-+91-9937148622 |

prerana_bgr@rediffmail.com |

  Saturday 25th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   (25-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    (24-Apr-2026)       ||      ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||     

HOME   ଜିଲ୍ଲା

ସାମାଜିକ ସଂଗଠନ ସ୍ୱାମୀଜୀ ଯୁବକ ସଂଘ ପକ୍ଷରୁ ମେଧା ବିଦ୍ୟାର୍ଥୀ ପୁରସ୍କୃତ

03-Jun-2024



କଟକ(ପ୍ରେରଣା ଖବର ): କଟକ ସଦରର ଅଗ୍ରଣୀ ସାମାଜିକ ସଂଙ୍ଗଠନ ସ୍ୱାମୀଜୀ ଯୁବକ ସଂଘର ପ୍ରତିଷ୍ଠାତା ସାହିତ୍ୟିକ ଇଂ.ବିରଞ୍ଚି ନାରାୟଣ ଭୂୟାଁଙ୍କ ପ୍ରସ୍ତାବ କ୍ରମେ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖିଥିବା ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ୪୨ ମୌଜା ଅଞ୍ଚଳରେ  ରାଉତରାପୁର ଗ୍ରାମର ତନଲିଜା ମିର୍ଜା,ବହଳପଡ଼ା ଗ୍ରାମର ଶୀଳିତ ଜେନା ଉଭୟେ ୫୪୦ ନମ୍ବର  ଯୁଗ୍ମ ପ୍ରଥମ ହୋଇଥିବା ବେଳେ ପଟଣା ଗ୍ରାମର ପୀତିଲିପ୍ସା ଦାସ ୫୨୯ ନମ୍ବର ରଖି ଦ୍ଵିତୀୟ ଓ ଦଧିନାମନପୁର ମହାପାତ୍ର ସାହିର ଶୁଭଶ୍ରୀ ମହାପାତ୍ର ୫୨୨ ନମ୍ୱର ରଖି ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ସେହିପରି କନ୍ଦର୍ପୁର ଅଞ୍ଚଲର ଫକୀରପଡ଼ା ଗ୍ରାମର ସୁଚିତ୍ରା ଶତପଥୀ ଓ ବିରିବାଟିର କ୍ରିଷ୍ଣା ରାଉତ ଉଭୟ ୫୫୨ ନମ୍ବର ରଖି ଯୁଗ୍ମ ପ୍ରଥମ ବେଳେ ଦେଓଧାରୀର ଶ୍ରଦ୍ଧା ସୁମନ ଓତା ତୃତୀୟ ସ୍ଥାନ ଏବଂ ବରାଳ ଗ୍ରାମର ଶ୍ୱତା ରାଉତ ଯୁକ୍ତ ଦୁଇ ବିଜ୍ଞାନରେ ୪୨ ମୌଜା ଟପ୍ପର ହୋଇଛନ୍ତି । ସଙ୍ଘ ପକ୍ଷରୁ ସଂପାଦକ ଇଂ.ସୁରଜ ବେହେରା,କୋଷାଧ୍ୟକ୍ଷ ଇଂ.ଦେବୀ ପ୍ରସାଦ ରାଉତରାୟ, ଉପ ସଭାପତି ମଦନ ମୋହନ ରାଉତ,ମୁଖ୍ୟ ପରିଚାଳକ ସୂର୍ୟ୍ଯ ନାରାୟଣ ଭୂୟାଁ ପ୍ରମୁଖ ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ଟ୍ରଫି,ପୁଷ୍ପ ଗୁଚ୍ଛ, ଉତ୍ତରୀୟ ଓ ମିଷ୍ଟାନ୍ନ ଦେଇ ସମ୍ବର୍ଦ୍ଧିତ କରିବା ସହ ଉଜ୍ଜ୍ବଳ ଭବିଷ୍ୟତ ପାଇଁ ଶୁଭକାମନା ଜଣାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   25-Apr-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    24-Apr-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   24-Apr-2026
  ଜିଲ୍ଲା  
ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ   24-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   24-Apr-2026
  ଜିଲ୍ଲା  
ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   24-Apr-2026
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026

You Might Also Like