ପ୍ରଭାତ ବକ୍ସି ଓ ସହଯୋଗୀ ଏହି ବୈଠକ ରେ ଉପସ୍ଥିତ ରହି ମଝିପଡ଼l ବାସୀ ଙ୍କୁ ଯାତ୍ରା ପାଇଁ ନିମନ୍ତ୍ରଣ କରିଥିଲେ l ଓ ଯାତ୍ରା ର ସମସ୍ତ କାର୍ଯକ୍ରମ ରେ ଯୋଗ ଦେଇ ଯାତ୍ରା ସଫଳ ପାଇଁ ସହଯୋଗ କରିବାକୁ ଓ ପ୍ରଭୂ କୃପା ଲାଭ କରିବାକୁ ଅନୁରୋଧ କରିଥିଲେ l ପ୍ରକାଶ ଥାଉ କି ଯେ ଦୀର୍ଘ ୩୦/୪୦ ବର୍ଷ ପରେ ଏହି ଯାତ୍ରା କୁ ଶାନ୍ତି ଶୃଙ୍ଖଳା ରେ ପାଳନ କରିବାକୁ ସହର ବାସୀ ଙ୍କୁ ସାମିଲ୍ କରିବା ପାଇଁ ସମସ୍ତ ପଡ଼ା ରେ ବର ପିତା ଶ୍ରୀ ବକ୍ସି ସଭା ସମିତି ମାଧ୍ୟମ ରେ ସମସ୍ତ ଙ୍କୁ ନିମନ୍ତ୍ରଣ ଓ ନିବେଦନ କରିଛନ୍ତି l ଯାହାକି ଆଗlମୀ ବର୍ଷ ପାଇଁ ସୋନପୁର ସହର ପାଇଁ  ଏ ପରମ୍ପରା ଏକ ଶୁଭ ସଙ୍କେତ ବୋଲି ବୁଦ୍ଧିଜୀବୀ ଆଲୋଚନା କରୁଛନ୍ତି ଓ ଶ୍ରୀ ବକ୍ସି ଙ୍କ ଏ ପଦକ୍ଷେପ କୁ ଚିନ୍ତା ଧାରା କୁ ସ୍ଵାଗତ କରିଛନ୍ତି l  ଆଜି ର ଏହି ସଭାରେ ପ୍ରଭୁ ଙ୍କ ପିତା ଶ୍ରୀ ପ୍ରଭାତ ବକ୍ସି ଙ୍କ ସମେତ ରଜତ ପଟ୍ଟନାୟକ , ତାପସ ମହାନ୍ତି, କଇରୁ ସ୍ବାଇଁ , ମନୋରଞ୍ଜନ ତ୍ରୀପାଠୀ, ପୀୟୁଷ ପଣ୍ଡା, ଭାକୋଡୋ ସ୍ବାଇଁ, ମନବୋଧ ଭୋଇ, ରାମଜୀ ନେଗୀ, ବିକାଶ ପଣ୍ଡl, ସୁମନ ମିଶ୍ର ପ୍ରମୁଖ ରାମ ଧୁନ୍ କ୍ଳବ୍ ର ସମସ୍ତ ସଦସ୍ୟ ଯୋଗ ଦେଇ ବର ପିତା ଙ୍କ ଟିମ୍ ଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା କରି ସମସ୍ତ ସହଯୋଗ କରିବାକୁ ଦୃଢ ପ୍ରତିଶ୍ରୁତି ଦେଇଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like