-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||     

HOME   ଜିଲ୍ଲା

ଡେଙ୍ଗ ବିଦ୍ୟାଳୟରେ ମଞ୍ଜି ସଂଗ୍ରହ କାର୍ଯ୍ୟକ୍ରମ ଶୁଭାରମ୍ଭ

03-Jun-2024



ବଲାଙ୍ଗିର,ତା. ୦୩/୦୬ (ପ୍ରେରଣା ଖବର ):  ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ ସ୍ଥିତ ସରକାରୀ  ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଇକୋ କ୍ଲବ ଓ ଜୁନିୟର ରେଡକ୍ରସ ଆନୁକୂଲ୍ୟରେ ମଞ୍ଜି ସଂଗ୍ରହ କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇ ଯାଇଛି । ଗ୍ରୀଷ୍ମପ୍ରବାହ ଦୃଷ୍ଟିରେ ରଖି ବିଦ୍ୟାଳୟର କେବଳ ପୂର୍ଵତନଛାତ୍ର ଓ  ବର୍ତ୍ତମାନ ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କର ପ୍ରତିନିଧିମାନଙ୍କୁ ନେଇ  କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟର ପ୍ରଧାନଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କର ପ୍ରତ୍ୟକ୍ଷ  ତତ୍ତ୍ୱବଧାନ କାର୍ଯ୍ୟକ୍ରମକୁ ପ୍ରକୃତିବନ୍ଧୁ  ଶିକ୍ଷକ ତଥା ରେଡକ୍ରସ କର୍ମୀ ରାମ ନାରାୟଣ ଦାଶ ସଂଯୋଜନା କରିଥିଲେ । କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ପୂର୍ବତନ ଛାତ୍ର ତଥା ପ୍ରକୃତିପ୍ରେମୀ ଆକାଶ ରଣା ଯୋଗଦେଇ ଥିଲେ ।

ସମସ୍ତଙ୍କ ଘରେ କିଛି ପାଚିଳା ଫଳ ଆମ୍ବ, ପଣସ, ଖଜୁରୀ, କେନ୍ଦୁ, ସଫେଟା, ଜାମ୍ବୁ , ଲେମ୍ବୁ ବ୍ୟବହାର ପାଇଁ ଅଣl ହୋଇଥାଏ । ସେଗୁଡିକୁ ଖାଇସାରିବା ପରେ ତାର ମଞ୍ଜି ଗୁଡିକ ଏଣେତେଣେ ନଫିଙ୍ଗି ଗୋଟିଏ ଜାଗାରେ ରଖିବା ଓ  ଖରାରେ ୪-୫ ଦିନ ଶୁଖାଇ ଦେବା l ସଂଗୃହିତ ମଞ୍ଜି ଗୁଡିକ ଆଗାମୀ ବିଶ୍ୱ ପରିବେଶ ଦିବସ ବା  ମୌସୁମୀ ଆସିବା ପୂର୍ବରୁ ବିଲର ହିଡ଼, ରାସ୍ତା ଉଭୟ ପାଶ୍ୱ,  ଖାଲିପଡିଥିବା ପଡ଼ିଆ, ନିଜ ବାଡିପଛ ପଟରେ  ମାଟି ଖୋଲି ରୋପଣ କରିବା । ଫଳରେ କମ୍ ସମୟରେ ତଥା କମ୍  ଖର୍ଚ୍ଚରେ ନୂତନ ଚାରା ପାଇପାରିବା ସହ ସବୁଜ ବନାନୀ ସୃଷ୍ଟି ହୋଇପାରିବ   ବୋଲି ପ୍ରଧାନଶିକ୍ଷକ  ଶ୍ରୀମିଶ୍ର ମତପ୍ରକାଶ କରିଥିଲେ । ପୂର୍ବରୁ ଅନଲାଇନ ମାଧ୍ୟମରେ ଶିକ୍ଷ୍ୟର୍ଥୀ ମାନଙ୍କୁ ମଞ୍ଜି ସଂଗ୍ରହ କାର୍ଯ୍ୟକ୍ରମ ଶୁଭାରମ୍ଭ ବିଷୟରେ ଅବଗତ କରାଯାଇଥିଲା । ପ୍ରକାଶଥାଉ କି ବିଗତ ବର୍ଷ ଗୁଡିକରେ  ମଞ୍ଜି ସଂଗ୍ରହ କାର୍ଯ୍ୟକ୍ରମ କରାଯାଇ ଅନୁଷ୍ଠାନ ସଫଳ ହୋଇଛି । କାର୍ଯ୍ୟକ୍ରମରେ ଆଶୁ ରଣା, ଅଜୁ ରଣା,ଦିବବ୍ୟାଂଶୁ ବାଗ, ଶ୍ରଦ୍ଧାଞ୍ଜଳି ରଣା, ବଦ୍ରୀ ରଣା, ଆଦର୍ଶ ରଣା, ଜ୍ୟୋତିର୍ମୟୀ ପାତ୍ର, ମନୀଶା ରଣା, ସାହିଲ ରଣା, ପ୍ରତିମ ଦୀପ, ଲିପ୍ସା ରଣା, ବିଜୁ ରଣା,ସିଅନ ନାଗ ପ୍ରମୁଖ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମକୁ ଖେଳ ଶିକ୍ଷକ ହିମାଂଶୁ ଶେଖର ବିଶ୍ୱାଳ ପରିଚାଳନା କରିଥିଲା ବେଳେ ଜୁନିଅର ଆସିଷ୍ଟାଣ୍ଟ ଅବିନାଶ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026

You Might Also Like