-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||     

HOME   ଜିଲ୍ଲା

ସୋନପୁର ଶିକ୍ଷା ଜିଲ୍ଲା ଅଧୀନରେ କାର୍ଯ୍ୟରତ ୫ଜଣ କର୍ମଚାରୀଙ୍କ ଅବସର ଗ୍ରହଣ

03-Jun-2024



ସୋନପୁର/ଡୁଙ୍ଗୁରିପାଲି (ଅରବିନ୍ଦ ମିଶ୍ରଙ୍କ ରିପୋର୍ଟ): ସୋନପୁର ଶିକ୍ଷା ଜିଲ୍ଲା ଅଧୀନରେ କାର୍ଯ୍ୟରତ ୫ଜଣ ଶିକ୍ଷକ ଓ କର୍ମଚାରୀ ଆଜି ସେମାନଙ୍କର ସରକାରୀ ଚାକିରୀ ରୁ ଅବସର ନେଇଛନ୍ତି l ସୋନପୁର ଜିଲ୍ଲା ଶିକ୍ଷା ଅଧିକାରୀ ଙ୍କ ତରଫରୁ ସର୍ବମୋଟ ୫ଜଣ ଙ୍କ ମଧ୍ୟରୁ ୩ଜଣ ଙ୍କୁ ଆଜି ଅବସର ଦିନ ହିଁ ଫାଇନାଲ ପେନସନ ଓ ବାକି ଦୁଇ ଜଣ ଙ୍କୁ ପ୍ରୋଭିଜନାଲ ପେନସନ ପ୍ରଦାନ କରାଯାଇଅଛି l ଯେଉଁ ତିନି ଜଣଙ୍କୁ ଫାଇନାଲ ପେନସନ ପ୍ରଦାନ କରାଗଲା ସେମାନେ ହେଲେ ପଂଚାୟତ ଉଚ୍ଚ ବିଦ୍ୟାଳୟ ବଡ଼କରଲେ ର ସହକାରୀ ଶିକ୍ଷକ ପ୍ରମୋଦ କୁମାର ପଧାନ, ଆଦିବାସୀ ପଂଚାୟତ ଉଚ୍ଚ ବିଦ୍ୟାଳୟ ସହଲା ର କ୍ରୀଡା ଶିକ୍ଷକ ଜିତେନ୍ଦ୍ରିୟ ବୁଡ଼େକ ଓ କମସରା ଉଚ୍ଚ ବିଦ୍ୟାଳୟ କମସରା ର ପିଅନ ପଞ୍ଚାନନ ସାମନ୍ତରାୟ l ସେହିପରି ଯେଉଁ ଦୁଇ ଜଣଙ୍କୁ ପ୍ରୋଭିଜନାଲ ପେନସନ ପ୍ରଦାନ କରାଯାଇଅଛି ସେମାନେ ହେଲେ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ତରଭା ର ପ୍ରଧାନ ଶିକ୍ଷକ ଅଶୋକ କୁମାର ରଥ (OES -II) ଏବଂ ଗୋପାଳଜୀ ଉଚ୍ଚ ବିଦ୍ୟାଳୟ ସିଲାଟି ର ଖେଳ ଶିକ୍ଷକ ଶେଷଦେବ ହୋତା l ଏହି ଉପଲକ୍ଷେ ଆୟୋଜିତ ଅବସରକାଳୀନ ସମ୍ବର୍ଦ୍ଧନା ସଭାରେ ସୋନପୁର ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ ସମସ୍ତ ପ୍ରାପ୍ୟ ସମ୍ବନ୍ଧୀୟ କାଗଜ ପତ୍ର ସମସ୍ତ ୫ଜଣ ଶିକ୍ଷକ ଓ କର୍ମଚାରୀଙ୍କୁ ହସ୍ତାନ୍ତର କରିଥିଲେ l ଏହି ସମ୍ବର୍ଦ୍ଧନା ସଭାରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ମଞ୍ଜୁଲତା ଭୋଇଙ୍କ ସମେତ ଜିଲ୍ଲା ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟାଳୟ ର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ l ଉପରୋକ୍ତ କର୍ମଚାରୀ ମାନଙ୍କୁ ସଠିକ ସମୟରେ ସେମାନଙ୍କ ପ୍ରାପ୍ୟ ପ୍ରଦାନ କରାଯାଇଥିବାରୁ ସୋନପୁର ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ତରଫରୁ Controller of Accounts ଶ୍ରୀ ଅଶୋକ କୁମାର ମହାନ୍ତି ଓ Assistant Controller of Accounts ଶ୍ରୀ ପଦାରବିନ୍ଦ ମହାପାତ୍ର ଙ୍କୁ ସାଧୁବାଦ ଜଣାଯାଇଛି l ସୋନପୁର ଶିକ୍ଷା କାର୍ଯ୍ୟାଳୟ ର ଏହି କାର୍ଯ୍ୟକୁ ଜିଲ୍ଲା ର ବୁଦ୍ଧିଜୀବୀ ମହଳରେ ଉଚ୍ଚ ପ୍ରଶଂସା କରାଯାଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026

You Might Also Like