-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ବଜ୍ରପାତ ରେ ଦେହାନ୍ତ ରୁପାଲୀଙ୍କ ପରିବାରକୁ ସମବେଦନା ଜଣାଇଲା ଟ୍ରାକ୍ଟର ମାଲିକ ସଂଘ

03-Jun-2024



ଟିକାବାଲି(ରମେଶ ପଣ୍ଡା ): କନ୍ଧମାଳ ଜ଼ିଲ୍ଲା ଟିକାବାଲି ଆଖଣ୍ଡଳମଣୀ ସାହି ରେ ଭଡାରେ ରହୁଥିବା ବିମ୍ବାଧର ବିଷୋୟୀ ଙ୍କ ସାନ ଝିଅ ରୁପାଲୀ ବିଷୋୟୀ (୨୩)ଙ୍କ ଗତ ତା ୩୦.୦୫.୨୪ରିଖରେ ବଜ୍ରପାତରେ ଦେହାନ୍ତ ଘଟିଥିଲା l ଝିଅ ହେଲେ ବି ପୁଅ ପରି ସେ ପରିବାର ସମସ୍ତ କାର୍ଯ୍ୟ ତୁଲାଉଥିଲେ l ଉକ୍ତ ପରିବାର ର କୌଣସି ପ୍ରକାର ସ୍ଥାୟୀ ରୋଜଗାର ନ ଥିଲା l ଏହି ପରିପ୍ରେକ୍ଷୀରେ ରୁପାଲୀ ଘର ଚଳାଉଥିଲା କହିଲେ କିଛି ଅତ୍ୟୁକ୍ତି ହେବ ନାହିଁ l ରୁପାଲୀଙ୍କୁ ହରେଇ ଉକ୍ତ ପରିବାର ବେସାହାରା ହୋଇଯାଇଛି l ଉକ୍ତ ପରିବାରକୁ ଧର୍ଯ୍ୟ ର ସହିତ ସବୁ ପରିସ୍ଥିତିର ସାମ୍ନା କରି ମାନସିକ ସ୍ତରରେ ସବଳ ହେବାକୁ ସମବେଦନା ଜଣାଇଥିଲେ ମାଲିକ ସଂଘ l ଏବଂ ଯେ କୌଣସି ସମସ୍ୟା ର ସମାଧାନ ପାଇଁ ମହାସଂଘ ସହଯୋଗ ର ହାତ ବଡ଼େଇବ ଯାହାକି ମହାସଂଘ ସଦସ୍ୟ ବୃନ୍ଦ ପ୍ରତିଶୃତି ଦେଇଥିବା ଜଣାପଡିଛି l ମହାସଂଘ ର ଏହି ମହତ ପୁର୍ଣ କାର୍ଯ୍ୟପାଇଁ ଉକ୍ତ ଅଞ୍ଚଳର ଅଧିବାସୀ ପ୍ରଶଂସା କରିଥିବା ଦେଖିବାକୁ ମିଳିଛି l ଏଥିରେ ମହାସଂଘ ସଭାପତି ବୁଲୁ ଡିଗାଲ, ସମ୍ପାଦକ ଅନନ୍ତ ନାୟକ, କୋଷାଧକ୍ଷ ନୀଳମାଧଵ ପାତ୍ର, ଙ୍କ ସମେତ ତନୁଜ କୁମାର ଭୋଇ, ମନୋଜ ପ୍ରଧାନ, ମନୋଜ ଡିଗାଲ, ଚିକୁନୁ ଭୋଇ, ସାଇରାମ ନାୟକ, ସୁଶାନ୍ତ ନାୟକ, ଏହିପରି ଅନେକ ଟ୍ରାକ୍ଟର ମାଲିକ ବୃନ୍ଦ ଏହି ଦୁଃଖଭରା ସମବେଦନା କାର୍ଯ୍ୟକ୍ରମରେ ସାମିଲ ଥିବା ଜଣାପଡିଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like