-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||     

HOME   ଜିଲ୍ଲା

୧୨ ଘଣ୍ଟା କୋଭିଡ୍‌ ହସ୍ପିଟାଲରେ ପଡ଼ି ରହିଲା ଶବ

27-Dec-2020



ସମ୍ବଲପୁର (ପ୍ରେରଣା ଖବର) : ଭିମ୍‌ସାର କୋଭିଡ୍ ହସ୍ପିଟାଲରେ ମୃତ୍ୟୁ ଘଟିବାର ୧୨ ଘଣ୍ଟା ଯାଏ ହସ୍ପିଟାଲ ପରିସରରେ ପଡ଼ି ରହିଲା ମୃତକଙ୍କ ଶବ। ସେପଟେ, ଶବ ଦାହ ପୂର୍ବରୁ ଶେଷଥର ପାଇଁ ନାବାଳିକା ଝିଅକୁ ‌ଦେଖିବା ପାଇଁ ପରିବାର‌ ଲୋକେ ଓ ପରିଜନମାନେ ରାଜଘାଟ ପରିସରରେ ଅପେକ୍ଷା କରିଥିଲେ। ହେଲେ, ଦୀର୍ଘ ସମୟ ଯାଏ ଶବ ଆସିନଥିଲା। ଏହି ଘଟଣାକୁ ନେଇ ମୃତକଙ୍କ ପରିଜନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଥିଲା।ମିଳିଥିବା ସୂଚନା ଅନୁସାରେ, ୩ ଦିନ ତଳେ ସହରର ଜଣେ ୧୬ ବର୍ଷୀୟା ନାବାଳିକାଙ୍କର ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ଭିମ୍‌ସାରରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ସେ କରୋନା ଆକ୍ରାନ୍ତ ବୋଲି ଜଣାପଡ଼ିବା ପରେ ତାଙ୍କୁ କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ରାତିରେ ଉକ୍ତ ନାବାଳିକାଙ୍କର ମୃତ୍ୟୁ ଘଟିଥିଲେ। ଏନେଇ ଡାକ୍ତରଖାନା କର୍ତ୍ତୃପକ୍ଷ ପରିବାର ଲୋକଙ୍କୁ ଫୋନ୍‌ କରି ଜଣାଇବା ସହ ସକାଳ ୭ଟା ସୁଦ୍ଧା ରାଜଘାଟରେ ଆସି ପହଞ୍ଚିବାକୁ କହିଥିଲେ। ପରିବାର ଲୋକେ ମଧ୍ୟ ସୂଚନ‌ା ଅନୁସାରେ ୭ଟା ସୁଦ୍ଧା ଆସି ରାଜଘାଟରେ ପହଞ୍ଚିଥିଲେ। କିନ୍ତୁ ଦିନ ୧୨ଟା ଯାଏ ମଧ୍ୟ ଶବ ନଆସିବାରୁ ପରିବାର ଲୋକଙ୍କ ମଧ୍ୟ ଅସନ୍ତୋଷ ପ୍ରକାଶ ପାଇଥିଲା। ଏନେଇ ଅନେକ ଲୋକ ଡାକ୍ତରଖାନା କର୍ତ୍ତୃପକ୍ଷଙ୍କୁ ଫୋନ୍‌ କରି ଜଣାଇବା ପରେ ଶେଷରେ ଦିନ ଦେଢ଼ଟା ସମୟରେ ଶବ ଆସି ରାଜଘାଟରେ ପହଞ୍ଚିଥିଲା। ଏ ସମ୍ପର୍କରେ ଡାକ୍ତରଖାନା କର୍ତ୍ତୃପକ୍ଷ କହିଛନ୍ତି , ଉକ୍ତ ନାବାଳିକାକୁ ମୃତ ଘୋଷଣା କରାଯାଇଥିଲେ ହେଁ ତାଙ୍କ ଟିକେଟ୍‌ରେ ମୃତ ବୋଲି ଲେଖା ଯାଇନଥିବାରୁ ଶବ ବାହାରିବାରେ ବିଳମ୍ବ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026

You Might Also Like