-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||     

HOME   ରାଜନୀତି

ବଲାଙ୍ଗିର ନିର୍ବାଚନ ମଣ୍ଡଳୀ ରେ ଭୋଟ୍ ଫଳାଫଳ, ବଲାଙ୍ଗିର ରେ କଂଗ୍ରେସ ଆଗୁଆ , ଲୋଇସିଂହା ରେ ବିଜେପି ଆଗୁଆ

04-Jun-2024



ବଲାଙ୍ଗିର (ପ୍ରେରଣା ଖବର ): ବଲାଙ୍ଗିର ଜିଲ୍ଲାରେ ନିର୍ବାଚନ ଫଳାଫଳ କୁ ନେଇ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ଦେଖିବାକୁ ମିଳିଛି l ବଲାଙ୍ଗିର ଜିଲ୍ଲା ଲୋକସଭା କ୍ଷେତ୍ର ୬ଟି ନିର୍ବାଚନ ମଣ୍ଡଳୀରେ ମିଶ୍ରିତ ଫଳାଫଳ ଦେଖିବାକୁ ମିଳିଛି l ପ୍ରଥମ ରାଉଣ୍ଡ ଗଣତି ଅନୁସାରେ ବଲାଙ୍ଗିର ଲୋକସଭା କ୍ଷେତ୍ରରେ ଏମ୍ ପି ପ୍ରାର୍ଥୀ ସଙ୍ଗୀତl କୁମାରୀ ସିଂହଦେଓ ୭୯୯୩ଭୋଟରେ ଆଗୁଆ ଥିବା ଜଣାପଡିଛି l ବଲାଙ୍ଗିର ବିଧାନସଭା ନିର୍ବାଚନମଣ୍ଡଳୀ ରେ କଂଗ୍ରେସ ପ୍ରାର୍ଥୀ ସମରେନ୍ଦ୍ର ମିଶ୍ର ୮୧୬ ଖଣ୍ଡ ଭୋଟ ରେ ଆଗୁଆ ଥିବା ବେଳେ କଣ୍ଟାବାଞ୍ଜି ନିର୍ବାଚନମଣ୍ଡଳୀ ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୫୬ଭୋଟରେ ଆଗୁଆ ଅଛନ୍ତି ।ନବୀନ ପଟ୍ଟନାୟକ ଠିକ୍ ସେହି ପରି ଟିଟିଲାଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀ ରେ ବିଜେପି ପ୍ରାର୍ଥୀ ନବୀନ ଜୈନ ୧୭୨୪ ଭୋଟ ରେ ଆଗୁଆ ଅଛନ୍ତି l ତେବେ ଅନ୍ୟ ରାଉଣ୍ଡ ଗୁଡିକରେ ଟେଣ୍ଡ ରେ ପରିବର୍ତ୍ତନ ହୋଇପାରେ ବୋଲି ଅନୁମାନ କରାଯାଉଛି ଲୋଇସିଂହା ବିଧାନସଭା ନିର୍ବାଚନମଣ୍ଡଳୀ ରେ ଓମପ୍ରକାଶ କୁମ୍ଭାର ୯୨୪ଖଣ୍ଡ ଭୋଟ୍ ପାଇଥିବା ବେଳେ , ମୁକେଶ ମହାଲିଙ୍ଗ୧୩୨୦ ଭୋଟ ରେ ଆଗୁଆ ଅଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026

You Might Also Like